Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଲେ ମୁଖ୍ୟମନ୍ତ୍ରୀ | ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ଅଧ୍ୟକ୍ଷମାନଙ୍କ ଯୋଗୁଁ ନିଗମଗୁଡ଼ିକର ପରିଚାଳନାରେ କୌଣସି!-->…
ସୀମାନ୍ତ ରେ ୯ଜଣ ମାଓବାଦୀ ଗିରଫ…
ମାଲକାନଗିରି ୨୨/୦୬ ଛତିଶଗଡର ବିଜାପୁର ଜିଲ୍ଲାରେ ୯ ଜଣ ମାଓବାଦୀ ଗିରଫ ହୋଇଛନ୍ତି l ସୂଚନା ଅନୁଯାଇ ବିଜାପୁର ଜିଲ୍ଲାର ବିଭିନ୍ନ ଥାନା ଅଂଚଳରୁ ମାଓ ସଂଗଠନ ସକ୍ରିୟ ରହି କାର୍ଯ୍ୟ କରୁଥିବା ୯ ଜଣଙ୍କୁ ପୁଲିସ ଏବଂ ସୁରକ୍ଷାକର୍ମୀ ବିଶେଷ ସୂତ୍ରରୁ ଖବର ପାଇ ଗିରଫ କରିବାରେ ସଫଳ!-->!-->!-->…
କନ୍ଧମାଳ ର ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର,: ଜନସାଧାରଣ ଭୟଭୀତ…
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସୁମେରବନ୍ଧ ଏବଂ ଗୋଛାପଡା ଥାନା ଅଧୀନ କ୍ରାଣ୍ଡିବାଲି, ପକାରୀ ସହ ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ପଡ଼ିଥିବା ଦେଖିବାକୁ ମିଳିଛି। କିଛି ଦିନର ନୀରବତା ପରେ ମାଓବାଦୀ ସଂଗଠନ ଏହି ଅଞ୍ଚଳରେ ପୁଣି ଥରେ ପୋଷ୍ଟର ମାରି ନିଜର!-->…
ହାଇକୋର୍ଟ ଗଲେ ବିଜେପି ନେତା ଦିଲ୍ଲୀପ ରାୟ
କଟକ: ହାଇକୋର୍ଟ ଗଲେ ବରିଷ୍ଠ ବିଜେପି ନେତା ଦିଲ୍ଲୀପ ରାୟ । ରାଉରକେଲା ବିଜେଡି ବିଧାୟକ ଶାରଦା ପ୍ରସାଦ ନାୟକଙ୍କ ବିରୋଧରେ ଦାୟର କଲେ ନିର୍ବାଚନୀ ମାମଲା । ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପ କୋର୍ଟରେ ଦାବି କରିଛନ୍ତି ।
ଶାରଦା ନିଜ ନାମାଙ୍କନ ପତ୍ରରେ ଭୁଲ୍ ଓ!-->!-->!-->…
ଲାଞ୍ଚନେଇ ଧରାପଡିଲେ ଆରଆଇ ଓ ଏଆରଆଇ
ସୁବର୍ଣ୍ଣପୁର : ଲାଞ୍ଚ ନେବା ହେଲା କାଳ l ଲାଞ୍ଚନେଇ ଧରାପଡିଲେ ଆରଆଇ ଓ ଏଆରଆଇ l ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ଖଣ୍ଡହତା ସର୍କଲର ଆରଆଇ ରାଜେନ୍ଦ୍ର ମିଶ୍ର ଏବଂ ଏଆରଆଇ ପଞ୍ଚାନନ ଡାଙ୍ଗ ଆଜି ଲାଞ୍ଚନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି l
ସଂଗ୍ରାମପୁର!-->!-->!-->…
ଦୀପାଳିଙ୍କ ଆବେଦନ ଗ୍ରହଣ କଲେ ଇସି, ୧୩ଟି ମତଦାନ କେନ୍ଦ୍ରର ଭୋଟ୍ ଯାଞ୍ଚ ହେବ
ଭୁବନେଶ୍ୱର: ଝାରସୁଗୁଡାର ବିଧାନସଭା ଅଧୀନରେ ହୋଇଥିବା ଭୋଟିଂ ମେସିନର ପୁନଃ ଯାଂଚ ହେବ। ଝାରସୁଗୁଡ଼ାର ବିଜେଡି ବିଧାୟକ ପ୍ରାର୍ଥୀ ଦୀପାଲି ଦାସ ଏ ନେଇ କରିଥିବା ଆବେଦନକୁ ନିର୍ବାଚନ କମିଶନ ଗ୍ରହଣ କରିଛନ୍ତି।
ଝାରସୁଗୁଡ଼ାରୁ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ଠାରୁ ୧୩୩୩ ଖଣ୍ଡ!-->!-->!-->…
ରାଜ୍ୟର ୨୪ ଜିଲ୍ଲାକୁ ଛୁଇଁଲା ମୌସୁମୀ
ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ୨୪ ଜିଲ୍ଲାକୁ ଛୁଇଁଛି। ଗ୍ରୀଷ୍ମ ଲହରିରେ ବ୍ରେକ୍ ଲାଗିଛି। ଲୋକଙ୍କୁ ଆଶ୍ବସ୍ତି ମିଳିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଦିନେ!-->…
ଆଉ ୩ ବର୍ଷ ବୃଦ୍ଧି ହେବ ଭାରତୀୟ ହକିର ସ୍ପନସରସିପ୍
ଭୁବନେଶ୍ବର: ହକି ପାଇଁ ଓଡ଼ିଶାକୁ ବିଶ୍ଵରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି ବୋଲି ରାଜ୍ୟ ଅତିଥି ଭବନ ଠାରେ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଶ୍ରୀ ଭୋଳାନାଥ ସିଂଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରି!-->…
ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ବ୍ୟାପକ ପ୍ରସ୍ତୁତି: ମୁତୟନ ରହିବେ ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୁଲିସ ଫୋର୍ସ
ପୁରୀ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ ୪ ଜଣ ଏସପି ରାଙ୍କ୍ ର ଅଫିସର,୧୨!-->…
ପୁଣି ଡରାଇଲାଣି ଜାପାନିଜ୍ ଏନସେଫାଲାଇଟିସ୍, ଅନୁଗୁଳରୁ ୪ ଆକ୍ରାନ୍ତ ଚିହ୍ନଟ
ଅନୁଗୁଳ: ଓଡ଼ିଶାରେ ପୁଣି ଜାପାନିଜ୍ ଏନ୍ସେଫାଲିଟିସ୍ (ଜେଇ) ଆତଙ୍କ ଦେଖା ଦେଇଛି । ଏହି ଜେଇ ରୋଗରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ପୀଡ଼ିତ ଥିବା ଜଣାପଡ଼ିଛି । ଏ ନେଇ ସ୍ବାସ୍ଥ୍ୟ ବିଭାଗ ତନାଘନା ଆରମ୍ଭ କରିଛି । ଅନୁଗୁଳରେ କେଉଁ ପରିସ୍ଥିତିରେ ଜେଇ ବ୍ୟାପିଲା ଓ ଏହାର ପ୍ରକୃତ କାରଣ କ’ଣ!-->…