Browsing Category

ଓଡିଶା

ଓଡ଼ିଆ ନାମଫଳକ ପ୍ରଦର୍ଶନ ପାଇଁ ସଚେତନତା ପଦଯାତ୍ରା ଅନୁଷ୍ଠିତ

ଭୁବନେଶ୍ୱର: ୧ ଏପ୍ରିଲ ‘ଓଡ଼ିଶା ଦିବସ’ ରୁ ୧୪ ଏପ୍ରିଲ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ସାରା ରାଜ୍ୟରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳନ କରାଯାଉଛି। ଏହି ଅବସରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକରେ ଓଡ଼ିଆ ଭାଷାରେ ସ୍ପଷ୍ଟ ଭାବେ

ପିଲାଙ୍କୁ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଚଳିତ ମାସ ୧ ତାରିଖ ଠାରୁ ରାଜ୍ୟରେ ଓଡ଼ିଆ ପକ୍ଷ ଜାରି ଥିଲା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଛୋଟଛୋଟ ପିଲାମାନଙ୍କୁ ଖଡ଼ି ଛୁଆଁଇଛନ୍ତି। ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ପ୍ରତି ଗାଁରେ,

 ୫୨ ଗ୍ରାମ ବ୍ରାଉନସୁଗାର ସହ ୬ଟି ଗାଡ଼ି-ନଗଦ ଟଙ୍କା ଜବତ, ୨ ଗିରଫ

ଜଙ୍କିଆ: ଖୋର୍ଦ୍ଧାଜିଲ୍ଲା ଜାନକିଆ ଥାନା ଅନ୍ତର୍ଗତ ହାଜ ପଞ୍ଚାୟତ ଅଫିସ ନିକଟସ୍ଥ ଶାଗୁଆନ ଜଙ୍ଗଲରେ ପୁଲିସ ଏକ ବଡ଼ଧରଣର ନିଶା କାରବାରକୁ ପଣ୍ଡ କରିଦେଇଛି। ଏହି ଚଢ଼ାଉରେ ପୁଲିସ ପ୍ରାୟ ୫୨ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରିବା ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।ଆଜି ପୂର୍ବାହ୍ନ

ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି

ଗୌହାଟୀ : ଇରାନରେ ଯୁଦ୍ଧ ଯୋଗୁଁ ସୃଷ୍ଟି ହୋଇଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ଚର୍ଯ୍ୟ କରିଛି ବିଜେପିର ବଡ଼ ପ୍ରତିଶୃତି। ନିର୍ବାଚନୀ ଘୋଷଣାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କହିଛନ୍ତି ଯେ ବିଜେପି ନେତୃତ୍ୱାଧୀନ ଏନଡିଏ ଆସାମରେ କ୍ଷମତାକୁ ଫେରିଲେ ପରିବାରକୁ ବର୍ଷକୁ ଦୁଇଟି

ପୁରୀରେ ବିମାନବନ୍ଦର ପାଇଁ ବାଟ ଖୋଲିଲା

ପୁରୀ: ପୁରୀରେ ପ୍ରସ୍ତାବିତ 'ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର' ପ୍ରକଳ୍ପ କାର୍ଯ୍ୟାନ୍ୱୟନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପିତ ହୋଇଛି। ଏହି ମେଗା ପ୍ରକଳ୍ପ ପାଇଁ ଆବଶ୍ୟକ ହେଉଥିବା ଜଙ୍ଗଲ ଜମି ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ଶେଷରେ ସବୁଜ ସଙ୍କେତ ଦେଇଛନ୍ତି।

ଚୌଦ୍ବାର ଜେଲର ସ୍ବତନ୍ତ୍ର ସେଲ୍‌ରେ ରାଜା

କଟକ/ଚୌଦ୍ବାର: ଚୌଦ୍ବାର ଜେଲ୍‌ରୁ ଚମ୍ପଟ ମାରିଥିବା ଅନ୍ୟତମ ଅଭିଯୁକ୍ତ ରାଜା ସାହାଣୀ (୩୯)କୁ କମିସନରେଟ ପୁଲିସ ଗୁରୁବାର ଉତ୍ତରାଖଣ୍ଡର ଋଷିକେଶରୁ ଗିରଫ କରିଥିଲା। ଆଜି ତାକୁ ଭୁବନେଶ୍ବର ଅଣାଯିବା ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଅପରାହ୍ଣରେ କଟକ ଜେଏମଏଫସି କୋର୍ଟରେ ହାଜର

ଘରୋଇ ସ୍କୁଲ୍ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର : ସବୁ ଘରୋଇ ସ୍କୁଲ୍ ସରକାରୀ ନିୟମ ମାନିବା ଜରୁରୀ। ଭିନ୍ନ ଭିନ୍ନ ପବ୍ଲିକେସନ୍ ପୁସ୍ତକ ପଢ଼ାଯାଉଥିବା ନେଇ ମତ ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଘରୋଇ ସ୍କୁଲ୍ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ। ନେଇ ଚେତାବନୀ ଦେଇଛନ୍ତି। ଘରୋଇ ସ୍କୁଲର

ବାଲିଯାତ୍ରା ୟୁନେସ୍କୋ ଐତିହ୍ୟ ମାନ୍ୟତା ପ୍ରସ୍ତାବକ ସମ୍ମାନୀତ

କଟକ : ଐତିହାସିକ କଟକ ବାଲିଯାତ୍ରାକୁ ଜାତିସଂଘ ୟୁନେସ୍କୋ ଦ୍ୱାରା ଐତିହ୍ୟ ତାଲିକାରେ ସ୍ଥାନିତ କରିବାକୁ ଦାବି କରିଥିବା ମନୋଜ କୁମାର ସାହୁଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ମାନୀତ କରାଯାଇଛି । ଆଠଗଡର ଶ୍ରୀକୃଷ୍ଣ ଗୁରୁକୁଳର କୂଳସଚିବ ତଥା ‘ବିଶ୍ବ ଓଡିଶା’ର ପ୍ରତିଷ୍ଠାତା ମନୋଜ କୁମାର

ସୁବର୍ଣ୍ଣପୁରରେ ହାଇଟେକ୍ ସର୍ଭେ, ବନ୍ଦୋବସ୍ତ ୨୦୨୬ ସୁଦ୍ଧା ସରିବ: ମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନଠାରେ ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛିl ଦୀର୍ଘ ଦିନର ଅପେକ୍ଷାର ଅନ୍ତ ସହ ସୁବର୍ଣ୍ଣପୁର ଜିଲ୍ଲାର

କେନ୍ଦ୍ର ସରକାରଙ୍କ ଓଡ଼ିଶା ବିରୋଧୀ ନୀତିକୁ ବରଦାସ୍ତ କରାଯିବ ନାହିଁ- ମିଳିତ ବିରୋଧୀ ଦଳ

ଭୁବନେଶ୍ୱର: ପାଲାସା-ଇଚ୍ଛାପୁରମ୍ ରେଳ ବିଭାଗକୁ ପୂର୍ବତଟ ରେଳପଥ ଜୋନ୍‌ରୁ ଦକ୍ଷିଣ ଉପକୂଳ ରେଳପଥକୁ ସ୍ଥାନାନ୍ତରଣ ପ୍ରତିବାଦରେ ରାଜ୍ୟର ୧୦ଟି ବିରୋଧୀ ଦଳର ମିଳିତ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଓଡ଼ିଶାର ସ୍ୱାର୍ଥବିରୋଧୀ, ଅନ୍ୟାୟ ଓ