Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୩ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ବ
ଭୁବନେଶ୍ୱର : ୩ ଜଣ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ବ । ଗୃହ ସଚିବ ଅଜୟ କୁମାର ଭାଲ୍ଲାଙ୍କୁ କାର୍ମିକ ଓ ତାଲିମ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ମିଳିଛି । ସେହିପରି ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗର ସଚିବ ସଂଜୀବ ଚେପ୍ରାଙ୍କୁ ମିଳିଛି ଅତିରିକ୍ତ ଦାୟିତ୍ବ । ତାଙ୍କୁ କୃଷି ଓ!-->…
ବିଷାକ୍ତ ଛତୁ ଖାଇ ୧୧ ଅସୁସ୍ଥ, ୫ ଜଣଙ୍କ ଅବସ୍ଥା ଗୁରୁତର
ଭଞ୍ଜନଗର: ବିଷାକ୍ତ ଛତୁ ଖାଇ ୩ ପରିବାରର ୧୧ ଜଣ ଅସୁସ୍ଥ । ଅସୁସ୍ଥ ଭଞ୍ଜନଗର ମେଡିକାଲରେ ଭର୍ତ୍ତି । ୫ ଜଣଙ୍କ ଅବସ୍ଥା ଗୁରୁତର । ଅସୁସ୍ଥ କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ପାର୍ତିଗୁଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଅସୁସ୍ଥଙ୍କ ମଧ୍ୟରେ ୫ ଜଣ ମହିଳା ଏବଂ ୬ ଜଣ ଶିଶୁ ଥିବା!-->…
ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ଆଇଏଏସ ନିକୁଞ୍ଜ ଧଳ
ଭୁବନେଶ୍ବର: ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି। ନିକୁଞ୍ଜ ବିହାରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ।
ଏହା ପୂର୍ବରୁ ରାଜ୍ୟ ସରକାର ଆଜି ମନୋଜ ଆହୁଜାଙ୍କୁ ଓଡ଼ିଶା!-->!-->!-->…
ରାସ୍ତା କଡରୁ ବାହାରିଲା ବଡ଼ ବଡ଼ ହୋଡିଂ, NHAI ସହ କଟକ ମହାନଗର ନିଗମର ମିଳିତ କାର୍ଯ୍ୟନୁଷ୍ଠାନ
କଟକ: ରାସ୍ତା କଡରୁ ବାହାର କରାଯାଉଛି ବଡ଼ ବଡ଼ ହୋଡିଂ । କାରଣ ଏହି ହୋଡ଼ିଂ ପାଇଁ ମଣିଷର ଜୀବନ ଯାଉଛି । ଟିକେ ପବନ ହେଲେ ହୋଡ଼ିଂ ପଡ଼ି ଯାଉଛି ଆଉ ଲୋକଙ୍କ ମୃତ୍ୟୁର କାରଣ ସାଜୁଛି । କିଛି ଦିନ ତଳେ ପୁନେ ଓ ମୁମ୍ବାଇରେ ହୋଡିଂ ପଡି ଅନେକ ଲୋକଙ୍କ ମୃତୁ ହେବା ସହ ବହୁ ଲୋକ ଆହତ ହୋଇଥିଲେ ।!-->…
ବଜ୍ରାଘାତରେ ଦୁଇ ଜଣଙ୍କ ମୃତ୍ୟୁ
ଖୋର୍ଦ୍ଧା: ଖୋର୍ଦ୍ଧା ପୁବୁସାହି ପଞ୍ଚାୟତର ଜୟମଙ୍ଗଳ ଗାଁରେ ଅଭାବନୀୟ ଘଟଣା। ବଜ୍ରାଘାତରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ବୟ ହେଲେ ୬୨ ବର୍ଷୀୟ ନାରଣ ପ୍ରଧାନ ଓ ୪୨ ବର୍ଷୀୟ ସରୋଜ ଜେନା।
ଜୟମଙ୍ଗଳ ଗାଁର ନାରାୟଣ ପ୍ରଧାନ ଓ ସରୋଜ ଜେନା ବିଲରୁ କାମ ସାରି ଘରକୁ ଫେରୁଥିଲେ।!-->!-->!-->…
ଆଗାମୀ ୫ ବର୍ଷ ଭିତରେ ଓଡ଼ିଶାକୁ ସର୍ବାଧିକ ୧ ଲକ୍ଷ କୋଟ ଟଙ୍କାର ଆସିବ ରେଳ ପ୍ରୋଜେକ୍ଟ: ଅଶ୍ଵିନୀ
ଭୁବନେଶ୍ବର: ଭୁବନେଶ୍ୱରରେ ଆୟୋଜିତ ବିଜେପିିର ବିଜୟ ସମ୍ବର୍ଦ୍ଧନା ସଭାରେ ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇବା ସହ ରେଲୱେ ବିକାଶର ଭବିଷ୍ୟତ ନେଇ ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଓଡିଶାକୁ ୧ ଲକ୍ଷ କୋଟିର ପ୍ରକଳ୍ପ ଦିଆଯିବାକୁ ନେଇ ଘୋଷଣା କରିଛନ୍ତି!-->…
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କାଲିଠୁ ଖୋଲିବ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଜୁଲାଇ ୧ ତାରିଖରୁ ସାଧାରଣ ଜନତାଙ୍କ ପାଇଁ ଖୋଲିବ। ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କର ଅଭିଯୋଗ ଶୁଣିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ, ସେ ନେଇ ସ୍ଥିତି ପରଖିଥିଲେ!-->…
ସକ୍ରିୟ ଲଘୁଚାପ: ଆଉ ଦୁଇ ଦିନ ପ୍ରବଳ ବର୍ଷା
ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ୨ଦିନ ଯାଏଁ ରାଜ୍ୟରେ ଏପରି ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର!-->!-->!-->…
ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା
ଭୁବନେଶ୍ୱର : ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା ଆଜି ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି l ଆଜି ଅପରାହ୍ଣରେ ଲୋକସେବା ଭାବନରେ ଶ୍ରୀ ଆହୁଜା ଅବସରଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି l
୧୯୯୦!-->!-->!-->…
ପେପର୍ ମିଲ୍ରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ
ବଲାଙ୍ଗିର: ପେପର ମିଲରେ ଭୟାଭୟ ଅଗ୍ନିକାଣ୍ଡ। ଟିଟିଲାଗଡ଼ ନିକଟସ୍ଥ ଚୋରମରା ଗାଁରେ ଥିବା ମହାବୀର ପେପର ମିଲ୍ରେ ଭୟଙ୍କର ନିଆଁ ଲାଗିଥିବା ଜଣାପଡିଛି। ଏହି ଘଟଣାରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡି ପାଉଁଶ ହୋଇଯାଇଥିବା ସୂଚନା। କୌଣସି ଏକ ରାସାୟନିକ ପଦାର୍ଥର ବିସ୍ଫୋରଣ ହେବା ଫଳରେ!-->…