Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜୁଲାଇ ୧ରୁ ସାଧାଣଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପହିଲାରୁ ମୁଖ୍ୟମନ୍ତ୍ରୀ ଶୁଣିବେ ଅଭିଯୋଗ । ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଜୁଲାଇ ୧ରୁ ୟୁନଟି-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ସକାଳ ୧୧ଟାରୁ ଅଭିଯୋଗ ଶଣାଣି କରିବେ ମୁଖ୍ୟମନ୍ତ୍ରୀ ।!-->…
ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର : ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜଘାଟ ଯାଇ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ‘ସଦୈବ ଅଟଳ’ରେ ଅଟଳ ବିହାରୀ ବାଜପେୟୀଙ୍କୁ ମଧ୍ୟ!-->…
ଟିକରପଡ଼ା ମହାନଦୀ କୂଳରୁ ୮ ବର୍ଷର ନାବାଳକକୁ ଘୋଷାଡିନେଲା କୁମ୍ଭୀର
ଅନୁଗୋଳ: ଅନୁଗୋଳ ଜିଲ୍ଲା ଟିକରପଡ଼ା ଘାଟ ସାହି ଅଞ୍ଚଳରରେ ଦେଖିବାକୁ ମିଳିଛି ଶୋକାକକୂଳ ପରିବେଶ । ମହାନଦୀ କୂଳରୁ ୮ ବର୍ଷର ନାବାଳକକୁ ଘୋଷାଡିନେଲା କୁମ୍ଭୀର । ମୃତ ନାବାଳକର ଘର ଟିକରପଡ଼ା ଘାଟ ସାହି ଅଞ୍ଚଳରରେ ବୋଲି ଜଣାଯାଇଛି ।
ଖବର ମୁତାବକ, ପିଲାଟି ଆଜି ଟିକରପଡା ମହାନଦୀ କୂଳରେ!-->!-->!-->…
ବଦଳିବ ‘ଲକ୍ଷ୍ମୀ’ ବସର ନାଁ, ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’
ଭୁବନେଶ୍ବର: ହଟିବ ଲକ୍ଷ୍ମୀ ବସର ନାଁ । ଲେଖା ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’ । ଲକ୍ଷ୍ମୀ ବସ୍ ଭବିଷ୍ୟତ ନେଇ ଆଜି ସ୍ପଷ୍ଟ କରିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା । ଲକ୍ଷ୍ମୀ ବସ୍ ନାଁ ବଦଳାଇ ଏହାକୁ ମୁଖ୍ୟମନ୍ତ୍ରୀ ବସ୍ ସେବା କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ।!-->…
ଚଢ଼ା ଦରରେ ଜିନିଷ ବିକ୍ରି କଲେ ବନ୍ଧା ହେବେ ବ୍ୟବସାୟୀ : ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ୱର : ବେଲଗାମ ପରିବା ଦର । କଞ୍ଚା ପରିବା ସହ ଆଳୁ ଦର ବି ନିୟନ୍ତ୍ରଣ ବାହାରେ । ଦୀର୍ଘ ଦିନ ଧରି ପିରବା ଦର ଖସିବାର ନାଁ ଧରୁନି । ଯାହାକି ସାଧାରଣ ଲୋକଟିଏ ପାଇଁ ଚିନ୍ତାର କାରଣ ପାଲଟିଛି । ଏହାରି ଭିତରେ ଦରଦାମ ବୃଦ୍ଧି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ଓ!-->…
ଓଡିଶା ସ୍ୱାର୍ଥକୁ ନେଇ ସାଲିସ କରାଯିବନି : ପ୍ରସନ୍ନ ଆଚାର୍ଯ୍ୟ
ଭୁବନେଶ୍ବର: ବିରୋଧୀ ସିଟରେ ବସିବା ପରେ ଏବେ ପୂରା ଆକ୍ଟିଭ୍ ବିଜେଡି ସୁପ୍ରିମୋ ନବୀନ ଓ ତାଙ୍କ ଦଳୀୟ ନେତା । ବିରୋଧୀ ହୋଇ କ୍ରମାଗତ ଭାବେ ଶାସକଙ୍କୁ ଘେରିବାରେ ଲାଗିଛି ବିଜେଡି । ସେ ରାଜ୍ୟ ହେଉକି କେନ୍ଦ୍ର ଏବେ ସବୁଠି ବିଜେଡି ନିଜକୁ ଶକ୍ତିଶଳୀ ବିରୋଧୀ ଭାବେ ଛିଡାକରିବାକୁ ପ୍ରୟାସ!-->…
କେନ୍ଦ୍ର ସରକାରଙ୍କ ସଚିବ ପଦବୀରେ ଓଡ଼ିଶା IAS ଅଧିକାରୀ ଅନୁ ଗର୍ଗ
ଭୁବନେଶ୍ୱର : ଉନ୍ନୟନ କମିଶନର ଅନୁ ଗର୍ଗଙ୍କୁ ମିଳିଲା ACC ଅନୁମତି । କେନ୍ଦ୍ରରେ ସଚିବ ବା ସଚିବ ରାଙ୍କର ପୋଷ୍ଟ ପାଇଁ ଅନୁମତି ଦେଲା ACC । ୧୯୯୧ ବ୍ୟାଚ୍ ଓଡ଼ିଶା କ୍ୟାଡର IAS ଅନୁ ଗର୍ଗ । ଅନୁ ଗର୍ଗ ଏବେ ଉନ୍ନୟନ କମିଶନର ଅଛନ୍ତି। ଆଇଏଏସ ଚନ୍ଦ୍ରଶେଖର କୁମାରଙ୍କୁ ମଧ୍ୟ!-->…
ଧାନ ମଣ୍ଡିରେ ଲାଗିବ ସିସିଟିଭି, ମିଲକୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ବର: ଧାନ ମଣ୍ଡିରେ ଲାଗିବ ସିସିଟିଭି। ମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍। ରାଜ୍ୟରେ ଦୁର୍ନୀତିକୁ ରୋକିବାକୁ କିଛି ଏଭଳି ଢଙ୍ଗରେ ତତ୍ପର ହେଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ। ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କହିବା ମୁତାବକ, ଏଣିକି ମଣ୍ଡିରୁ ମିଲକୁ!-->…
ରାଜ୍ୟରେ ଖୋଲିବ ୨୦୦ ଗୋଶାଳା, ଗୋଚାଲାଣ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର: ଗୋ-ସୁରକ୍ଷା ଓ ମାଛ ଚାଷ କୁ ନେଇ ବଡ ବୟାନ ଦେଲେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ସେ କହିଛନ୍ତି, ରାଜ୍ୟରେ ବୃଦ୍ଧି ପାଉଥିବା ଗୋଚାଲାଣକୁ ରୋକିବା ପାଇଁ ସ୍ୱତନ୍ତ୍ର ରୋଡମ୍ୟାପ୍ ପ୍ରସ୍ତୁତ କରାଯାଇଛି । ଗୋଚାଳାଣ କରୁଥିବା ବ୍ୟକ୍ତିଙ୍କ ଉପରେ କଡା!-->…
ଅଣସର ଘରେ ମହାପ୍ରଭୁ, ସୁସ୍ଥତା ପାଇଁ ଚାଲିଛି ଓଷ ଲାଗି ବିଧି
ପୁରୀ: ମହାସ୍ନାନ ପରେ ଏବେ ଅଣସର ଘରେ ଜ୍ୱରରେ ପୀଡିତ ଚତୁର୍ଦ୍ଧାବିଗ୍ରହ । ଏଥିପାଇଁ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଦଇତାପତି ସେବାୟତ ମାନେ ଜାରି ରଖିଛନ୍ତି ଗୁପ୍ତ ଚିକିତ୍ସା । ସମ୍ପୂର୍ଣ୍ଣ ଆୟୁର୍ବେଦ ପ୍ରଣାଳୀରେ ମହାପ୍ରଭୁଙ୍କ ଚିକିତ୍ସା ଜାରି ରହିଛି । ଚତୁର୍ଦ୍ଧାବିଗ୍ରହଙ୍କ ଶରୀରରେ!-->…