Browsing Category

ଓଡିଶା

ସାଇବର ଅପରାଧ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହେଲା E-Zero FIR

କଟକ: ରାଜ୍ୟରେ ଦିନକୁ ଦିନ ବଢିଚାଲିଛି ସାଇବର ଆର୍ଥିକ ଠକେଇ। ଏହି ଠକେଇକୁ ରୋକିବା ପାଇଁ ଓଡ଼ିଶା ପୋଲିସ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ବୁଧବାର ଦିନ ଓଡ଼ିଶା ପୋଲିସର ମହାନିର୍ଦ୍ଦେଶକ (ଡିଜିପି) ଯୋଗେଶ ବାହାଦୁର ଖୁରାନିଆ ସାଇବର ଆର୍ଥିକ ଠକେଇ ମାମଲା ଗୁଡ଼ିକର ତ୍ୱରିତ ସମାଧାନ ପାଇଁ…

ଭୁବନେଶ୍ୱରରେ ନିର୍ମାଣ ହେବ ରାଜ୍ୟର ପ୍ରଥମ ସ୍କାଏୱାକ୍, ବ୍ୟୟ ହେବ ୧୮.୪୨ କୋଟି

ଭୁବନେଶ୍ୱର : ଭୁବନେଶ୍ୱରର ପଳାଶୁଣୀ ରସୁଲଗଡ଼ ଅଞ୍ଚଳରେ ଓଡ଼ିଶାର ପ୍ରଥମ ଅତ୍ୟାଧୁନିକ ସ୍କାଏୱାକ୍ ନିର୍ମାଣ ହେବ । ୪୫୦ ମିଟର ଲମ୍ବ ବିଶିଷ୍ଟ ଏହି ସ୍କାଏୱାକ୍ ର ଭିତ୍ତିପ୍ରସ୍ତର ଆଜି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ସ୍ଥାପନ କରିଛନ୍ତି । ପ୍ରାୟ ୧୮ କୋଟି ୪୨…

ଫିଟନେସ ନ ଥିଲେ ଜବତ ହେବ ଗାଡ଼ି

ଭୁବନେଶ୍ୱର: ଫିଟନେସ୍ ନଥିଲେ ରାସ୍ତାରେ ଗଡିପାରିବନି ଗାଡି। ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ସଡ଼କ ଦୁର୍ଘଟଣା ହ୍ରାସ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ। ସଡ଼କ ଦୁର୍ଘଟଣା ହ୍ରାସ ତଥା ସମସ୍ତ ସଡ଼କ ବ୍ୟବହାରକାରୀଙ୍କୁ ସୁରକ୍ଷାକୁ…

ମହାନଦୀ ସହ ୭ ପ୍ରମୁଖ ନଦୀ ପାର୍ଶ୍ୱରେ ସୃଷ୍ଟି ହେବ ସବୁଜ ବଳୟ, ଲଗାଯିବ ଲକ୍ଷ ଲକ୍ଷ ଚାରା

ଭୁବନେଶ୍ୱର: କପିଳେଶ୍ଵର ଠାରେ ଆୟୋଜିତ ୭୭ତମ ରାଜ୍ୟସ୍ତରୀୟ ବନ ମହୋତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ବିକଟ ଗ୍ରୀଷ୍ମ ଲହରିର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ ।…

ପାଟଧରା ଜଙ୍ଗଲରୁ ମାଓ ଡମ୍ପ ଠାବ, ମାରଣାସ୍ତ୍ର ସହ ଟିଫିନ ବୋମା ଜବତ

ନୂଆପଡ଼ା: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ପାଟଧାରା ସଂରକ୍ଷିତ ଜଙ୍ଗଲରୁ ମାଓ ଡମ୍ପ ଉଦ୍ଧାର ହୋଇଛି । ନୂଆପଡ଼ା ଜିଲ୍ଲା ପୋଲିସ ଏବଂ ସିଆରପିଏଫର ମିଳିତ ଟିମ ପାଟଧାରା ସଂରକ୍ଷିତ ଜଙ୍ଗଲରୁ ଏହି ମାଓ ଡମ୍ପ ଉଦ୍ଧାର କରିଛନ୍ତି । ଏଥିରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ କରାଯାଇଛି…

ଅଲାରନାଥଙ୍କୁ ଦର୍ଶନ କଲେ ରାଜ୍ୟପାଳ

ବ୍ରହ୍ମଗିରି :  ଅଲାରନାଥଙ୍କୁ ଦର୍ଶନ କଲେ ରାଜ୍ୟପାଳ । ଅଲାରନାଥଙ୍କୁ ଦର୍ଶନ କଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି। ବ୍ରହ୍ମଗିରି ଅଲାରନାଥ ମନ୍ଦିରରେ ପହଞ୍ଚିବା ପରେ ଜିଲ୍ଲାପ୍ରଶାସନ ତରଫରୁ ଫୁଲତୋଡ଼ା ଦେଇ ସ୍ୱାଗତ କରାଯାଇଥିଲା ।  ସିଂହଦ୍ୱାର ସମ୍ମୁଖରେ ସେବାୟତ ନିଯୋଗ ତରଫରୁ ଖଣ୍ଡୁଆ,…

ରଥଯାତ୍ରା ପାଇଁ NSG କମାଣ୍ଡୋର ମକଡ୍ରିଲ୍, ଆତଙ୍କୀ କାର୍ଯ୍ୟକଳାପକୁ ପ୍ରତିହତ କରିବାକୁ ଅଭ୍ୟାସ

ପୁରୀ : ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ NSG କମାଣ୍ଡୋର ମକଡ୍ରିଲ୍ । ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ NSG କମାଣ୍ଡୋ ଓ NDRF ଟିମ ପକ୍ଷରୁ ମକଡ୍ରିଲ କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ସହ ସମ୍ଭାବ୍ୟ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରତିହତ କରିବାକୁ ମକଡ୍ରିଲ୍ କରାଯାଉଛି ।…

ସ୍ଥଗିତ ରହିଲା ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ପ୍ରସ୍ତୁତ ଆନିମେସନ୍ ଫିଲ୍ମ ’ମହାପ୍ରଭୁ ଜଗନ୍ନାଥ’

ପୁରୀ : ମହାପ୍ରଭୁଙ୍କୁ ନେଇ ପ୍ରସ୍ତୁତ ହୋଇଛି କପୋଳକଳ୍ପିତ ଆନିମେସନ କାହାଣୀ । କଠୋର ହେଲା ଶ୍ରୀମନ୍ଦିର ପ୍ରଚାର ପ୍ରସାର ଉପସମିତି। ସ୍ଥଗିତ ରହିଲା ଶ୍ରୀଜଗନ୍ନାଥଙ୍କୁ ନେଇ ଫୁଲ ଫିଚର୍ ଆନିମେସନ୍ ଫିଲ୍ମ ମହାପ୍ରଭୁ ଜଗନ୍ନାଥ । ୧୦ତାରିଖରେ ରିଲିଜ୍ ହେବାକୁ ଥିବା ଏହି ଫିଲ୍ମରେ…

କାଣୀ ନଦୀରେ ୩୦ ଫୁଟର ଘାଇ, ଜମିରେ ପଶିଲା ବନ୍ୟା ଜଳ

ଯାଜପୁର ଟାଉନ : ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀରେ ପ୍ରବେଶ କରିଛି ପ୍ରଥମ ବନ୍ୟାଜଳ । ଫଳରେ ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ବୈତରଣୀ ନଦୀ ଶାଖା କାଣୀ ନଦୀର କଣ୍ଟପଡା ଠାରେ ୩୦ ଫୁଟର ଘାଇ ସୃଷ୍ଟି ହୋଇଛି । ଘାଇଟି ନଦୀବନ୍ଧର ଡାହାଣ ପାର୍ଶ୍ୱରେ ହୋଇଥିଲା ବେଳେ ଚାଷ ଜମି ପାଖରେ ଘାଇ…

ଟିଟିଲାଗଡ଼ରେ ଆଦିବାସୀ ସଂଘର ମହାମେଳି; ସହରରେ ପୁଲିସ ଛାଉଣୀ

ଟିଟିଲାଗଡ଼: କେନ୍ଦ୍ର ଏବଂ ରାଜ୍ୟ ସରକାର ଆଦିବାସୀଙ୍କୁ କ୍ରମାଗତ ଭାବରେ ଅବହେଳା କରୁଥିବା ଅଭିଯୋଗ କରି ଆଜି ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଏକ ବିଶାଲ ମେଳି ଓ ରାଲି ପୁଲିସ ପ୍ରଶାସନର ନିଦ ହଜେଇ ଦେଇଥିବା ଦେଖାଯାଇଥିଲା। ସମଗ୍ର ସହର ପୁଲିସ ଛାଉଣୀରେ ପରିଣତ ହୋଇଥିଲା। ଶହ…