Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶାରେ ପର୍ଯ୍ୟାୟକ୍ରମେ କମିବ ମଦ କାରବାର, ନିଶା ମୁକ୍ତ ହେବ ରାଜ୍ୟ
ଭୁବନେଶ୍ବର: ଓଡିଶାରେ କମିବ ନିଶା ବ୍ୟବହାର । ରାଜ୍ୟରେ ପ୍ରର୍ଯ୍ୟାୟ କ୍ରମେ ବନ୍ଦ ହେବ ମଦ କାରବାର । ରାଜ୍ୟକୁ ମଦ ମୁକ୍ତ ଓ ନିଶା ମୁକ୍ତ କରିବାକୁ ଯୋଜନା କରାଯାଉଥିବା କହିଛନ୍ତି ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।
ସାମାଜିକ ସୁରକ୍ଷା ମନ୍ତ୍ରୀ ଆହୁରି କହିଛନ୍ତି ଯେ,!-->!-->!-->…
ସମ୍ବଲପୁରକୁ ନୋଡାଲ ଜିଲ୍ଲା ଚୟନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର : ସମ୍ବଲପୁରକୁ ନୋଡାଲ ଜିଲ୍ଲା ଭାବେ ଚୟନ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । MPLADS କାର୍ଯ୍ୟକ୍ରମ ପାଇଁ ନୋଡାଲ ଜିଲ୍ଲା ଭାବେ ଚୟନ କରିଛନ୍ତି । ଏନେଇ ଭାରତ ସରକାରଙ୍କ ଷ୍ଟାଟିଷ୍ଟିକ୍ସ ଓ କାର୍ଯ୍ୟକ୍ରମ କ୍ରିୟାନ୍ବୟନ ମନ୍ତ୍ରାଳୟ!-->…
ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁଦର୍ଶନ ପଟ୍ଟନାୟକ
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ଓ ମରାମତି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୂର୍ବରୁ ମଧ୍ୟ ଏହି ପ୍ରସଙ୍ଗରେ ଏକ ବାଲୁକା ଚିତ୍ରକଳା କରି ରାଜ୍ୟ ସରକାରଙ୍କୁ ରତ୍ନଭଣ୍ଡାର ଖୋଲିବା ପାଇଁ ଅନୁରୋଧ!-->…
ସ୍କୁଲରେ ପାଠ ପଢ଼ାଇବେ ଅବସରପ୍ରାପ୍ତ ଅତିଥି ଶିକ୍ଷକ
ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ। ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ କମ ଦିନ ଭିତରେ ନୂଆ ଶିକ୍ଷକ ନିଯୁକ୍ତି ଦିଆଯିବ। ଗତକାଲି ରିଭ୍ୟୁ ମିଟିଂ ହୋଇଥିଲା ସବୁ ଜାଗାକୁ ପିଲାମାନଙ୍କ ପାଇଁ ବହି!-->…
ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଘଟଣା, ବିଜେଡି ନେତାଙ୍କ ଘରେ ପୋଲିସ
ଭୁବନେଶ୍ବର: ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଅଭିଯୋଗ ଘଟଣାରେ ବିଜେଡି ନେତା ରଘୁନନ୍ଦନ ଦାସଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା ପୋଲିସ । ତଦନ୍ତ ଓ ପଚରାଉଚରା ପାଇଁ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା କ୍ୟାପିଟାଲ ଥାନା ପୋଲିସ ।
ସୂଚନା ଅନୁସାରେ,!-->!-->!-->…
ଦୁଇ ନକଲି ନକ୍ସଲ ଗିରଫ
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ ୨ ନକଲି ମାଓବାଦୀ ଗିରଫ ହୋଇଛନ୍ତି । ଏ ନେଇ ସୂଚନା ଦେଲେ ଜୟପୁର ଏସଡିପିଓ ଅଙ୍କିତ ବର୍ମା । ବାଇକ, ମୋବାଇଲ ଓ ସିମ କାର୍ଡ ଜବତ ହୋଇଛି । ମାଓବାଦୀ ନାଁରେ ଧମକ ଦେଇ ଟଙ୍କା ଡିମାଣ୍ଡ କରୁଥିବା!-->…
ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଟ୍ବିନ୍ ସିଟିରେ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ। ଏଥିସହ ପୁରୀ ଓ ନୟାଗଡ଼କୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ବର୍ଷାରେ ବେହାଲ୍ ହୋଇଛି ରାଜଧାନୀ!-->!-->!-->…
ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା ଛେଣ୍ଡ ଥାନା ପୋଲିସ । ଗତ ୨୩ ତାରିଖରେ ଛେଣ୍ଡ କଲୋନୀ ସ୍ଥିତ ଆରଡିଏ କଲୋନୀରେ ରହୁଥିବା ନିହାର ସରକାର ରାତିରେ ଘର ପାଖର ରାସ୍ତାରେ ବୁଲୁଥିବା ବେଳେ ହଠାତ୍ ଏକ କାରରେ ଆସି ୩!-->…
ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ତାରିଖ ସଂଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି। ୭ ତାରିଖରେ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବେ ରାଷ୍ଟ୍ରପତି। ସେହିପରି ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟାରେ ରାଷ୍ଟ୍ରପତି!-->…
ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା । ନବଯୌବନ ଦର୍ଶନ,ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଛି । ଏହାକୁ ସୂଚାରୁ ରୂପେ ସମ୍ପନ୍ନ କରିବା ଚ୍ୟାଲେଞ୍ଜ । ତେବେ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ କରିବା ନେଇ ଅନେକ କଠୋର!-->…