Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବ୍ଲକ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ଜଳିଗଲା ଗୁରୁତ୍ବପୂର୍ଣ୍ଣ ଫାଇଲ
ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜ ପତ୍ର । ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ ।
ଖବର ମୁତାବକ, ହରଭଙ୍ଗା ବ୍ଲକ କାର୍ଯ୍ୟାଳୟର ବିପିସି ବିଭାଗରେ କୌଣସି କାରଣରୁ ନିଆଁ!-->!-->!-->…
ଭାରତର ବିଭିନ୍ନ ତୀର୍ଥକ୍ଷେତ୍ରକୁ ଓଡିଶାରୁ ଗଡିବ ବସ
ଭୁବନେଶ୍ୱର: ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍ । କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ଏଥିସହିତ ବଦଳିପାରେ ଲକ୍ଷ୍ମୀ ବସର ନାଁ । ଓଡିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା!-->…
ଆସନ୍ତା ୨୬ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ବଢ଼ିବ ବର୍ଷାର ପରିମାଣ
ଭୁବନେଶ୍ବର: ବଙ୍ଗୋପସାଗରରେ ଆସନ୍ତା ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ୨୬ ରୁ ବର୍ଷାର ପରିମାଣ ବଢିବ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ।
ପାଣିପାଗ ବିଭାଗର ସୂଚନା ମୁତାବକ, ଘୂର୍ଣ୍ଣିବଳୟ ଯୋଗୁଁ!-->!-->!-->…
ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ୱର: ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ବିଜେପିର ସଂକଳ୍ପପତ୍ର ଅନୁଯାୟୀ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ। ମୁଖ୍ୟମନ୍ତ୍ରୀ ବି ଏହାଉପରେ!-->…
ଡିପଥେରିଆ-ଜଣ୍ଡିସ ରୋକିବା ପାଇଁ ଅତିରିକ୍ତ ସ୍ୱାସ୍ଥ୍ୟ ସୁବିଧା ଯୋଗାଇ ଦିଆଯିବ: ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ମାଡିଲାଣି ଡିପଥେରିଆ, ଜଣ୍ଡିସ ଓ ଜାପାନିଜ ଏନସେଫାଲାଇଟିସ ରୋଗ । ଯାହାକି ଚିନ୍ତାର ବିଷୟ ପାଲଟିଛି। ରାଜ୍ୟର ଅନେକ ଜିଲ୍ଲାରେ ଏହି ରୋଗ ମାଡିଥିବା ବେଳେ ଅନେକଙ୍କ ଜୀବନ ଗଲାଣି । ଫଳରେ ଶିଶୁଙ୍କ ସ୍ବାସ୍ଥ୍ୟ ସୁରକ୍ଷା ନେଇ ସ୍ବାସ୍ଥ୍ୟ ବିଭା ଏବେ ଚିନ୍ତାରେ ପଡିଛି।!-->…
ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ସାଂସଦଙ୍କ ବୈଠକ, ରାଜ୍ୟସଭାରେ ଓଡ଼ିଶାର ସ୍ବାର୍ଥ ପାଇଁ ଲଢେଇ ଜାରି ରହିବ
ଭୁବନେଶ୍ୱର : ଓଡ଼ିଶାର ସ୍ବାର୍ଥ ପାଇଁ ଲଢେଇ ଜାରି ରହିବ । ଓଡ଼ିଶା ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଗୃହରେ ଉଠାଇବୁ । ଓଡ଼ିଶାର ସ୍ବାର୍ଥକୁ ଅଣଦେଖା କଲେ ସ୍ବର ଉତ୍ତୋଳନ କରିବୁ । ରାଜ୍ୟସଭାରେ ପ୍ରତିଟି ପ୍ରସଙ୍ଗକୁ ଶାଣିତ ଭାବେ ଉଠାଇବ ବିଜେଡି । ନବୀନ ନିବାସରେ ବିଜେଡି ବିଜେଡି!-->…
‘ଶ୍ରୀମନ୍ଦିର ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ, ଆରମ୍ଭ ହୋଇଛି ପ୍ରକ୍ରିୟା’
ଭୁବନେଶ୍ବର: ଖୁବଶୀଘ୍ର ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲାଯାଇ ଗଣତି ମଣତି କରାଯିବ । ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା ଆରମ୍ଭ ହୋଇଯାଇଛି ବୋଲି କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।
ତେବେ ଏହାକୁ କେଉଁ ଦିନ ଖୋଲାଯିବ ସେନେଇ ବିଭାଗ ପକ୍ଷରୁ ଜଣାଇ ଦିଆଯିବ । ରତ୍ନଭଣ୍ଡାରରେ!-->!-->!-->…
ବାଲେଶ୍ଵର ସହରରେ ସୁଧୁରୁଛି ସ୍ଥିତି, ମିଳିଲା ମୋବାଇଲ-ଇଣ୍ଟରନେଟ୍ ସେବା
ବାଲେଶ୍ଵର : ବାଲେଶ୍ଵର ସହରରେ ଧୀରେ ଧୀରେ ସ୍ବାଭାବିକ ହେଉଛି ସ୍ଥିତି । ୮ ଦିନ ପରେ ସହରରେ ସହରରେ ମିଳିଲା ମୋବାଇଲ ଇଣ୍ଟରନେଟ୍ ସେବା । ସେପଟେ ସକାଳୁଆ ସ୍କୁଲ, କଲେଜ ଓ ଅଙ୍ଗନବାଡି କେନ୍ଦ୍ର ଆଜି ଖୋଲିଛି । ଆଜି ମଧ୍ୟରାତ୍ର ଯାଏ କର୍ଫ୍ୟୁ ବଳବତ୍ତର ରହିଛି । କର୍ଫ୍ୟୁ କଟକଣା ବି!-->…
ନାରାୟଣପାଟଣାରେ କୌଣସି ଅଜଣା ରୋଗ ନୁହେଁ ତାହା ହାଡ଼ଫୁଟି, କୌଣସି ମୃତ୍ୟୁ ନାହିଁ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର: କୋରାପୁଟ ଜିଲ୍ଲା ନାରାୟଣପାଟଣାରେ କୌଣସି ଅଜଣା ରୋଗ ନୁହେଁ ବରଂ ଯାହା ଫଟୋ ଆସିଛି, ତାହା ହାଡ଼ଫୁଟି ବା ପାଣି ବସନ୍ତ ହୋଇଛି। ଏଠାରେ କୌଣସି ମୃତ୍ୟୁ ହୋଇନାହିଁ। ଏପରି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର।
ଗତକିଛି ଦିନ ହେବ ରାଜ୍ୟରେ!-->!-->!-->…
୫-ଟି ସ୍କୁଲରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ: ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଭୁବନେଶ୍ୱର: ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ଆକ୍ସନ ମୁଡରେ ବିଭିନ୍ନ ବିଭାଗୀୟ ମନ୍ତ୍ରୀ। ବର୍ତ୍ତମାନ ଗଣଶିକ୍ଷା ମନ୍ତ୍ରୀ ୫-ଟି ଅଧୀନରେ ଥିବା ରାଜ୍ୟର ବହୁ ସ୍କୁଲରେ ହୋଇଥିବା ରୂପାନ୍ତରଣ କାର୍ଯ୍ୟରେ ଦୁର୍ନୀତି ହୋଇଛି ନା ନାହିଁ ତାହାର ତଦନ୍ତ କରିବାକୁ କହିଛନ୍ତି। ରାଜ୍ୟ ବିଦ୍ୟାଳୟ!-->…