Browsing Category

ଓଡିଶା

ବ୍ରାହ୍ମଣୀ ନଦୀରେ ଗାଧୋଇବାକୁ ଯାଇ ବୁଡିଗଲେ ଦୁଇଛାତ୍ର

ରାଉରେକଲା : ବ୍ରାହ୍ମଣୀ ନଦୀରେ ପୁଣି ଅଘଟଣ ଘଟିଛି। ଗାଧୋଇବାକୁ ଯାଇଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ଦୁଇ ଜଣ ବୁଡ଼ି ଯାଇଛନ୍ତି। ମୃତ ଛାତ୍ର ଦ୍ବୟ ହେଲେ ରଜତ ସାହୁ (୨୧) ଓ ସମୀରନ ସୁକୁମାର ନାୟକ (୨୩)।ସୂଚନା ଅନୁସାରେ ରାଉରକେଲା ଏନ୍‌ଆଇଟିକୁ ଇଣ୍ଟରନସିପ୍‌ ପାଇଁ ଆସିଥିବା ସମ୍ବଲପୁର

ସଂସଦୀୟ ବୋର୍ଡରେ ମୁଖ୍ୟମନ୍ତ୍ରୀ ନେଇ ନିଷ୍ପତ୍ତି ନିଆଯିବ: ମନମୋହନ ସାମଲ

ଭୁବନେଶ୍ବର: ଦିନକ ପରେ ଅର୍ଥାତ ଆସନ୍ତା ୧୦ ତାରିଖ ଦିନ ଓଡ଼ିଶାକୁ ନୂଆ ମୁଖ୍ୟମନ୍ତ୍ରୀ ମିଳିବ। ଓଡ଼ିଶାର କେହି ଜଣେ ପୁଅ ବା ଝିଅଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆସନ ମିଳିବ। ଓଡ଼ିଶା ବିଧାନସଭା ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ଭାରତୀୟ ଜନତା ଦଳ (ବିଜେପି) ପକ୍ଷରୁ ରାଜ୍ୟର ଆଗାମୀ

ସାକ୍ଷୀଗୋପାଳ କୃଷି ବିଜ୍ଞାନ କେନ୍ଦ୍ରରୁ ମହାପ୍ରଭୁଙ୍କ ଲାଗି ଗଲା ପଦ୍ମ ଓ ତୁଳସୀ

ଭୁବନେଶ୍ବର : ଦିନେ ଘାସ ବୁଦାରେ ପରିପୂର୍ଣ୍ଣ ହୋଇରହିଥିଲା। ଆଜି ସେଠାରେ ବୃନ୍ଦାବତୀଙ୍କ ଆସ୍ଥାନ। କଳା ଓ ଧଳା ତୁଳସୀ ଉଦ୍ୟାନର ପରିଣତ ହୋଇଛି। ଖାଲି ତୁଳସୀ ନୁହେଁ, ପାଖୁଡ଼ା ମେଲାଇ ଶାନ୍ତ ଜଳ ରାଶିରେ ଖିଲି ଖିଲି ହସୁଛି ପଦ୍ମ। ପୁରୀ ସାକ୍ଷୀଗୋପାଳ କୃଷି ବିଜ୍ଞାନ କେନ୍ଦ୍ରରେ ପରିସରରେ

ପାଣ୍ଡିଆନଙ୍କୁ ସମାଲେଚାନା କରିବା ଦୁର୍ଭାଗ୍ୟଜନକ – ନବୀନ

ଭୁବନେଶ୍ବର : ଭିକେ ପାଣ୍ଡିଆନଙ୍କୁ କ୍ଲିନଚିଟ୍ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଚଳିତ ସାଧାରଣ ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପାଇଁ ସିଧାସଳଖ ପାଣ୍ଡିଆନ ଏବଂ ତାଙ୍କ ଟିମକୁ ଦାୟୀ କରି ସେମାନଙ୍କୁ ଉଚିତ୍ ଶିକ୍ଷା ଦେବାକୁ ଦଳର ଯୁବ-ଛାତ୍ର କର୍ମକର୍ତ୍ତାମାନେ ଏବେ

ବଜ୍ରାଘାତରେ ୫ ମୃତ, ୪ ଗୁରୁତର

ରାଜ୍ୟରେ ଆଜି ପୃଥକ ପୃଥକ ସ୍ଥାନରେ ବଜ୍ରାଘାତରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ କୁଇଲିପାଳ ଗାଁରେ ବଜ୍ରାଘାତରେ ଖୁଦୁରା ନାଏକ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କ ଝିଅଙ୍କର ମୃତ୍ୟୁ ଘଟିଛି। ସେହିପରି

ବିଜେପି ବିଧାୟକ ଦଳ ବୈଠକ: ମୁଖ୍ୟମନ୍ତ୍ରୀ ବାଛିବେ ନେତା

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି)ର ବିଧାୟକ ଦଳ ବୈଠକ ଆସନ୍ତାକାଲି (ଶନିବାର) ଅନୁଷ୍ଠିତ ହେବ। ସାଧାରଣ ନିର୍ବାଚନ-୨୦୨୪ରେ ନିର୍ବାଚିତ ବିଧାୟକମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ନିର୍ବାଚିତ ବିଧାୟକମାନେ ନେତା ବାଛିବେ। କେନ୍ଦ୍ରରୁ ଅନୁମୋଦିତ ହୋଇଥିବା

ଛୁଟିରେ ଗଲେ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର: ଆଇଏଏସ ସୁଜାତା ସୁଜାତା କାର୍ତ୍ତିକେୟନ ୬ ମାସ ଛୁଟିରେ ଗଲେ । ନଭେମ୍ବର ୨୬ ତରିଖ ଯାଏଁ ଛୁଟିରେ ଯାଇଛନ୍ତି ବିଜେଡିର ନମ୍ବର ଟୁ ନେତା ଭି,କେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ। ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି ପାଇଁ ଛୁଟିରେ ରହିଥିବା ସେ ତାଙ୍କ ଛୁଟି ଆବେଦନ

‘ଆଗାମୀ ଦିନରେ ଓଡ଼ିଶା ସଶକ୍ତ ଏବଂ ଉନ୍ନତ ରାଜ୍ୟ ହେବ’

ପୁରୀ: ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ଆଜି ପୂର୍ବାହ୍ନରେ ରାଜ୍ୟପାଳ ରଘୁବର ଦାସ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଏଥିସହ ମା’ ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ ସହ ଆଶିଷ ଲାଭ

କଂଗ୍ରେସରୁ ବହିଷ୍କୃତ ହେଲେ ମାନସ ଚୌଧୁରୀ

କଟକ :କଂଗ୍ରେସରୁ ବହିଷ୍କୃତ ହେଲେ ମାନସ ଚୌଧୁରୀ । କଂଗ୍ରେସରୁ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀ ହୋଇଛନ୍ତି ବହିଷ୍କୃତ । ୬ ବର୍ଷ ପାଇଁ କଂଗ୍ରେସରୁ ମାନସଙ୍କୁ ବହିଷ୍କାର କଲା ଦଳ । ଦଳ ବିରୋଧି କାର୍ଯ୍ୟ ପାଇଁ ପିସିସି ସଭାପତି ଏହିଭଳି ନିଷ୍ପତି ନେଇଥିବା ସୂଚନା ରହିଛି । କହି

ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଅନ୍ତରୀଣ ଜାମିନ

ଖୋର୍ଦ୍ଧା: ଖୋର୍ଦ୍ଧାର ବିଜେପି ବିଧା୍ୟକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ତିନି ଦିନିଆ ଅନ୍ତରୀଣ ଦେଇଛନ୍ତି ଖୋର୍ଦ୍ଧା