Browsing Category

ଓଡିଶା

ଝାରସୁଗୁଡ଼ା ସହର ସାରା ପାଣ୍ଡିଆନଙ୍କ ପୋଷ୍ଟର

ଝାରସୁଗୁଡ଼ା: ଚଳିତ ନିର୍ବାଚନରେ ଓଡିଶାର ୨୪ ବର୍ଷର ନିରବଚ୍ଛିନ୍ନ ସରକାରକୁ ଲାଗିଛି ଶକ୍ତ ଝଟକା । ସାଧାରଣ ନିର୍ବାଚନ ଫଳାଫଳ ବିଜେଡି ପାଇଁ ଅପ୍ରତ୍ୟାଶିତ ରହିଛି ଓ କେତେକଙ୍କୁ ପୁରା ଚକିତ ମଧ୍ୟ କରିଛି। ବିଭିନ୍ନ ପ୍ରସଙ୍ଗରେ ପାଣ୍ଡିଆନଙ୍କ ଓଭର କନଫିଡେନ୍ସ ଆଜି ନବୀନ ଓଡ଼ିଶା ଅନ୍ତର ଏକ

ଆଜିଠୁ ଯୁକ୍ତ ଦୁଇ ଅନଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା। ଦିନ ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହୋଇଛି କମନ ଆପ୍ଲିକେସନ୍ ଫର୍ମ। ଛାତ୍ରଛାତ୍ରୀ www.samsodisha.gov.in ଏହି ୱେବସାଇଟକୁ ଯାଇ ଆବେଦନ କରିପାରିବେ। କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ

ଯବାନଙ୍କ ଶିବିର ଉପରେ ମାଓବାଦୀଙ୍କ ରକେଟ ମାଡ଼

ମାଲକାନଗିରି: ଯବାନଙ୍କ ଶିବିର ଉପରେ ମାଓବାଦୀଙ୍କ ରକେଟ ମାଡ଼। ଛତିଶଗଡ଼ର ନାରାୟଣପୁରରୁ ଆସିଛି ଏଭଳି ସାଂଘାତିକ ଚିତ୍ର। ନାରାୟଣପୁର ଜିଲ୍ଲା କୋହକାମେଟା ଥାନା ଇରକଭଟ୍ଟି ଶିବିର ଉପରେ ମାଓବାଦୀମାନେ ଲଗାତାର ଭାବେ ୟୁବିଜିଏଲ ଫାୟର କରୁଥିବା ଚିତ୍ର ଦେଖିବାକୁ ମିଳିଛି। ମାଓବାଦୀମାନେ

ଜୁନ ୧୨ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ଜୁନ୍ ୧୨ ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଅକ୍ଟୋବର ମାସ ପର୍ଯ୍ୟନ୍ତ ପରିଦର୍ଶକମାନଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ । ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛନ୍ତି ଅଭୟାରଣ୍ୟ

ପୁଣି ଶୁଭିଲା ପ୍ରଚଣ୍ଡ ଶବ୍ଦ, କେଉଁଠୁ ଆସୁଛି କିଛି ଜଣା ପଡୁନାହିଁ

ବାଲେଶ୍ବର: ପୁଣି ଶୁଭିଲା ପ୍ରଚଣ୍ଡ ଶବ୍ଦ, ଭୟଭୀତ ହୋଇ ଘରୁ ବାହାରି ଆସିଲେ ଲୋକେ । ହେଲେ କେଉଁଠୁ ଆସୁଛି କିଛି ଜଣାପଡୁନି । କିଛି ଏଭଳି ଘଟଣା ଆଜି ପୁଣି ଶୁଣିବାକୁ ମିଳିଛି ବାଲେଶ୍ବର ନୀଳଗିରି ଅଞ୍ଚଳ ଓ ଭଦ୍ରକ ବାସୁଦେବପୁରରେ । ଏଭଳି ପ୍ରଚଣ୍ଡ ଶବ୍ଦ ଶୁଣି ଭୟଭୀତ ହୋଇଛନ୍ତି ଲୋକେ |

ପୁରୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି, ଏସଆରସିଙ୍କ ଦ୍ବିତୀୟ ତଦନ୍ତ ବୈଠକ

ପୁରୀ : ପୁରୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ଶ୍ରୀକ୍ଷେତ୍ରରେ ଭଉଁରୀଯାତ୍ରା ବେଳେ ବାଣ ବିସ୍ଫୋରଣ ଘଟଣାରେ ବୃଦ୍ଧି ପାଉଛି ମୃତ୍ୟୁ ସଂଖ୍ୟା । ଆଜି ଚିକିତ୍ସାଧୀନ ଥିବା ଆଉ ଜଣେ ଗୁରୁତରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୧୧ ଗୁରୁତର ଆହତଙ୍କ ଚାଲିଛି

ତିନିରଥର ୪୨ ଚକ ନିର୍ମାଣ ଶେଷ

ପୁରୀ: ରଥ ନିର୍ମାଣ ପ୍ରକ୍ରିୟାରେ ଗୁରୁବାର ଥିଲା ବ୍ୟସ୍ତବହୁଳ ଦିନ। ମୁଖ୍ୟ ବିଶ୍ୱକର୍ମା ମୁହାଁଟରେ ବିନ୍ଧ ଅନୁକୂଳ କରିବା ସହ ବଡ଼ଦାଣ୍ଡରେ ରଥର ଦଣ୍ଡା ଅନୁକୂଳ ହୋଇଥିଲା। ପୁଣି ଯନ୍ତା ଗାଡ଼ରେ ପଡି ତିନି ରଥର ଶେଷ ସିଙ୍ଗଜା ପ୍ରସ୍ତୁତ ହୋଇଛି। ଜୁଲାଇ ୭ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ

ଜୁନ୍ ୧୦ ସୁଦ୍ଧା ଓଡ଼ିଶାରେ ପ୍ରବେଶ କରିପାରେ ଦକ୍ଷିଣ ପଶ୍ଚିମ ମୌସୁମୀ: ସିଇସି

ଭୁବନେଶ୍ୱର: ଆରବ ସାଗରରୁ ଦକ୍ଷିଣ-ପଶ୍ଚିମ ବାୟୁ ପ୍ରବାହରେ ଦକ୍ଷିଣ ପଶ୍ଚିମ ମୌସୁମୀ ଦକ୍ଷିଣ ଓଡ଼ିଶାରେ ଜୁନ୍ ୧୦ ସୁଦ୍ଧା ପ୍ରବେଶ କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ ପଶ୍ଚିମ ବାୟୁ

ଇସ୍ତଫା ଦେଲେ ଆଡଭୋକେଟ୍ ଜେନେରାଲ ଅଶୋକ ପରିଜା

ଓଡ଼ିଶାର ଆଡଭୋକେଟ୍ ଜେନେରାଲ ଅଶୋକ ପରିଜା ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସ୍ଥାନରେ ସରକାରୀ ଓକିଲ ଜ୍ୟୋତିପ୍ରକାଶ ପଟ୍ଟନାୟକ ଇନଚାର୍ଜ ଆଡଭୋକେଟ୍ ଜେନେରାଲ ଭାବେ ଦାୟିତ୍ୱ ତୁଲାଇବେ । ଶ୍ରୀ ପଟ୍ଟନାୟକ ନିଜ ଦାୟିତ୍ୱ ସହ ଅତିରିକ୍ତ ଭାବେ ‘ଆଡଭୋକେଟ୍ ଜେନେରାଲ’ଙ୍କ ଦାୟିତ୍ୱ

ଆସନ୍ତା ୧୦ତାରିଖରେ ଜନତା ମଇଦାନରେ ଶପଥ ନେବେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଜନତା ମାଇଦାନରେ ଶପଥ ନେବେ ଓଡିଶାର ନୂତନ ମୁଖ୍ୟମନ୍ତ୍ରୀ । ଏଥିସହ ଦଳର ଅନ୍ୟ ମନ୍ତ୍ରୀ ମାନେ ମଧ୍ୟ ଶପଥ ଗ୍ରହଣ କରିବେ । ଓଡିଶାରେ ଗଠନ ହେବ ନୂତନ ସରକାର । ଆସନ୍ତା ୧୦ତାରିଖରେ ଜନତା ମଇଦାନରେ ଭବ୍ୟ ଶପଥ ସମାରୋହ ଆୟୋଜନ ହେବ । ସୂଚନା ଅନୁସାରେ, ଆସନ୍ତା ୧୦ ତାରିଖରେ ଜନତା