Browsing Category

ଓଡିଶା

ଓଡ଼ିଶା ଖଦି ବୋର୍ଡ ସଭାପତି ପଦରୁ ସଂଗ୍ରାମ ପାଇକରାୟଙ୍କ ଇସ୍ତଫା

ଭୁବନେଶ୍ୱର: ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବିଭାଗ ବୋର୍ଡର ସଭାପତି ପଦରୁ ରବିବାର ସଂଗ୍ରାମ କେଶରୀ ପାଇକରାୟ ଇସ୍ତଫା ଦେଇଛନ୍ତି । ସେ ପ୍ରଥମେ ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବିଭାଗରେ ୩୧ ଆଗଷ୍ଟ ୨୦୧୯ ରୁ ୫ ଜୁନ ୨୦୨୨ ପର୍ଯ୍ୟନ୍ତ ଇନଚାର୍ଜ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ । ପରବର୍ତ୍ତୀ

ମୋଦୀଙ୍କ ନୂଆ କ୍ୟାବିନେଟ୍‌ରେ ସ୍ଥାନ ପାଇଲେ ଧର୍ମେନ୍ଦ୍ର, ଜୁଏଲ୍‌ଙ୍କ ସହିତ ଅଶ୍ବିନୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ତୃତୀୟ ପାଳିରେ ଓଡ଼ିଶାକୁ ଗୁରୁତ୍ବ ଦେଇଛନ୍ତି। ସେ ନିଜ କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ ତିନି ଜଣଙ୍କୁ ସ୍ଥାନ ଦେଇଛନ୍ତି। ଏଥିରେ ଅଛନ୍ତି ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ, ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ ଓ ରାଜ୍ୟସଭା

କେନ୍ଦୁପତ୍ର ଗୋଦାମରେ ଲାଗିଲା ନିଆଁ

ମାଲକାନଗିରି: ମାଲକାନଗିରି ସଦର ବ୍ଲକ ଏମଭି-୩ ଗ୍ରାମ ନିକଟସ୍ଥ କେନ୍ଦୁପତ୍ର ଗୋଦାମରେ ଲାଗିଲା ନିଆଁ। ଗତକାଲି ବିଳମ୍ବିତ ରାତିରେ ଅଚାନକ କେନ୍ଦୁପତ୍ର ଗୋଦାମରେ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ସମ୍ପୂର୍ଣ୍ଣ ଗୋଦାମ ପୋଡିଯାଇଥିଲା। ଅଗ୍ନିଶମ ସେବା ଭାରପ୍ରାପ୍ତ ଅଧିକାରୀ କମଳ ଗୌଡ଼ ତଥା

ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ବର: ବିଜେଡିର ବରିଷ୍ଠ ନେତା ତଥା କନ୍ଧମାଳର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଇଛନ୍ତି। ରବିବାର ଏନେଇ ଘୋଷଣା କରିଛନ୍ତି ଅଚ୍ୟୁତ ସାମନ୍ତ। ଜୁନ୍‍ ୯ ତାରିଖରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି।ଶ୍ରୀ ସାମନ୍ତ କହିଛନ୍ତି, ଗତକାଲି

ସ୍କୁଲ ଖୋଲିବା ପୂର୍ବରୁ ପ୍ରସ୍ତୁତି ଆରମ୍ଭ: କ୍ୟାମ୍ପସ୍ ପରିଷ୍କାର ପରିଚ୍ଛନ୍ନତା ପାଇଁ ଡିଇଓଙ୍କୁ ବିଦ୍ୟାଳୟ-ଗଣଶିକ୍ଷା…

ଭୁବନେଶ୍ୱର: ଗ୍ରୀଷ୍ମ ଅବକାଶ ଶେଷ ହେବାକୁ ଯାଉଛି। ସ୍କୁଲ ଖୋଲିବା ପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ଜୁନ୍ ୧୮ରେ ସ୍କୁଲ ଖୋଲିବ । ଏହାର ସପ୍ତାହେ ପୂର୍ବରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରେଣୀଗୃହଠାରୁ ଆରମ୍ଭ କରି ଶୌଚାଳୟ ପର୍ଯ୍ୟନ୍ତ ପରିଷ୍କାର କରିବାକୁ ନିର୍ଦ୍ଦେଶ ରାଜ୍ୟ

ମୋଦୀଙ୍କ କ୍ୟାବିନେଟ୍‌ରେ ସ୍ଥାନ ପାଇଲେ ଧର୍ମେନ୍ଦ୍ର ପ୍ରଧାନ, ନେଲେ ଶପଥ

ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀଙ୍କ ତୃତୀୟ ଇନିଂସ ଆରମ୍ଭ ହୋଇଯାଇଛି। ସେ ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ଆଜି ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଯାଇଛି। ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ମୋଦୀଙ୍କ କ୍ୟାବିନେଟରେ ସ୍ଥାନ

ପୋଲିଓ ବୁନ୍ଦା ଖୁଆଇବାକୁ କହି ହସ୍ପିଟାଲରୁ ଶିଶୁପୁତ୍ର ଚୋରି ଅଭିଯୋଗ

ବାଲେଶ୍ଵର : ପୁଣି ହସ୍ପିଟାଲରୁ ଶିଶୁ ଚୋରି ଘଟଣା ସାମ୍ନାକୁ ଆସିଛି। ବାଲେଶ୍ଵର ହସ୍ପିଟାଲର ପ୍ରସୂତି ବିଭାଗରୁ ଶିଶୁପୁତ୍ରଙ୍କୁ ଚୋରି କରାଯାଇଥିବା କୁହାଯାଉଛି। ବାଲିଆପାଳ ବ୍ଲକ କୁଲହାଚଡର ଅନିତା ଦଣ୍ଡପାଟଙ୍କ ଶିଶୁପୁ୍ରଙ୍କୁ ଚୋରି କରାଯାଇଥିବା ଅଭିଯୋଗ ହୋଇଛି । ଅନିତାଙ୍କର ବାଲେଶ୍ଵର

ରାଜ୍ୟ ବିଜୁ ସେତୁ ଯୋଜନାର ଉପଦେଷ୍ଟାଙ୍କ ନାମରେ ଠକେଇ ଅଭିଯୋଗ କଲେ ଡାକ୍ତର

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଜଣେ ବିଜେଡି ନେତାଙ୍କ ନାମରେ ଉପଖଣ୍ଡ ଚିକିତ୍ସାଳୟର ଜଣେ ଡାକ୍ତର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଡାକ୍ତର ଜଣକ ହେଉଛନ୍ତି ସିନିୟର୍ ମେଡିସିନ ସ୍ପେଶାଲିଷ୍ଟ ସାଗର ଚନ୍ଦ୍ର ନାଏକ। ଡାକ୍ତର ତାଙ୍କ ଅଭିଯୋଗରେ ଦର୍ଶାଇଥିଲେ ଯେ ସେ ୨୦୧୮

୧୦ ନୁହେଁ, ୧୨ରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ତାରିଖ ବଦଳିଛି। ଜୁନ୍‌ ୧୦ ପରିବର୍ତ୍ତେ ଜୁନ୍‌ ୧୨ରେ ହେବ ଶପଥ ଗ୍ରହଣ ସମାରୋହ। ବିଜେପି ରାଜ୍ୟ ମୁଖପାତ୍ର ଯତୀନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୧ ତାରିଖରେ ବିଧାୟକ ଦଳ ବୈଠକ ବସିବ। ସେଠାରେ

‘ଯେଉଁମାନେ କଂସ, ସେମାନଙ୍କୁ ଓଡ଼ିଶାବାସୀ ଜବାବ ଦେଇଛନ୍ତି’

ଭୁବନେଶ୍ବର : ଜେଲ୍‌ରୁ ବାହାରିବା ପରେ ଗର୍ଜିଛନ୍ତି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଆଉ କହିଛନ୍ତି, ଯେଉଁମାନେ କଂସ, ଯେଉଁମାନେ ଅନ୍ୟାୟ, ଅତ୍ୟାଚାର ଓ ବ୍ୟାଭିଚାର କରି ଏକ ଛତ୍ରବାଦ ଶାସନ ଚଳାଇଥିଲେ, ଓଡ଼ିଶାବାସୀ ସେମାନଙ୍କୁ ଜବାବ ଦେଇଛନ୍ତି। ଧର୍ମର ଜୟ ହୋଇଛି ବୋଲି ସେ କହିଛନ୍ତିସର୍ତ୍ତ