Browsing Category

ଓଡିଶା

ପୁରୀ ବେଳାଭୂମିରେ ଅଜଣା କଣ୍ଟେନର: ମିଳିଲା ପରିଚୟ

ପୁରୀ: ପୁରୀ ବେଳାଭୂମିରେ ଠାବ ହୋଇଥିବା ଅଜଣା କଣ୍ଟେନର ର ମିଳିଲା ପରିଚୟ। ପୁରୀ ବେଳାଭୂମିରୁ ଠାବ କଣ୍ଟେନର୍ ଇଣ୍ଡୋନେସିଆ ଜାହାଜର ବୋଲି ସୂଚନା ଦେଇଛନ୍ତି ପୁରୀ ସଦର ଏସଡିପିଓ। ସେ କହିଛନ୍ତି, ଏକ ଇଣ୍ଡୋନେସିଆ କମ୍ପାନୀ ଜାହାଜରୁ ୭ଟି କଣ୍ଟେନର୍‌ ହଜିଯାଇ ଥିବା ସୂଚନା ମିଳିଛି।…

ବେଆଇନ ଗର୍ଭପାତ ନର୍ସିଙ୍ଗ ହୋମରେ ଚଢାଉ, ୯ ଗିରଫ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସଦର ଥାନା ପୋଲିସକୁ ମିଳିଛି ବଡ ସଫଳତା l ବେଆଇନ ଗର୍ଭପାତ ନର୍ସିଙ୍ଗ ହୋମ ଉପରେ ଚଢାଉ କରିଛି ପୋଲିସ l ଉକ୍ତ ମାମଲାରେ ୯ ଜଣଙ୍କୁ ଗିରଫ କରିଛି ପୋଲିସ l ତେବେ ଏହି ବେଆଇନ ଗର୍ଭପାତ ଉକ୍ତ ନର୍ସିଙ୍ଗ ହୋମର ମାଲିକ ମାମିନା ମହାପାତ୍ର ଏବଂ ତାଙ୍କ ସ୍ଵାମୀ…

ବିଜେଡି ଛାଡ଼ି ପଦ୍ମ ଧରିଲେ ସୁଜିତ କୁମାର, ରାଜ୍ୟସଭା ସାଂସଦ ପଦରୁ ଦେଇଥିଲେ ଇସ୍ତଫା

ବିଜେଡି ଛାଡ଼ି ପଦ୍ମ ଧରିଲେ ସୁଜିତ କୁମାର । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରି ମହତାବ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ଉପସ୍ଥିତିରେ ଦିଲ୍ଲୀରେ ସେ ବିଜେପିରେ ମିଶିଛନ୍ତି । ଆଜି ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ବିଜେଡି…

୨୭୪ଟି ବ୍ଲକରେ ସରିଛି ଷ୍ଟାଡିୟମ୍: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ମୋଟ୍ ୩୧୪ରୁ ୨୭୪ ବ୍ଲକରେ ଷ୍ଟାଡିୟମ୍ କାମ ଶେଷ ହୋଇଛି। ଆଜି ଗୃହରେ ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ। ଏନେଇ ମନ୍ତ୍ରୀ କହିଛନ୍ତି, ୩୦ଟି ଷ୍ଟାଡିୟମ୍ କାମ ଚାଲିଛି, ୧୦ଟିର ଆଦୌ କାମ ଆରମ୍ଭ ହୋଇନି।…

୭ ଜିଲ୍ଲାରେ ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭୁବନେଶ୍ୱର, କଟକ ସମେତ ଓଡିଶାର ୭ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଶୁକ୍ରବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା (ଭୁବନେଶ୍ୱର), ପୁରୀ, କୋରାପୁଟ ଓ ମାଲକାନଗିରି ।…

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ମୃତ

କଟକ : ଶ୍ବାସରୁଦ୍ଧ ହୋଇ ୩ ମୃତ । ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ଚାଲିଗଲା ୩ ଜୀବନ । ବାରଙ୍ଗ ଥାନା ନରଣପୁରଠାରେ ଏକ ଆପାର୍ଟମେଣ୍ଟରେ ନିର୍ମାଣ କାମ ଚାଲିଥିବାବେଳେ ଏହି ଅଘଟଣ ଘଟିଛି । ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲୁଥିବାବେଳେ ଶ୍ବାସରୁଦ୍ଧ ହୋଇପଡିଥିଲେ । ସୂଚନା…

ସୁଭଦ୍ରା ସଚେତନତା ପାଇଁ ଗଡିବ ରଥ

ଭୁବନେଶ୍ୱର: ରାଜ୍ୟରେ ସୁଭଦ୍ରା ଯୋଜନାକୁ ନେଇ ସୃଷ୍ଟି ହେଉଥିବା ବିଭିନ୍ନ ଦ୍ୱନ୍ଦ୍ଵ କରିବା ପାଇଁ ଏଣିକି ଗଡିବ ସୁଭଦ୍ରା ରଥ। ଏନେଇ ସୁଭଦ୍ରା ଯୋଜନା କାର୍ଯ୍ୟ ଅଗ୍ରଗତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଆଲୋଚନା ହୋଇଛି। ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନା…

ରେଭେନ୍ସାରେ ମଶାଲ ଶୋଭାଯାତ୍ରା ପ୍ରସଙ୍ଗ: ୩ ବିଜେଡ଼ି ନେତାଙ୍କ ନାଁରେ ମାମଲା

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ମଶାଲ ଶୋଭାଯାତ୍ରା ବେଳେ ଦୁଇ ଗୋଷ୍ଠୀ ମାଡ଼ଗୋଳ ଘଟଣାରେ ୩ ବିଜେଡ଼ି ନେତାଙ୍କ ନାଁରେ ମାମଲା। ବ୍ୟୋମକେଶ, ଲେଲିନ ଓ ବବି ଖାନଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ। ମାଲଗୋଦାମ ଥାନାରେ ମାମଲା ରୁଜୁ ହୋଇଛି। ରେଭେନ୍ସା ଛାତ୍ରଙ୍କୁ ମଶାଲ ଶୋଭାଯାତ୍ରା…

ବାର୍ଡ ଫ୍ଲୁ ଚିନ୍ତା: ସୀମାନ୍ତରେ ଅଟକିଛି ୭୦ଟି କୁକୁଡା ଓ ଅଣ୍ଡା ବୋଝେଇ ଗାଡ଼ି

ଜଳେଶ୍ବର : ସୀମାନ୍ତରେ ଅଟକିଛି ୭୦ଟି କୁକୁଡା ଓ ଅଣ୍ଡା ବୋଝେଇ ଗାଡ଼ି । ଓଡିଶା – ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ସୋନାକଣିଆ ଚେକପୋଷ୍ଟରେ ଅଟକି ରହିଛି ଗାଡି । ଆନ୍ଧ୍ର ପ୍ରଦେଶ ରୁ ଓଡିଶା ଭିତର ଦେଇ ଆସାମ ଯାଉଥିଲା କୁକୁଡା ଗାଡି । ଓଡିଶାର ବିଭିନ୍ନ ଜିଲ୍ଲାରେ ବାର୍ଡଫ୍ଲୁ ବ୍ଯାପି…

୯ରୁ ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ

କେନ୍ଦ୍ରାପଡ଼ା: ଆସନ୍ତା ୯ ତାରିଖରୁ ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହେବାକୁ ଯାଉଛି। ଭିତରକନିକା ଜାତୀୟ ଉଦ୍ୟାନରେ କେତେ ପ୍ରଜାତୀର ଓ କେତେ ସଂଖ୍ୟାରେ ଦେଶୀୟ ପକ୍ଷୀ ଅଛନ୍ତି ତାହାର ହେବ ଗଣନା। ଆସନ୍ତା ୯ ତାରିଖରୁ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ। ୫…