Browsing Category

ଓଡିଶା

ରାଜ୍ୟରେ ଅଂଶୁଘାତ ନେଲାଣି ୪୧ ଜୀବନ

ରାଜ୍ୟରେ ଚଳିତ ବର୍ଷ ଏଯାବତ୍ ଅଂଶୁଘାତରେ ୪୧ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି) ସତ୍ୟବ୍ରତ ସାହୁ ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଂଶୁଘାତଜନିତ ମୃତ୍ୟୁ ନେଇ ୧୬୧ଟି ଅଭିଯୋଗ ଆସିଥିଲା। ଶବ ବ୍ୟବଚ୍ଛେଦ ଓ ତଦନ୍ତ ପରେ ଜିଲ୍ଲାପାଳମାନେ ଯେଉଁ

ଶ୍ରୀମନ୍ଦିରରେ ଭିଡ଼ ନିୟନ୍ତ୍ରଣ ପାଇଁ ୩୦ ପ୍ଲାଟୁନ୍‌ ପୁଲିସ ମୁତୟନ ଅଛନ୍ତି: ଡିଜିପି

ଭୁବନେଶ୍ବର: ଗତ ୧୩ ତାରିଖରେ ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲିଦିଆଯିବା ପରେ ସିଂହଦ୍ବାର ସାମ୍ନାରେ ଆଉ ପୂର୍ବଭଳି ଭିଡ଼ ରହୁନାହିଁ ଏକଥା ସତ। କିନ୍ତୁ ଶ୍ରୀମନ୍ଦିର ପରିସର ଭିତରେ ପ୍ରବଳ ଭିଡ଼ ଲାଗି ରହୁଛି। ଶ୍ରୀ ମନ୍ଦିରର ଚାରି ଦ୍ୱାର ଖୋଲିବାକୁ ନେଇ ପୁଲିସ ଡ଼ିଜି ଅରୁଣ କୁମାର ଷଡ଼ଙ୍ଗୀ

ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମୁହାଁମୁହିଁରୁ ଗଣ୍ଡଗୋଳ, ୧୪୪ ଜାରି

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ଦୁଇ ଗୋଷ୍ଠୀ ମୁହାଁମୁହିଁରୁ ଗଣ୍ଡଗୋଳ। ପରସ୍ପରକୁ ଢେଲା ପଥର ମାଡ଼ କରିଛନ୍ତି। ଏଥିରେ ୪ରୁ ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ବାଲେଶ୍ୱର ଟାଉନ୍‌ରେ । ଏହି ଗଣ୍ଡଗୋଳ ଯୋଗୁଁ ଟାଉନ ଥାନା ପୀର ବଜାରରୁ ପାତ୍ରପଡ଼ା ମଧ୍ୟରେ ୧୪୪ ଲାଗୁ ହୋଇଛି।

ରାଜ୍ୟରେ ଆହରି ୩ ଦିନ ତାତି

ଭୁବନେଶ୍ବର: ଦେଶରେ ମୌସୁମୀ ଆଗମନର ୨ ସପ୍ତାହ ଅତିକ୍ରମ କରିଛି, କିନ୍ତୁ ଗ୍ରୀଷ୍ମ ପ୍ରବାହରେ ଲଗାମ ଲାଗୁ ନାହିଁ। ବରଂ ପ୍ରବଳ ଖରା ଓ ଗରମରେ ଓଡ଼ିଶା ଭାଜି ହେଉଛି। ଗ୍ରୀଷ୍ମଲହରି ଆହୁରି ଜାରି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ତାପମାତ୍ରା ଆହୁରି ୩ ଦିନ

ମିଶନ ଶକ୍ତି ଏକ ମାଇକ୍ରୋ ସରକାର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା ସୋମବାର ନିଜ ବିଭାଗର ସମୀକ୍ଷା କରିଛନ୍ତି । ପୋଖରୀପୁଟ ସ୍ଥିତ ମିଶନ ଶକ୍ତି ଭବନରେ ପହଞ୍ଚି ବିଭାଗୀୟ ସଚିବ ଶାଳିନୀ ପଣ୍ଡିତ ଓ ମିଶନ ଶକ୍ତି ନିର୍ଦ୍ଦେଶକ ବିନୀତ ଭରଦ୍ବାଜଙ୍କ ସହ ଆଲୋଚନା ପରେ ବଡ଼ ବୟାନ ଦେଇଛନ୍ତି

ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଭାରତବର୍ଷରେ ଉଦାହରଣ ହୋଇ ରହିବ, ସେଥିପାଇଁ ଆମେ କାମ କରୁଛୁ: ସୁରେଶ ପୂଜାରୀ

ଭୁବନେଶ୍ବର: ଛୁଟି ଦିନରେ ବି କାମ ଚାଲିଛି। ଓଡ଼ିଶାରେ ୩୬୫ ଦିନ କାମ ହେବ। ଏଭଳି କହିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା କମିଟିର ବୈଠକ ଥିଲା। ୨୪ ଘଣ୍ଟା ଆମେ କାମ କରିବୁ। ଉଭୟ ବିଭାଗର ସଫଳତା ଓ

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମବଙ୍ଗର ଜଳପାଇଗୁଡି ନିକଟରେ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ‘ଏକ୍ସ’ ରେ ପୋଷ୍ଟ କରି ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ

କୃଷି ଭବନରେ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ

ଭୁବନେଶ୍ବର: କୃଷି ବିଭାଗ ଦାୟିତ୍ୱ ନେବା ପରେ କୃଷି ଭବନରେ ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ। ସେ କୃଷି ଭବନ ଯାଇ ବୁଲି ଦେଖିବା ସହ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ରାଜ୍ୟରେ କୃଷି କ୍ଷେତ୍ରରେ କିଭଳି ପ୍ରଗତି ହେବ, ସେନେଇ ମିଳିମିଶି କାମ କରିବା ପାଇଁ ପରାମର୍ଶ ଦେଇଛନ୍ତି।

ଜୁନ୍‌ ୧୮ରେ ମିଳିବ ପିଏମ କିଶାନ, ‘ପିଏମ କିଶାନ ଉତ୍ସବ’ରେ ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ରହିବେ ମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ କିଶାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ୧୮ ଜୁନରେ କୃଷକଙ୍କ ଖାତାକୁ ଆସିବାକୁ ଯାଉଛି | ଉତ୍ତରପ୍ରଦେଶର ବାରାଣସୀରୁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବଣ୍ଟନ ଏହି କିସ୍ତି ପ୍ରଦାନ କରାଯିବ। ତେବେ ଏହି ୧୭ତମ କିସ୍ତି ବଣ୍ଟନ ଦିନଟିକୁ ‘ପିଏମ୍‌ କିଶାନ ଉତ୍ସବ’

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର : କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର କ୍ରୀଡ଼ା ବ୍ୟବସ୍ଥା ଓ ଭିତ୍ତିଭୂମିର ସମୀକ୍ଷା କରିଛନ୍ତି । ପୂର୍ବାହ୍ନ ୧୦ ଘଟିକା ସମୟରେ କ୍ରୀଡ଼ା ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଆର. ଭିନୀଲ