Browsing Category

ଓଡିଶା

ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ: ସାପ ଧରାଳିଙ୍କ ମୃତ୍ୟୁ

ବୀରମହାରାଜପୁର: ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ । ବିଷଧର ନାଗ ସାପ କାମୁଡାରେ ସାପ ଧରାଳିଙ୍କ ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ପରିସରରେ ଘଟିଛି ଅଘଟଣ । ସୁଚନା ଅନୁସାରେ ଚମ୍ପାମଳ ଗାଁର ଜଣଙ୍କ ଘରୁ ଏକ ନାଗ ସାପ ବାହାରିଥିବାବେଳେ ସାପ ଧରିବା ପାଇଁ

ଢେଙ୍କାନାଳ ଷ୍ଟିଲ୍‌ ପ୍ଲାଣ୍ଟରେ ଅଘଟଣ: ଘଟଣାସ୍ଥଳରେ ୨ ମୃତ, ୭ ଗୁରୁତର

ଢେଙ୍କାନାଳ: ଝାଡ଼ବନ୍ଧଠାରେ ଥିବା ଢେଙ୍କାନାଳ ଷ୍ଟିଲ୍‌ ପ୍ଲାଣ୍ଟରେ ଅଘଟଣ। ମେକାନିକାଲ ଷ୍ଟ୍ରକଚର୍‌ ବା ଯାନ୍ତ୍ରିକ ଢାଞ୍ଚା ଭୁଶୁଡ଼ି ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ହୋଇଥିବା ସୂଚନା ରହିଛି। କାରଖାନାରେ ଥିବା ମେକାନିକାଲ ଷ୍ଟ୍ରକଚର ଭୁଶୁଡ଼ି ପଡ଼ିବାରୁ

ଏଆଇସିସି ଅଧ୍ୟକ୍ଷ ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ ଓ କୋରାପୁଟ ସାଂସଦ

ଭୁବନେଶ୍ୱର: ରାଜ୍ୟରେ ନୂଆ ସରକାର ଆରମ୍ଭ ହୋଇଥିବା ବେଳେ ବିଧାୟକ ଦଳ ନେତା କିଏ ହେବ ସେନେଇ ଚାଲିଛି ଜୋରଦାର ଚର୍ଚ୍ଚା। ଏହାରି ଭିତରେ ଏଆଇସିସି ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ। କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ ନେତୃତ୍ୱରେ ଖଡ଼ଗେଙ୍କୁ ଭେଟିଛନ୍ତି ଏହି

ଆସନ୍ତାକାଲିଠୁ ସ୍ୱାଭାବିକ୍‌ ହେବ ସ୍କୁଲ୍‌

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ସ୍ଵାଭାବିକ ହେବ ସ୍କୁଲ୍ । ରାଜ୍ୟରେ ପାଗ ଅନୁକୂଳ ରହିଥିବାରୁ ସମସ୍ତ ସ୍କୁଲ ସ୍ୱାଭାବିକ୍‌ ହେବା ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ଗତ ଗୁରୁବାର ସରକାରଙ୍କ ତରଫରୁ ପ୍ରକାଶ ପାଇଥିଲା ଚିଠି । ଏହା ସହ ଗଣିତ ଶିକ୍ଷାକୁ ନେଇ ବ୍ଲକ ସ୍ତରୀୟ ଦିଆଯିବ

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ୨୬ ତାରିଖରୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ବର: ରାଜ୍ୟର ୩୦ଟି ଜିଲ୍ଲାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ମୌସୁମୀ ବାୟୁ ପ୍ରଭାବରେ ଆଜି ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ସ୍ୱାଭାବିକ

କାଳି ମାଡ଼ ପ୍ରସଙ୍ଗରେ ଛଅ ବର୍ଷ ପାଇଁ ବହିଷ୍କାର ହେଲେ ୫ କଂଗ୍ରେସ କର୍ମକର୍ତ୍ତା

ଭୁବନେଶ୍ୱର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଦଳର ୫ ଜଣ ନେତାଙ୍କୁ ଛଅ ବର୍ଷ ପାଇଁ କଂଗ୍ରେସରୁ ବହିଷ୍କୃତ କରାଯାଇଛି । ବହିଷ୍କୃତ କଂଗ୍ରେସ ନେତାମାନେ ହେଲେ ପିସିସି ସାଧାରଣ ସଂପାଦକ ପ୍ରକାଶ ମିଶ୍ର, ମହିଳା କଂଗ୍ରେସର ସାଧାରଣ ସଂପାଦକ

ଜିଦରୁ ଓହରିଲେ ଘରୋଇ ବସ ସଂଘ, ସ୍ବାଭାବିକ ହେବ ବାରିପଦାରେ ବସ୍ ଚଳାଚଳ

ବାରିପଦା: ଜିଦରୁ ଓହରିଲେ ଘରୋଇ ବସ ସଂଘ । ୩ ଦିନ ଧରି ବାରିପଦାରେ ବସ ଚଳାଚଳ ବନ୍ଦ ରହିଥିବା ବେଳେ ଆଜି ସନ୍ଧ୍ୟାରୁ ହେବ ସ୍ବାଭାବିକ । ଘରୋଇ ବସ ଚଳାଚଳକୁ ନେଇ ଶୁକ୍ରବାର ରାତିରେ ବାରିପଦା ବସଷ୍ଟାଣ୍ଡରେ ସୃଷ୍ଟି ହୋଇଥିବା ଉତ୍ତେଜନା ଯୋଗୁଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ

୧୦୦ ଦିନ ମଧ୍ୟରେ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା, ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କା

ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ବୟାନ୍‌ । ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ନେଇ ବଡ଼ ବୟାନ୍‌ ରଖିଛନ୍ତି । ସେ କହିଛନ୍ତି,ସୁଭଦ୍ରା ଯୋଜନା କ୍ୟାବିନେଟ ମୋହର ବାଜିବା ପରେ ଡ୍ରାଫ୍ଟିଂ ଷ୍ଟେଜରେ ଅଛି । ୧୦୦ ଦିନ ମଧ୍ୟରେ ନିଶ୍ଚିତ ଭାବେ

ତାରିଣୀ ମନ୍ଦିରର ଉନ୍ନତି ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ଘଟଗାଁ ତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା’ ତାରିଣୀଙ୍କୁ ଦର୍ଶନ କରି ତାଙ୍କ ଆଶିଷ ନେବା ପରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ତାରିଣୀ ମନ୍ଦିରରେ ୫୦ କୋଟିର କାମ ଚାଲିଥିବା ବେଳେ ଆଉ ୫୦