Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼
ଭୁବନେଶ୍ବର: କେତେକ ଅସନ୍ତୁଷ୍ଟ କର୍ମୀ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ କରିଥିବା ଜଣାଯାଇଛି। ସେମାନେ ମୁହଁରେ ମୁଖା ପିନ୍ଧି ଆସି କାଳିମାଡ଼ କରିଥିବା ଭିଡିଓରେ ଦେଖିବାକୁ ମିଳିଛି। ଯୁବକମାନେ କାଳିମାଡ଼ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରାବାଜି!-->…
କଲେଜ ଛାତରୁ ପଡି ଅଧ୍ୟାପିକା ମୃତ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଅଘଟଣ । କଲେଜ ଛାତରୁ ପଡ଼ି କନିଷ୍ଠ ଅଧ୍ୟାପିକାଙ୍କ ମୃତ୍ୟୁ ଘଟିଛି । ମୃତ ଅଧ୍ୟାପିକା ଜଣଙ୍କ ହେଲେ ବର୍ଷା ମିଶ୍ର । ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିରେ କମ୍ପ୍ୟୁଟର ସାଇନସ୍ ବିଭାଗର!-->…
ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ
ସମ୍ବଲପୁର : ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ ପଡ଼ିଛନ୍ତି । ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ୫୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ଗତ କାଲି ପର୍ଯ୍ୟନ୍ତ ଏହି ସଂଖ୍ୟା ୪୯ ରହିଥିଲା ।!-->…
ରାୟଗଡ଼ା ନୁହେଁ କଳାହାଣ୍ଡି ହେଉଛି ଡିପ୍ଥେରିଆ ସଂକ୍ରମଣର ଉତ୍ସ
ଭୁବନେଶ୍ବର: ଡିପ୍ଥେରିଆ ସଂକ୍ରମଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶିକାଙ୍କ ସୂଚନା । ‘ରାୟଗଡ଼ା ନୁହେଁ କଳାହାଣ୍ଡି ହେଉଛି ଡିପ୍ଥେରିଆ ସଂକ୍ରମଣର ଉତ୍ସ’ । କଳାହାଣ୍ଡି ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳରୁ ସଂକ୍ରମଣ ବ୍ୟାପିଥିବା କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶିକା ।
ସୂଚନା!-->!-->!-->…
ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ
ଭୁବନେଶ୍ୱର : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ । ଭୁବନେଶ୍ବର ତମାଣ୍ଡୋରେ ଏକ ଘରୋଇ କଲେଜ ନିକଟରେ ହତ୍ୟାକାଣ୍ଡ ହୋଇଛି । ରାସ୍ତା କଡ଼ରୁ ରକ୍ତାକ୍ତ ମୃତଦେହ ଉଦ୍ଧାର କଲା ପୋଲିସ । ମୃତ ଘର ମାଲିକ ସୁଶାନ୍ତ ଶତପଥୀ । ପୋଲିସ!-->…
ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ!-->…
ଟଙ୍କା ପାଇଁ ମହିଳା ନିଜେ ରଚିଥିଲେ ନିଜ ଅପହରଣର କାହାଣୀ
ଭୁବନେଶ୍ୱର: ଭୁବନେଶ୍ବରରୁ ମହିଳାଙ୍କୁ ଅପହରଣ ମାମଲାର ପର୍ଦ୍ଦାଫାସ୍ କରିଛି ପୋଲିସ । ଟଙ୍କା ପାଇଁ ନିଜ ଅପହରଣର ନାଟକ ରଚିଥିଲେ ମହିଳା। ଭାଇଠାରୁ ୧ କୋଟି ଟଙ୍କା ଝଡ଼େଇବାକୁ କରାଯାଇଥିଲା ଅପହରଣର ନାଟକ । ଏହି ଅପହରଣ ନାଟକରେ ସଂପୃକ୍ତ ମହିଳାଙ୍କ ସହ ତାଙ୍କ ବନ୍ଧୁ ମଧ୍ୟ ସାମିଲ ଥିଲେ ।!-->…
ଯୋଗ ଦିବସରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ‘ପ୍ରତି ପଞ୍ଚାୟତରେ ଖୋଲିବ ଆରୋଗ୍ୟମ୍ ସେଣ୍ଟର’
ଭୁବନେଶ୍ୱର: ଆଜି ସମଗ୍ର ବିଶ୍ବରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ରାଜ୍ୟର ବଲାଙ୍ଗୀର ଜିଲ୍ଲାର ଗାନ୍ଧୀ ଷ୍ଟାଡିୟମ ଠାରେ ମଧ୍ୟ ଯୋଗ ଦିବସ ପାଳନ ହୋଇଛି । ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗଦେଇ ବଡ!-->…
ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ବର: ବ୍ୟସ୍ତବହୁଳ ଜୀବନରେ ଯୋଗ କରିବା ଜରୁରୀ। ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଆଜି କଳିଙ୍ଗ ଷ୍ଡାଡିଅମ୍ ପରିସରରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏକଥା କହିଛନ୍ତି। ଏଥର ଯୋଗ!-->…
ପ୍ରଥମେ ଭୋଗ ପରିତ୍ୟାଗ ହେଉ !
ହରିହର ତ୍ରିପାଠୀ
ପାଳିତ ହେଉଛି ଦଶମ ଅନ୍ତର୍ଜାତୀୟ ଯୋଗଦିବସ । ୨୦୧୫ ମସିହାରେ ପାଳିତ ହୋଇଥିଲା ପ୍ରଥମ ଯୋଗ ଦିବସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଯେତେବେଳେ ଜୁନ୍ ୨୧କୁ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସଭାବେ ପାଳନ କରିବାକୁ ପ୍ରସ୍ତାବ ଦିଆଗଲା ସେତେବେଳେ ଏହି!-->!-->!-->!-->!-->!-->!-->…