Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସଡ଼କ ଦୁର୍ଘଟଣାରେ ୨ ମୃତ, ୭ ଗୁରୁତର, ଘଟଣାସ୍ଥଳରେ ଉତ୍ତେଜନା
ରାୟଗଡା : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ମୃତ, ୭ ଗୁରୁତର । ରାୟଗଡା ସହରର ମଝିଘରିଆଣୀ ମନ୍ଦିର ନିକଟରେ ଘଟିଯାଇଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସଡ଼କ ଦୁର୍ଘଟଣାରେ ୨ଜଣ ମୃତ୍ୟୁବରଣ କରିଛନ୍ତି । ଅଟୋ ରିକ୍ସା ସହିତ ବାଇକ୍ ଧକ୍କାରେ ଅଟୋ ଚାଳକ ସତ୍ୟମ୍ ମାଣ୍ଡାଙ୍ଗି ସହିତ ଗଣେଶ!-->…
ରତ୍ନଭଣ୍ଡାର ଶୀଘ୍ର ଖୋଲିବ, ଯଦି ଗଡ଼ବଡ଼ ଥିବ ଦୋଷୀକୁ ଦଣ୍ଡ ଦିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜଧାନୀର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ରତ୍ନଭଣ୍ଡାର ନିଶ୍ଚିତ ଖୋଲିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ । ଆଉ ଗଣତି ହେବ।
ଯଦି କିଛି!-->!-->!-->…
ରାଜ୍ୟବାସୀ ଅକୁଣ୍ଠ ସମର୍ଥନ ଦେଇଥିବାରୁ କୃତଜ୍ଞ: ମନମୋହନ ସାମଲ
ଭୁବନେଶ୍ବର: ଶପଥ ସମାରୋହ ପରେ ପ୍ରଦର୍ଶନୀ ପଡ଼ିଆରେ ବିଜେପି ପକ୍ଷରୁ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହେଉଛି। ଏଥିରେ ସମସ୍ତ ୨୦ ବିଜେପି ସାଂସଦ ଓ ୭୮ ବିଧାୟକ ଉପସ୍ଥିତ ଅଛନ୍ତି। ଏହି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ବିଜେପିକୁ ଭରସା କରିଥିବାରୁ ଧନ୍ୟବାଦ ଦେଇଛନ୍ତି ବିଜେପିର ରାଜ୍ୟ ସଭାପତି!-->…
‘କାଳିଆ, ବଳିଆ ଓ ସୁଭଦ୍ରା ସଦୃଶ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ’
ଭୁବନେଶ୍ବର: ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଛି ବିଜେପି ସମ୍ବର୍ଦ୍ଧନା ସଭା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡା ଓ କେନ୍ଦ୍ରମନ୍ତ୍ରୀଙ୍କ ସମେତ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ମଧ୍ୟ ଏହି ସମ୍ବର୍ଦ୍ଧିତ!-->…
ନୂଆଦିଲ୍ଲୀ ଠାରେ “ଏସୟୁଜେ ଓଡ଼ିଶା” ର ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ପାଢୀ ମାନ୍ୟବର ମୁଖ୍ୟମନ୍ତ୍ରୀ…
ସାମ୍ବାଦିକ ମାନଙ୍କ ର ପ୍ରମୁଖ ଦାବି ନେଇ କଲେ ଆଲୋଚନା...
ତାମିଲନାଡୁ ବାଣ କାରଖାନାରେ ବିସ୍ଫୋରଣ, ୪ ମୃତ
ବିରୁଧୁନଗର: ତାମିଲନାଡୁର ଏକ ବାଣ କାରଖାନାରେ ବସ୍ଫୋରଣ ହୋଇଥିବା ଖବର ହସ୍ତଗତ ହୋଇଛି। ଏହି ଦୁର୍ଘଟଣାରେ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟ ଜଣେ ଆହତ ହୋଇଥିବା ସୂଚନା ମିଳିଛି ବୋଲି ଶନିବାର ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ଏମକେ!-->…
ଖୁବଶୀଘ୍ର ଓଡିଶା ବିଧାନସଭା ହେବ ପେପରଲେସ୍
ଭୁବନେଶ୍ଵର: ଓଡ଼ିଶା ବିଧାନସଭାକୁ ପେପରଲେସ୍ କରାଯିବ । ଏନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୁରମା ପାଢ଼ୀ । ବାଚସ୍ପତିଙ୍କ କହିବାନୁସାରେ, ବିଧାନସଭାକୁ ସଂପୂର୍ଣ୍ଣ କାଗଜମୁକ୍ତ କରିବାକୁ ଯୋଜନା କରାଯାଇଛି । ବିଧାନସଭାକୁ ପେପରଲେସ୍ କରିବାକୁ ନେଭା ଦାୟିତ୍ବ ନେଇଛି । ପୁରୁଣା ଓ ନୂଆ!-->…
ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିନ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ!-->…
ଲାଞ୍ଚ ନେଇ ଧରାପଡ଼ିଲେ ପଟ୍ଟାମୁଣ୍ଡାଇ ତହସିଲ୍ର କିରାଣି
ପଟ୍ଟାମୁଣ୍ଡାଇ :ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟର ବଡ଼ବାବୁ ଜନ୍ ଉଇଲିୟମ ବରାଳ। ଜମି ବିଭାଜନ ସମ୍ବନ୍ଧୀୟ କେସ୍ ରେକର୍ଡର ସାର୍ଟିଫାଏ ନକଲ କପି ଦେବା ପାଇଁ ଜଣେ ବ୍ୟକ୍ତିଙ୍କ ନିକଟରୁ ୧୦ ହଜାର ଲାଞ୍ଚ ନେବା ବେଳେ ବଡ଼ବାବୁ ଜନ୍ ଉଇଲିୟମ ବରାଳଙ୍କ ମାଡ଼ି ବସିଲା!-->…
ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ଘଟଣା: ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ କ୍ୱାର୍ଟସରେ ପୁଣି ପୁଲିସ୍
ଭୁବନେଶ୍ବର: ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ କ୍ୱାର୍ଟସରେ ପୁଣି କ୍ୟାପିଟାଲ ଥାନା ପୁଲିସ୍। ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ନେଇ ଧମକ ଦେବା ଅଭିଯୋଗରେ କ୍ୟାପିଟାଲ ଥାନାରେ ଏତଲା ହୋଇଥିଲା। ପୁଲିସ ଏବେ ଏହି ମାମଲାରେ ତଦନ୍ତ କରିବାକୁ ଆସି ଦ୍ୱିତୀୟ ଥର!-->…