Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଏଥର ରଥଯାତ୍ରାରେ ଭକ୍ତଙ୍କ ଗଣତି ହେବ: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ପୁରୀ: ଏଥର ରଥଯାତ୍ରାରେ ଭକ୍ତଙ୍କ ଗଣତି ହେବ । ଏନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଭକ୍ତ କେଉଁ ପଟରୁ ରଥଯାତ୍ରା ଦେଖିବା ପାଇଁ ପୁରୀ ଆସିବେ ସେନେଇ ଗଣନା ହେବ । ଏହା ପ୍ରଥମ କରି ରଥଯାତ୍ରାରେ ଆରମ୍ଭ ହୋଇଛି ବୋଲି କହିଛନ୍ତି ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତି ପରିଡା ।!-->…
ବିଷାକ୍ତ ଛତୁ ଖାଇ ୧୦ ଅସୁସ୍ଥ, ୪ ଗୁରୁତର
ନୂଆପଡ଼ା: ବିଷାକ୍ତ ଛତୁ ଖାଇ ୧୦ ଅସୁସ୍ଥ। ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମରେ ଏହି ଘଟଣା ଘଟିଛି। କିରିକିଟା ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୧୦ ଜଣ ଅସୁସ୍ଥ ଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି। ସମସ୍ତ ଅସୁସ୍ଥଙ୍କୁ ନୂଆପଡ଼ା ମୁଖ୍ୟ!-->…
ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପୁରୀ: ରଥଯାତ୍ରା ପାଇଁ ୨ ଦିନ ସରକାରୀ ଛୁଟି । ବିରଳ ତିଥି ଅନୁଯାୟୀ ଏଥର ରଥଯାତ୍ରା ଦୁଇଦିନ ପଡୁଥିବାରୁ ଉକ୍ତ ଦୁଇଦିନକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ପୁରୀରେ ରଥଯାତ୍ରା ସମୀକ୍ଷା ବୈଠକରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ!-->…
କେବଳ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବ : ଗଜପତି ମହାରାଜା
ପୁରୀ: କେବଳ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବ । ଏ ନେଇ ଆଲୋଚନା ହୋଇ ସାରିଛି । ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ ଅନୁମତି ମଗା ଯାଇଛି । ଏହା କହିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଭିତର ରତ୍ନଭଣ୍ଡାରର ମରାମତି ଆବଶ୍ୟକ । ତେବେ!-->…
ରାଜ୍ୟରେ ଖୋଲିବ ବନ୍ଦ ହୋଇପଡିଥିବା ସ୍କୁଲ୍
ଭୁବନେଶ୍ବର: ରାଜ୍ୟରେ ଖୋଲିପାରେ ବନ୍ଦ ହୋଇପଡିଥିବ ସ୍କୁଲ୍ । ବିଜେଡି ସରକାର ବନ୍ଦ କରି ଦେଇଥିବା ଅନେକ ସ୍କୁଲ ଗୁଡିକ ଖୋଲି ପାରନ୍ତି ବିଜେପି ସରକାର । ଏମିତି କିଛି ଯୋଜନା ଚାଲିଛି ବୋଲି ମନ୍ତବ୍ୟ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।
ଏନେଇ ମନ୍ତ୍ରୀ!-->!-->!-->…
ସବୁଜରୁ ଗେରୁଆ ହେଲା ‘ଲକ୍ଷ୍ମୀ’ ବସ୍
ଢେଙ୍କାନାଳ: ବଦଳିଯାଇଛନ୍ତି ସରକାର । ଏବେ ବଦଳାଚାଲିଛି ପୂର୍ବତନ ସରକାର ଦେଇଆସୁଥିବା ସମସ୍ତ ଯୋଜନାର ରୂପରଙ୍ଗ । ସେଇ ପୁରୁଣା ସେବା ହେଲେ ନୂଆ ଢଙ୍ଗରେ ଜନତାଙ୍କୁ ଭେଟିଦେବେ ନୂଆ ସରକାର । ଏଥିପାଇଁ ବଦଳା ଚାଲିଛି ରଙ୍ଗ । ଯାହା ସବୁଜ ଥିଲା ତାହା ଏବେ ଗେରୁଆ କରାଯାଉଛି ।
ଏମିତି କିଛି!-->!-->!-->…
ଚଳିତ ରଥଯାତ୍ରା ସମୟରେ ପୁରୀକୁ ଜଗିବେ ୧୮୦ ପ୍ଲାଟୁନ ପୁଲିସ
ଆସନ୍ତା ୭ ତାରିଖରେ ଅନୁଷ୍ଠିତ ହେବ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା। ଏଥି ନିମନ୍ତେ ବ୍ୟାପକ ପ୍ରସ୍ତୁତି ଚାଲିଥିବା ବେଳେ ଘନ ଘନ ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଛି।
ଚଳିତ ରଥ ଯାତ୍ରା ସମୟରେ ବ୍ଲାଙ୍କେଟ୍ ସୁରକ୍ଷାରେ ରହିବ ଶ୍ରୀକ୍ଷେତ୍ର। ରଥଯାତ୍ରା ସୁରକ୍ଷାର ସମୀକ୍ଷା କରି ଏପରି!-->!-->!-->…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆଜି ସାକ୍ଷାତ କରିଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଆଗାମୀ ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୃଙ୍ଖଳିତ ରଥଯାତ୍ରା ନୀତିକାନ୍ତିଠୁ ଆରମ୍ଭ କରି ରତ୍ନଭଣ୍ଡାର ଖୋଲାଯିବା ନେଇ ଆଲୋଚନା!-->…
ବିନା ଅନୁମତିରେ ତାଳ ଗଛ କାଟିଲେ ନିଆଯିବ କାର୍ଯ୍ୟନୁଷ୍ଠାନ
ଭୁବନେଶ୍ବର: ଏଣିକି ମନ ଇଚ୍ଛା କାଟିପାରିବେନି ତାଳଗଛ । ସରକାରଙ୍କ ବିନା ଅନୁମତିରେ ତାଳ ଗଛ କାଟିଲେ ହେବ କାର୍ଯ୍ୟନୁଷ୍ଠାନ । ଏମିତିକି ନିଜ ବାରିରେ ଲାଗିଥିବା ତାଳ ଗଛ ମଧ୍ୟ କାଟିବା ବେଆଇନ । ବନବିଭାଗର ବିନା ଅନୁମତିରେ ତାଳ ଗଛ କାଟିଲେ ନିଆଯିବ ଦୃଢ କାର୍ଯ୍ୟନୁଷ୍ଠାନ । ବଜ୍ରପାତ ଜନିତ!-->…
ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ସଚିବଙ୍କ ସହଯୋଗ କାମନା କଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର: ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ସମସ୍ତ ସଚିବଙ୍କ ସହଯୋଗ କାମନା କରିଛନ୍ତି। ବୈଠକରେ ମୁଖ୍ୟ ଶାସନ!-->…