Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ପ୍ରକାଶିତ: ରେଭେନ୍ସା ଆଗରେ
ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ପ୍ରକାଶିତ ହୋଇଛି। କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ବିଶ୍ବବିଦ୍ୟାଳୟ କଟ୍ଅଫ୍ ଆଗରେ ରହିଛି।କଳାରେ ରେଭେନ୍ସା ବିଶ୍ବବିଦ୍ୟାଳୟର କଟ୍-ଅଫ୍ ୮୯.୬୭% (ଭୂଗୋଳ),!-->…
ମାଆ ପିଇଲେ ବିଷ,ଏବଂ ୪ ବର୍ଷର ପୁଅକୁ ବି ପିଆଇ ଦେଲେ…
ବାରିପଦା : ମାଆ ନିଜେ ବିଷ ପିଇଲେ। ଆଉ ନିଜର ୪ ବର୍ଷର ପୁଅକୁ ବିଷ ପିଆଇ ଦେଲେ। ଉଭୟ ମେଡ଼ିକାଲ୍ ବେଡ୍ରେ ଜୀବନ ସହ ସଂଘର୍ଷ କରୁଛନ୍ତି। ତେବେ କ’ଣ ପାଇଁ ବିଷ ପିଇଲେ, ତାହା ଜଣାପଡ଼ି ନାହିଁ। ମୟୂରଭଞ୍ଜ ଜିଲ୍ଲାରୁ ଆସିଛି ଏପରି ଦୁଃଖଦ ଖବର।ଉଦଳା ଥାନା ନାବରା କଲୋନୀରେ ବାସ କରନ୍ତି ଆଲୋକ!-->…
ଆକ୍ସନ ମୁଡ୍ରେ ବିଏମସି; ମାସକରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ୍
ଭୁବନେଶ୍ବର : ଭୁବନେଶ୍ୱର ସ୍ଥିତ ୟୁନିଟ୍-୩ ମସଜିଦ୍ କଲୋନୀରେ ଡ୍ରେନ ପାଣିରେ ଭାସି ଜଣେ ନାବାଳକର ମୃତ୍ୟୁ ପରେ ଆକ୍ସନ ମୁଡ୍କୁ ଆସିଛି ଭୁବନେଶ୍ୱର ମହାନଗର ନିଗମ( ବିଏମସି)। ରାଜଧାନୀରେ ଥିବା ମୁକୁଳା ଡ୍ରେନ ଉପରେ ମାସକ ଭିତରେ ସ୍ଲାବ ପଡ଼ିବ ବୋଲି ସୂଚନା ଦେଇଛନ୍ତି ବିଏମସି କମିଶନର!-->…
ବନ୍ଦ ରହିବ ମହାପ୍ରଭୁଙ୍କ ନବଯୌବନ ଦର୍ଶନ
ପୁରୀ : ନୀତିକାନ୍ତି ଶୃଙ୍ଖଳିତ କରିବା ପାଇଁ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁମାନେ ପ୍ରବେଶ କରିପାରିବେ ନାହିଁ। ପହଣ୍ଡି ଟିକେଟ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସମୟ କମ୍ ଥିବାରୁ ଭିଡ଼ ନିୟନ୍ତ୍ରଣ ପାଇଁ ଶ୍ରୀମନ୍ଦିର ପରିଚାଳନା କମିଟିରେ ଆଜି!-->…
ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି
ଭୁବନେଶ୍ବର : ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନୂଆ ପରିକଳ୍ପନା। ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି। ଦ୍ୱୈତ ନଗରୀ କଟକ-ଭୁବନେଶ୍ୱର ସହ ଯୋଡ଼ି ହେବ ପୁରୀ। ବଢ଼ିବ ସହରର ଆକାର। ଏହା ଦ୍ୱାରା ଗମନାଗମନ ସୁବିଧା ସହ ଅର୍ଥନୈତିକ ଅଭିବୃଦ୍ଧି ହେବ। ଆଜି ବିଭାଗ ପକ୍ଷରୁ ଆୟୋଜିତ ସମୀକ୍ଷା!-->…
ମନୋଜ ଆହୁଜା ପରବର୍ତ୍ତୀ ମୁଖ୍ୟ ସଚିବ, ପ୍ରଶାସନିକ ନବକଳେବର ଖୁବଶୀଘ୍ର !
ଭୁବନେଶ୍ବର : ୧୯୯୦ ବ୍ୟାଚ୍ ଆଇଏଏସ୍ ମନୋଜ ଆହୁଜା ରାଜ୍ୟର ପରବର୍ତ୍ତୀ ମୁଖ୍ୟ ସଚିବ ହୋଇପାରନ୍ତି । ଆଜି କେନ୍ଦ୍ର ସରକାର ତାଙ୍କୁ ନିଜ ଗୃହ କ୍ୟାଡ଼ର ଓଡ଼ିଶାକୁ ଫେରାଇ ଦେବାପରେ ଏଭଳି ସମ୍ଭାବନା ସୃଷ୍ଟି ହୋଇଛି । ରାଜ୍ୟର ପ୍ରଥମ ବିଜେପି ସରକାର ଶ୍ରୀ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ!-->…
ସୀମାନ୍ତ ପୁଲିସ ଗୁଳିରେ ଜଣେ ନକ୍ସଲ ନିହତ ହୋଇଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ…
ମାଲକାନଗିରି : ସୀମାନ୍ତ ଛତିଶଗଡର ଧମତରୀ ଜିଲ୍ଲାରେ ପୁଲିସ ଗୁଳି ରେ ଜଣେ ନକ୍ସଲ ନିହତ ହୋଇଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି। ସୂଚନା ଅନୁଯାୟୀ ଛତିଶଗଡ଼ ର ଧମତରୀ ଜିଲ୍ଲାର ଆମଝର ଜଙ୍ଗଲରେ ତଲାସୀ ଅଭିଯାନ ବେଳେ ଜଙ୍ଗଲରେ ଏକ ମାଓ କ୍ୟମ୍ପକୁ ଯବାନ ମାନେ ଦେଖିଥିଲେ!-->!-->!-->…
ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ୧ଟା ୧୦ରେ ପହଣ୍ଡି, ୫ଟାରେ ରଥଟଣା
ପୁରୀ: ରଥାଯାତ୍ରା ପାଇଁ ଶେଷ ହୋଇଛି ନୀତି ସବକମିଟି ଓ ଛତିଶାନିଯୋଗର ଯୁଗ୍ମ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରଥଯାତ୍ରାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି । ଜୁଲାଇ ୭ ତାରିଖରେ ଅନୁଷ୍ଠିତ ରଥଯାତ୍ରାରେ ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ନୀତିନିର୍ଘଣ୍ଟ!-->…
ଜନ୍ମମାଟି ରାଇକଳାକୁ ଯାଇ ମା’ ଙ୍କ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ
ଗତକାଲିଠାରୁ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ତାଙ୍କ ଜନ୍ମମାଟି ରାଇକଳାକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀ ହେବା ପରେ ସେ ପ୍ରଥମ ଥର ପାଇଁ ନିଜ ଗାଁକୁ ଯାଇଥିଲେ। ଗାଁରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ!-->…
ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବିଜେପି
ଭୁବନେଶ୍ବର: ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବିଜେପି। ଏହି ଦିନ ସାରା ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ ଇନ୍ଦିରା ଗାନ୍ଧୀ। ଏହା ସହ ଦଳ ଅଭିଯୋଗ କରିଛି ଗଣତନ୍ତ୍ର ଏବଂ ଭାରତର ସମ୍ବିଧାନ କଂଗ୍ରେସ ସମୟରେ ସର୍ବାଧିକ କ୍ଷତିଗ୍ରସ୍ତ ଏବଂ ଅପମାନିତ ହୋଇଛି। ଜୁନ ୨୫ରେ!-->…