Browsing Category

ଓଡିଶା

ସବୁ ପରିବାର ଦାମ ପ୍ରାୟ ୫୦ ଟଙ୍କା ଉପରେ

ବିଭିନ୍ନ ପ୍ରକାରର ଡାଲି ଓ ଅନ୍ୟାନ୍ୟ ଜିନିଷ ପରେ ଏବେ ପରିବା ଦର ଆକାଶ ଛୁଆଁ ହୋଇଛି। ପରିବାରେ ହାତ ମାରିବାକୁ ଡରୁଛନ୍ତି ଲୋକ। ବ୍ରହ୍ମପୁରର ସବୁ ପ୍ରକାରରେ ପରିବା ଦର ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ସବୁ ପରିବାର ଦାମ ପ୍ରାୟ ୫୦ ଟଙ୍କା ଉପରେ ରହିଛି। ବର୍ଷା କମ୍‌ ଓ ଖରା ବେଶୀ ଯୋଗୁ

ସୁରକ୍ଷା ବଳୟରେ ଛାଉଣି ହେବ ଜନତା ମଇଦାନ, ମୁତୟନ ହେବେ ୬୭ ପ୍ଲାଟୁନ ଫୋର୍ସ

ଭୁବନେଶ୍ବର: ଆସନ୍ତାକାଲି ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ । ସଜେଇ ହେଉଛି ଜନତା ମଇଦାନ । କଡା ସୁରକ୍ଷା ବଳୟରେ ଚାଲିବ ଶପଥ ଗ୍ରହଣ ସମାରୋହ । ଏଥିସହିତ ଗତକାଲି ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହା ଏବଂ ଅନ୍ୟ ମାନ୍ୟଗଣ ବ୍ୟକ୍ତି ଯୋଗ

ମୁଖ୍ୟମନ୍ତ୍ରୀ ଶପଥ ସମାରୋହ ପାଇଁ ଟ୍ରାଫିକ କଟକଣା, ଦିନ ୨ରୁ ସଂଧ୍ୟା ୭ ଯାଏଁ ଗାଡ଼ି ଚଳାଚଳ ମନା

ଭୁବନେଶ୍ୱର : ଆସନ୍ତାକାଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। କାଲି ଅପରହ୍ଣ ୪ଟା ୪୫ରେ ଶପଥ ଗ୍ରହଣ ଉତ୍ସବ । ପୋଲିସ ପକ୍ଷରୁ ମୋଦିଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି । ଶପଥ ଗ୍ରହଣ ସମାରୋହରେ

ଝାଡ଼ାବାନ୍ତି ଆତଙ୍କ: ଜଣେ ମୃତ ଓ ୩ ଆକ୍ରାନ୍ତ, ସଚେତନ କରାଇଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ଡାଲିଆକୁଜି ପଞ୍ଚାୟତର ଗଇଲକଣା ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିଛି । ଏଥିରେ ବର୍ତ୍ତମାନ ସୁଦ୍ଧା ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଆଉ ୩ ଜଣ ଚିକିତ୍ସାଧୀନ ଅଛନ୍ତି । ମୃତ ଯୁବକ ଜଣକ ହେଲେ ଗୋପାଳ କାଣ୍ଡାମାକା (୨୮) । ଅନ୍ୟପଟେ, ସେହି

ବଡ଼ଦାଣ୍ଡରୁ ହଟିଲା ବ୍ୟାରିକେଡ୍ ଓ ଏସି ଟନେଲ୍

ପୁରୀ: ରଥଯାତ୍ରାକୁ ନଜରରେ ରଖି ବଡଦାଣ୍ଡରୁ ଖୋଲାଯାଉଛି ସମସ୍ତ ବ୍ୟାରିକେଡ୍। ଆଗାମୀ ଦୁଇ ତିନି ମଧ୍ୟରେ ଭକ୍ତଙ୍କ ପାଇଁ ଖୋଲିବ ଚାରି ଦ୍ୱାର। ଏନେଇ ଆରମ୍ଭ ହୋଇଛି ପ୍ରସ୍ତୁତି। ସେହିପରି ବଡ଼ଦାଣ୍ଡରେ ଭକ୍ତଙ୍କ ସୁବିଧା ପାଇଁ ଲଗାଯାଇଥିବା ଏସି ଟନେଲକୁ ହଟାଯାଉଛି। ରଥଯାତ୍ରା ପାଇଁ

ସୀମାନ୍ତରୁ ୧ ଲକ୍ଷ ୫ ହଜାର ଇନାମ ଥିବା ଜଣେ ମାଓବାଦୀ ଗିରଫ…

ମାଲକାନଗିରି,: ଛତିଶଗଡର ସୁକୁମାରେ ପୋଲିସ ଦ୍ଵାରା ଜଣେ ମାଓବାଦୀ ଗିରଫ ହୋଇଛି । ଗିରଫ ମାଓବାଦୀର ନାମରେ ୧ ଲକ୍ଷ ୫ ହଜାର ଟଙ୍କାର ଇନାମ ରହିଥିବା ଜଣା ପଡିଛି । ତେବେ ତଥ୍ୟ ଅନୁଯାୟୀ ମାଲକାନଗିଇର ଜିଲ୍ଲା ସୀମାନ୍ତକୁ ଲାଗି ରହିଥିବା ସୁକୁମା ଜିଲ୍ଲାର ଚିନ୍ତାଗୁଫା ଥାନା ଅଞ୍ଚଳରେ ଥିବା

ଝାଡ଼ାବାନ୍ତିରେ ଜଣେ ମୃତ, ୪ ଗୁରୁତର

ରାୟଗଡ଼ା : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣଙ୍କ ଅବସ୍ଥା ଗୁରୁତର ଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆସିଛି ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ଡାଲିଆକୁଜି ପଞ୍ଚାୟତର ଗଇଲକଣା ଗାଁରୁ। ମୃତକ ଜଣଙ୍କ ହେଉଛନ୍ତି ଗୋପାଳ କାଣ୍ଡାମାକା (୨୮)।ଗୋପାଳଙ୍କର ଗତକାଲି

ପାଖେଇ ଆସୁଛି ସ୍ନାନ ପୂର୍ଣ୍ଣିମା, ରଥଖଳାରେ କାମ ତ୍ବରାନ୍ବିତ

ପୁରୀ: ସ୍ନାନ ପୂର୍ଣ୍ଣିମାରେ ତିନି ରଥର ଚକ, ଅଖ ଓ ଦଣ୍ଡା ସଂଯୋଗ ହୋଇ ଗରଗରା ଉପରେ ଚାରିନାହାକା ଉଠିବାର ପରମ୍ପରା ରହିଛି। ଏଣୁ ପରମ୍ପରାକୁ ଦୃଷ୍ଟିରେ ରଖି ରଥ ସେବକମାନେ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିଛନ୍ତି। ତିନିରଥର ତିନିଭୂଇଁ ନିର୍ମାଣ ପାଇଁ ୧୨ଟି ଲେଖାଏଁ ଭୂଇଁ ଚଉତା କାଠର

ମଦୁଆଙ୍କ ଚିନ୍ତା‌ ବଢ଼ାଇଛି ରାତିଅଧିଆ ଚେକିଂ: ୨ଦିନରେ ୨୧୭ ଗାଡ଼ି ଜବତ

ଭୁବନେଶ୍ବର: କୌଣସି ପରିସ୍ଥିତିରେ ମଦ୍ୟପ ଚାଳକଙ୍କୁ ଛଡ଼ାଯିବ ନାହିଁ। ଜରିମାନା ଗଣିବେ; ଗାଡ଼ି ବି କୋର୍ଟକୁ ଯିବ। ଦରକାର ପଡ଼ିଲେ ଜେଲ୍‌ ମଧ୍ୟ ଯାଇପାରନ୍ତି। ଖାଲି ଏତିକି ନୁହେଁ ଲାଇସେନ୍ସ ବି ରଦ୍ଦ କରାଯିବ। ଦ୍ବୈତନଗରୀରେ ଘଟୁଥିବା ବିଭିନ୍ନ ଅପରାଧ ଓ ଦୁର୍ଘଟଣାକୁ ନିୟନ୍ତ୍ରଣ ପାଇଁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଓଡ଼ିଶାର ୩ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ରାଜ୍ୟର ତିନି କ୍ୟାବିନେଟ୍ ମନ୍ତ୍ରୀଙ୍କୁ ଶପଥ ଗ୍ରହଣ ପରେ ଶୁଭେଚ୍ଛା ଜଣାଇଛନ୍ତି। ସେ ନିଜର ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ