Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବଜ୍ରାଘାତରେ ୩ ନାବାଳକ ଓ ଜଣେ ନାବାଳିକା ମୃତ
ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବଜ୍ରାଘାତରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩ ଜଣ ନାବାଳକ ଥିବା ବେଳେ ଜଣେ ନାବାଳିକା ଅଛନ୍ତି।ନବରଙ୍ଗପୁର, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ ଜିଲ୍ଲାରେ ଘଟିଛି ଏହି ଘଟଣା।ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଚନ୍ଦାହାଣ୍ଡିରେ!-->…
‘ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍, ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ’
ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରରେ ଖୋଲିବ ଚାଉଳ ATM। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍। ହିତାଧିକାରୀଙ୍କୁ କାର୍ଡ ଦିଆଯିବ। ସେମାନେ ମେସିନ୍ରେ କାର୍ଡ!-->…
ଭର୍ତ୍ତୃହରି ମହତାବ କାମଚଳା ବାଚସ୍ପତି ନିଯୁକ୍ତ
ନୂଆଦିଲ୍ଲୀ/ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକ ଲୋକସଭା ନିର୍ବାଚନ ମଣ୍ଡଳୀରୁ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ବାଚସ୍ପତି ନିଯୁକ୍ତ କରିଛନ୍ତି। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବିରେ ନିଯୁକ୍ତ କରାଯାଇଛି। ସେହିପରି ଲୋକସଭା ସଦସ୍ୟ କେ ସୁରେଶ, ଟି ଆର!-->…
ମାଲକାନଗିରି ପୋଲିସ ନିକଟରେ ତିନଜଜଣ ମିଲିସିଆ ଆତ୍ମସମର୍ପଣ…
ମାଲକାନଗିରି : ତା ୨୦/୦୬ ମାଲକାନଗିରି ଏସପିଙ୍କ ନିକଟରେ ଆଜି ତିନି ଜଣ ମିଲିସିଆ ଆତ୍ମସମର୍ପଣ କରିଛନ୍ତି । ଏମାନେ ସମସ୍ତେ ହେଉଛନ୍ତି ଛତିଶଗଡ ଦକ୍ଷିଣ ବସ୍ତର ମାଓ ସଂଗଠନର ମେମ୍ବର ବୋଲି ଜଣାପଡିଛି। ଛତିଶଗଡରେ ଏବେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଯୋରଦାର ଅପରେସନ କରାଯାଇଥିବା ବେଳେ!-->!-->!-->…
ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇନି : ଆଇନ ମନ୍ତ୍ରୀ
ଭୁବନେଶ୍ବର: ମହାପ୍ରଭୁଙ୍କ ରତ୍ନଭଣ୍ଡାର ସଂପର୍କରେ ଜାଣିବା ପାଇଁ ଓଡ଼ିଶାବାସୀ ଓ ଭକ୍ତମାନେ ବହୁଦିନରୁ ଅପେକ୍ଷା କରିଛନ୍ତି। ରତ୍ନଭଣ୍ତାର ଆସନ୍ତା ୮ ତାରିଖରେ ଖୋଲାଯିବ ବୋଲି ମଧ୍ୟାହ୍ନ ସମୟରେ ଏଏସ୍ଆଇର ଜଣେ ଅଧିକାରୀ କହିଥିଲେ। ଏହାକୁ ନେଇ ପୂରା ରାଜ୍ୟରେ ରତ୍ନଭଣ୍ଡାରକୁ ନେଇ!-->…
ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣା; ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ
ବାଲେଶ୍ୱର: ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣାକୁ ନେଇ ଦୁଇ ଦିନ ହେବ ପୂରା ସହରରେ କର୍ଫ୍ୟୁ ଲାଗିଥିବାବେଳେ ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି । ଆସନ୍ତାକାଲି ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟାନ୍ତ କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା!-->…
ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା, ପ୍ରସନ୍ନ ଆଚାର୍ଯ୍ୟ ଉପନେତା
ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ହେବେ। ଆଜି ବିଜେଡି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବିଧାୟକ ଦଳ ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳିରୁ ବିଧାୟକ ନବୀନ ପଟ୍ଟନାୟକ ବିଜେଡି ବିଧାୟକ ଦଳ ବୈଠକରେ ନେତା ନିର୍ବାଚିତ ହୋଇଛନ୍ତି।!-->…
ବାଲେଶ୍ବର ହିଂସା ଘଟଣା: ଗଣ୍ଡଗୋଳକାରୀଙ୍କ ଗିରଫ ସଂଖ୍ୟା ୬୩କୁ ବୃଦ୍ଧି
ବାଲେଶ୍ବର : ବାଲେଶ୍ବର ହିଂସା ଘଟଣାରେ ଗିରଫ ସଂଖ୍ୟା ୬୩କୁ ବୃଦ୍ଧି । ସିସିଟିଭି ଆଧାରରେ ଗଣ୍ଡଗୋଳକାରୀଙ୍କୁ କରାଯାଉଛି ଚିହ୍ନଟ । ପୋଲିସ ସହଯୋଗରେ ଜରୁରୀ ସେବା ଜାରି ରହିଛି । ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ବର୍ତ୍ତମାନ ସୁଦ୍ଧା କର୍ଫ୍ୟୁ ବଳବତ୍ତର ରହିଥିବା କହିଛନ୍ତି!-->…
ଦଳର ସାଂଗଠନିକ ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପ୍ରଥମ ଥର ରାଜ୍ୟ କାର୍ଯ୍ୟାଳୟ ଗସ୍ତ କରିଛନ୍ତି ମୋହନ ମାଝୀ । ଦଳର ସାଂଗଠନିକ ବୈଠକରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ ମାନେ!-->…
୨୦ ଯାଏଁ ପ୍ରବଳ ବର୍ଷା; ୨୪ଘଣ୍ଟା ମଧ୍ୟରେ ୧୫ ଜିଲ୍ଲା ପାଇଁ ସତର୍କ ଘଣ୍ଟି
ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ମଧ୍ୟରେ ଆସିଛି ଆଶ୍ବସ୍ତି କଲାପରି ଖବର । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଫଳରେ ରାଜ୍ୟରେ ଆଜିଠୁ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାତି କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ!-->…