Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଗାଧୋଇବା ବେଳେ ହଦଗଡ଼ ଡ୍ୟାମ୍ରେ ଦୁଇ ଛାତ୍ର ନିଖୋଜ: ଜଣଙ୍କ ମୃତଦେହ ଉଦ୍ଧାର
ହାଟିଡ଼ିହି: କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ଶାଳନ୍ଦୀ ନଦୀର ହଦଗନ ଡ୍ୟାମ୍ରେ ଗାଧୋଉଥିବାବେଳେ ୨ ଜଣ ଜଣ ଛାତ୍ର ପାଣିରେ ନିଖୋଜ ହୋଇଥିଲେ। ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି। ତେବେ ଏହି ୨ ଜଣଙ୍କର ପ୍ରକୃତ ପରିଚୟ ଜଣାପଡି ନ ଥୂବାବେଳେ ଏମାନେ ଭଦ୍ରକ ଜିଲା ତିହିଡି ଓ ବରପଦା!-->…
ମୁଖ୍ୟମନ୍ତ୍ରୀ ପଦରୁ ହଟିଲା ପରେ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ନାଁ ପରିବର୍ତ୍ତନ କଲେ ନବୀନ
ଭୁବନେଶ୍ୱର; ଓଡ଼ିଶାରେ ସରିଲା ନବୀନ ଯୁଗ । ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ମୁଖ୍ୟମନ୍ତ୍ରୀ ଥିବା ନବୀନ ଏବେ ପାଲଟି ଯାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ । ତେବେ ମଙ୍ଗଳବାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବା ପରେ ଏବେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ!-->…
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ
ଭୁବନେଶ୍ୱର: ଗୋପବନ୍ଧୁ ଛକରେ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ। ତାଙ୍କ ସହ କେଭି ସିଂହଦେଓ ଓ ପ୍ରଭାତି ପରିଡ଼ା ମଧ୍ୟ ମାଲ୍ୟାର୍ପଣ କରିଛନ୍ତି। ଆଜିଠାରୁ ଓଡ଼ିଶାରେ ବିଜେପି ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର!-->…
SCB ଟ୍ରମା କେୟାରରେ ଅଗ୍ନିକାଣ୍ଡ
କଟକ : SCB ଟ୍ରମା କେୟାରରେ ଅଗ୍ନିକାଣ୍ଡ । କଟକ SCB ଟ୍ରମା କେୟାର ICUର AC ଆଉଟଡୋରରେ ଲାଗିଛି ନିଆଁ । ସମସ୍ତ ରୋଗୀ ସୁରକ୍ଷିତ ଥିବା ଜଣାପଡିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି । ACର ଆଉଟଡୋର ମେସିନକୁ ସଙ୍ଗେ ସଙ୍ଗେ ପରିବର୍ତ୍ତନ କରାଯାଇଛି ।
ଶ୍ରୀବଳଦେବଜିଉଙ୍କ ମନ୍ଦିର ହୁଣ୍ଡିରୁ ମିଳିଲା ୫.୮୭ ଲକ୍ଷ ଟଙ୍କା
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀ ସିଦ୍ଧବଳଦେବଜିଉଙ୍କ ମନ୍ଦିରରେ ସ୍ଥାପିତ ହୁଣ୍ଡି ଖୋଲାଯାଇ ଏଥିରୁ ୫ ଲକ୍ଷ ୮୭ ହଜାର ୭୩୦ ଟଙ୍କା ମିଳିଛି। ଟ୍ରଷ୍ଟବୋର୍ଡ ସଭ୍ୟ ବଳରାମ ସୁଆର, ରଞ୍ଜନ ପୃଷ୍ଟି ଏବଂ ସଂସ୍ଥାର କାର୍ଯ୍ୟନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀଙ୍କ!-->…
ଶପଥ ନେବା ପୂର୍ବରୁ ଲୋକଙ୍କ ଦୁଃଖ ଶୁଣିଲେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଦେଲେ ଆଶ୍ୱାସନା
ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ମାଝୀ। ଶପଥ ନେବା ପୂର୍ବରୁ ସାଧାଣର ଲୋକଙ୍କ ଦୁଃଖ ଶୁଣିଛନ୍ତି ଭାବି ମୁଖ୍ୟମନ୍ତ୍ରୀ। ଏହାସହ ସାଧାରଣଙ୍କୁ ଭଲମନ୍ଦ ପଚାରି ବୁଝିଛନ୍ତି। ସେହିପରି ଭାବରେ ରାସ୍ତା କଡ଼ରେ ଛିଡା ହୋଇଥିବା ପରିବହନ ବିଭାଗର ଜଣେ ପିଅନଙ୍କ ସହ କଥା!-->…
ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା ପରେ ହିଞ୍ଜିଳିରେ ଖୁସି ମନାଇଲେ ସମର୍ଥକ
ହିଞ୍ଜିଳିକାଟୁ ୧୧/୬ : ଘୋଷଣା ହେଲା ବିଜେପିର ମୁଖ୍ୟମନ୍ତ୍ରୀ ଚେହେରା । ମୋହନ ମାଝୀ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକରେ ହେଲା ନିଷ୍ପତ୍ତି । ହିଞ୍ଜିଳିକାଟୁ ପୌରପରିଷଦ ନୁତନ ଵସ ଟର୍ମିନାଲ ଏନ ହେଚ ୫୯ କଡ଼ରେ ହିଞ୍ଜିଳି ବିଜେପି ଓ ବିଜେପି ସମର୍ଥକମାନେ ବାଣ!-->…
ଶିଶୁ ମନ୍ଦିର ଗୁରୁଜୀରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ଵର: ଦୀର୍ଘ ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂତନ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେଡିର ଗଡ ଭାଙ୍ଗି ନୂତନ ସରକାର ଗଠନ କରିବାକୁ ଯାଉଥିବା ବିଜେପି ମୋହନ ଚରଣ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କରିଛି । ମୁଖ୍ୟମନ୍ତ୍ରୀ ଦୌଡ଼ରେ ଅନେକ ନେତା ଥିଲେ ବି, ସମସ୍ତଙ୍କୁ!-->…
ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କଲେ ମୋହନ ମାଝୀ
ଭୁବନେଶ୍ୱର : ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଥିବା ମୋହନ ମାଝୀ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି।
ତାଙ୍କ ସହ!-->!-->!-->…
କନକ ବର୍ଦ୍ଧନ ଓ ପ୍ରଭାତୀ ପରିଡ଼ା ଉପ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ଆସନରୁ ୪ର୍ଥ ଥର ପାଇଁ ବିଧାୟକ ହୋଇଥିବା ମୋହନ ମାଝୀ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ତାଙ୍କ ଡେପୁଟି ଭାବେ ବରିଷ୍ଠ ନେତା କନକ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡ଼ା କାର୍ଯ୍ୟ କରିବେ।
ଦୁଇ କେନ୍ଦ୍ର!-->!-->!-->…