Browsing Category

ଓଡିଶା

ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଟ୍ବିନ୍‌ ସିଟିରେ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ। ଏଥିସହ ପୁରୀ ଓ ନୟାଗଡ଼କୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବର୍ଷାରେ ବେହାଲ୍‌ ହୋଇଛି ରାଜଧାନୀ

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା ଛେଣ୍ଡ ଥାନା ପୋଲିସ । ଗତ ୨୩ ତାରିଖରେ ଛେଣ୍ଡ କଲୋନୀ ସ୍ଥିତ ଆରଡିଏ କଲୋନୀରେ ରହୁଥିବା ନିହାର ସରକାର ରାତିରେ ଘର ପାଖର ରାସ୍ତାରେ ବୁଲୁଥିବା ବେଳେ ହଠାତ୍ ଏକ କାରରେ ଆସି ୩

ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ତାରିଖ ସଂଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି। ୭ ତାରିଖରେ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବେ ରାଷ୍ଟ୍ରପତି। ସେହିପରି ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟାରେ ରାଷ୍ଟ୍ରପତି

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା । ନବଯୌବନ ଦର୍ଶନ,ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଛି । ଏହାକୁ ସୂଚାରୁ ରୂପେ ସମ୍ପନ୍ନ କରିବା ଚ୍ୟାଲେଞ୍ଜ । ତେବେ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ କରିବା ନେଇ ଅନେକ କଠୋର

ଏଥର ହେବ ଛାତ୍ର ସଂସଦ ନିର୍ବାଚନ! 

ଭୁବନେଶ୍ୱର : ଗଣତନ୍ତ୍ରର ଏନ୍ତୁଡି ହେଉଛି କଲେଜ। ଆଜି ରାଜନୀତିରେ ପାଦ ଥାପିଥିବା ପ୍ରତ୍ୟେକ ନେତା କଲେଜ ରାଜନୀତିରୁ ହିଁ ନିଜର ରାଜନୀତି କ୍ୟାରିୟର ଆରମ୍ଭ କରିଥା’ନ୍ତି। ପ୍ରତିଟି ସୁଦୃଢ ରାଜନେତାର ଦକ୍ଷତା ସେହି କଲେଜ ସମୟରେ ଛାତ୍ରନେତା ସମୟରେ ହିଁ ନଜର ଆସିଥାଏ। ନେତୃତ୍ୱ ହେବାର

କଳାହାଣ୍ଡି ଆମ୍ବ ବଗିଚାରୁ ଦୁବାଇକୁ ରପ୍ତାନୀ ହେଲା ଆମ୍ବ 

ନର୍ଲା: କଳାହାଣ୍ଡି ଜିଲାର ନର୍ଲା ବ୍ଲକ ଅନ୍ତର୍ଗତ ତୁଲାପଡ଼ା ପଞ୍ଚାୟତର ଏକ ଅଖ୍ୟାତ ପଲ୍ଲୀ ସାଡ଼ିଂତରା। ସେହି ମାଟିର ସନ୍ତାନ ହେଉଛନ୍ତି ପୂର୍ଣ୍ଣଚନ୍ଦ୍ର ମାଝୀ ଓ ତାଙ୍କ ଧର୍ମପତ୍ନୀ ଶ୍ରଦ୍ଧାଞ୍ଜଳି ମାଝୀ। ଶ୍ରଦ୍ଧାଞ୍ଜଳିଙ୍କ ୨୫ ଏକର ପରିମିତ ଆମ୍ବ ବଗିଚାରେ ରହିଛି ୨୫୦ ଆମ୍ରପଲ୍ଲି, ୪୫

ରୋଗୀଙ୍କୁ ଭଲ ବ୍ୟବହାର କରନ୍ତୁ ଡାକ୍ତର: ସ୍ବାସ୍ଥ୍ୟମନ୍ତ୍ରୀ

କଟକ: ରାଜକୁମାର ହିରାନୀ ନିର୍ଦ୍ଦେଶିତ ଓ ଅଭିନେତା ସଂଜୟ ଦତ୍ତ ଅଭିନୀତ ୨୦୦୩ ଡିସେମ୍ବର ୧୯ରେ ମୁକ୍ତିଲାଭ କରିଥିବା ବଲିଉଡର ଅନ୍ୟତମ ଲୋକପ୍ରିୟ ଚଳଚ୍ଚିତ୍ର ମୁନ୍ନାଭାଇ ଏମବିବିଏସ୍ ଦେଖିବାକୁ ଡାକ୍ତରଙ୍କୁ ପରାମର୍ଶ ଦେଇଛନ୍ତି ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିନ ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନସାଧାରଣଙ୍କ ବହୁତ୍ ଆଶା ଆକାଂକ୍ଷା ଅଛି ବୋଲି ସେ ମତ ଦେବା ସହିତ ରାଜ୍ୟ ଯୋଜନା

ବବି ଦାସଙ୍କ ସରକାରୀ କ୍ୱାର୍ଟର ଭଙ୍ଗାଯିବା ଘଟଣା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସାଂଗଠନିକ ସଂପାଦକ ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭୁବନେଶ୍ବରସ୍ଥିତ ସରକାରୀ ବାସଭବନରେ ସାଧାରଣ ପ୍ରଶାସନ ବିଭାଗର ୩ ଜଣ ଅଧିକାରୀ ପହଞ୍ଚି ତଦନ୍ତ କରିଛନ୍ତି। ଏହି ଅଧିକାରୀମାନେ ଆଜି ଅପରାହ୍‌ଣରେ ସରକାରୀ କ୍ବାର୍ଟରରେ ପହଂଚି

ଥାନା ଭିତରେ ସାପ ଖେଳାଇବା ଘଟଣା: ସାପଧରାଳିଙ୍କ ମୃତ୍ୟୁ ପରେ ତଦନ୍ତ ନିର୍ଦ୍ଦେଶ ଦେଲେ ପିସିସିଏଫ୍‌

ଭୁବନେଶ୍ବର: ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ଭିତରେ ସୋମବାର ଦିନ ଜଣେ ସାପଧରାଳିଙ୍କ ମୃତ୍ୟୁ ଘଟଣାରେ ପିସିସିଏଫ୍ ବନ୍ୟପ୍ରାଣୀ ସୁଶାନ୍ତ ନନ୍ଦ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସାପ ଧରି ଜଂଗଲରେ ନଛାଡି ଥାନା ପରିସରକୁ କାହିଁକି ଆସିଥିଲେ ସେ ନେଇ ତଦନ୍ତ ହେବ ବୋଲି କହିଛନ୍ତି।