Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଢାବା ଓ ଦୋକାନରେ ମଦ-ଗଞ୍ଜେଇ ବେପାର!,ରୋକିପାରୁନି ପୁଲିସ ଓ ଅବକାରୀ ବିଭାଗ
ରାଉରକେଲା: ସହରରେ ବିଭିନ୍ନ ଢ଼ାବା ଓ ଦୋକାନରେ ଚାଲିଛି ଚୋରା ମଦ ଓ ଗଞ୍ଜେଇ ବେପାର। ରାଉରକେଲା ନୂଆ ବସ୍ଷ୍ଟାଣ୍ଡ, ପୁରୁଣା ଷ୍ଟେସନ ଓ ଟ୍ରାଫିକ୍ ମାର୍କେଟ ଆଦି ଅଞ୍ଚଳରେ ଏହି କାରବାର ଜୋରସୋରରେ ଚାଲିଛି। ସ୍ଥାନୀୟ ପୁଲିସ ଓ ଅବକାରୀ ଲୋକଦେଖାଣିଆ କାଁ ଭାଁ କିଛି ହୋଟେଲ ମାଲିକ ଓ!-->…
ମିଳୁନି ମୁନ୍ଦେ ପାଣି: ହାଣ୍ଡି-ମାଠିଆ ରଖି ରାସ୍ତା ଅବରୋଧ କଲେ ଲୋକେ
କନ୍ଧମାଳ: ପ୍ରବଳ ଖରାକୁ ମୁନ୍ଦେ ପାଣି ପାଇଁ ଖଜୁରୀପଡ଼ା ବ୍ଲକ ସୁଡ୍ରୁକୁମ୍ପା ଉପର ସାହି ବାସିନ୍ଦାଙ୍କୁ ହନ୍ତସନ୍ତ ହେବାକୁ ପଡୁଛି। ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ପାନୀୟଜଳସଙ୍କଟ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ମୁନ୍ଦେ ପାଣି ପାଇଁ ସେମାନେ କଲବଲ ହେଉଛନ୍ତି। କୂଅ, ନଳକୂଅରୁ ପାଣି!-->…
ଲୁଟ ପରେ ଯୁବତୀଙ୍କ ସହ ରାତି କାଟୁଥିଲେ ‘ଆୟୁଷ୍ମାନ’ ଗ୍ୟାଙ୍ଗ
ଭୁବନେଶ୍ବର : ହାଇୱେରେ ଲୁଟ କରି ଆତଙ୍କରାଜ କରୁଥିବା ଆୟୁଷ୍ମାନ ଗ୍ୟାଙ୍ଗର ଖେଳ ଖତମ। କମିଶନରେଟ ପୁଲିସ୍ ହାତରେ ଧରା ପଡ଼ିଛନ୍ତି ଆୟୁଷ୍ମାନ ଗ୍ୟାଙ୍ଗର ୫ କୁଖ୍ୟାତ ଲୁଟେରା। ସେମାନଙ୍କ ନିକଟରୁ ୪୦ ଟି ଚେନ, ୨ ଲକ୍ଷ ନଗଦ ଟଙ୍କା, ୪ଟି ଦାମୀ ବାଇକ ଓ ୫ଟି ମୋବାଇଲ ଜବତ କରାଯାଇଛି।ଏହି ୫ ଜଣ!-->…
ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ: ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ
ସୁଆଣ୍ଡୋ: ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଗାଁ ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚିଛନ୍ତି। ଉତ୍କଳମଣି ଗୋପବନ୍ଧୁଙ୍କ ଗାଁ ବୁଲିବା ପରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ। ଏହାପରେ ସେଠାରେ ସ୍ଥାନୀୟ ଲୋକଙ୍କ ସହିତ ମଧ୍ୟ ସେ କଥା ହୋଇଥିଲେ।!-->…
ଚାରିଦ୍ବାର ଖୋଲିଲା, ମହାପ୍ରଭୁଙ୍କ ଦର୍ଶନ କରି ଶ୍ରୀମନ୍ଦିରର ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ
ପୁରୀ: ଗୁରୁବାର ସକାଳେ ଶ୍ରୀମନ୍ଦିରର ୪ ଦ୍ବାରା ଖୋଲାଯିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। । ମଙ୍ଗଳ ଆଳତୀ ପରେ ସେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ସେ ଶ୍ରୀମନ୍ଦିର ଚାରିପାଖ ପରିକ୍ରମା କରିଛନ୍ତି। ଏଥିସହ ଶ୍ରୀମନ୍ଦିର!-->…
ରଜରେ ଅଥୟ କରିବ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି!
ଭୁବନେଶ୍ବର : ଓଡ଼ିଶାର ଗଣପର୍ବ ରଜରେ ଅଥୟ କରିବ ତାତି। ତା’ ସାଙ୍ଗକୁ ପ୍ରବଳ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ସେଥିପାଇଁ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପାରେ। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ କିନ୍ତୁ ଗ୍ରୀଷ୍ମ ପ୍ରବାହ ଓ ଗୁଳିଗୁଳି!-->…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍ ଆଇଡି
ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍ ଆଇଡି। ତାଙ୍କ ନାଁରେ ଖୋଲିଛି ଫେକ୍ ‘X’ ଆକାଉଣ୍ଟ। ଆଉ ସେହି ଆକାଉଣ୍ଟରେ ଫେକ୍ ନ୍ୟୁଜ୍ ପୋଷ୍ଟ ହେଉଛି। ଆଜି 5-T ଓ ମୋ ସରକାରକୁ ନେଇ ଏକ ଫେକ୍ ନ୍ୟୁଜ ପୋଷ୍ଟ ପରେ ସ୍ପଷ୍ଟୀକରଣ ଦେଇଛି ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ।!-->…
ମୁଖ୍ୟମନ୍ତ୍ରୀ ପଦରୁ ହଟିଲା ପରେ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ନାଁ ପରିବର୍ତ୍ତନ କଲେ ନବୀନ
ଭୁବନେଶ୍ୱର; ଓଡ଼ିଶାରେ ସରିଲା ନବୀନ ଯୁଗ । ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ମୁଖ୍ୟମନ୍ତ୍ରୀ ଥିବା ନବୀନ ଏବେ ପାଲଟି ଯାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ । ତେବେ ମଙ୍ଗଳବାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବା ପରେ ଏବେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ!-->…
ଜୁନ୍ ୩୦ ଯାଏଁ ସରକାରୀ ବାବୁଙ୍କ ଛୁଟି ବାତିଲ୍; ସଂଶୋଧନ କଲା ପ୍ରଶାସନ
ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ନେଇ ସଂଶୋଧନ କଲା ପ୍ରଶାସନ । କହିଲା ନେଇ ପାରିବେ ଛୁଟି, ହେଲେ ଜରୁରୀ କାର୍ଯ୍ୟ ପାଇଁ ଡାକରା ଗଲେ ତୁରନ୍ତ ହେବେ ଉପସ୍ଥିତ । ଜୁନ୍ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ ନିର୍ଦ୍ଦେଶରେ ସଂଶୋଧନ କରି କିଛି ଏପରି କହିଛି ପ୍ରଶାସନ । ଆବଶ୍ୟକ ପଡ଼ିଲେ!-->…
ଜେଲରୁ ବାହାରିଲେ ପ୍ରଶାନ୍ତ ଜଗଦ୍ଦେବ, ମିଳିଲା ନିୟମିତ ଜାମିନ
ଭୁବନେଶ୍ବର: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେଙ୍କୁ ମିଲିଲା ଆଶ୍ବସ୍ତି । ନିୟମିତ ଜାମିନ ପ୍ରଦାନ କଲେ ହାଇକୋର୍ଟ । ଜାମିନ ନେଇ ତଳ କୋର୍ଟ ସର୍ତ୍ତ ସ୍ଥିର କରିବା ବାକି ଥିବା ବେଳେ ଆଜି ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜାମିନ ପ୍ରଦାନ କରାଯାଇଛି । ପୂର୍ବରୁ ୩ ଦିନ ପାଇଁ ଅନ୍ତରୀଣ!-->…