Browsing Category

ଓଡିଶା

ଓଡ଼ିଶାରୁ ହଟିଲା ନିର୍ବାଚନୀ ଆଦର୍ଶ ଆଚରଣ ବିଧି

ରାଜ୍ୟରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଆଜି ପ୍ରତ୍ୟାହାର ହୋଇଛି । ନିର୍ବାଚନ ଆୟୋଗ ଆଜି ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ୍ ସଚିବଙ୍କୁ ଚିଠି ଲେଖି ଏନେଇ ଅବଗତ କରାଇଛନ୍ତି । ଏପଟେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ

ଲକ୍ଷ୍ମୀ ବସରୁ ହଟିଲା ଶଙ୍ଖ ଷ୍ଟିକର୍

ଭୁବନେଶ୍ବର: ବନ୍ଦ ହେଇଯିବ କି ଲକ୍ଷ୍ମୀ ବସ ? ଲକ୍ଷ୍ମୀ ବସରୁ ହଟିଲା ଶଙ୍ଖ ଷ୍ଟିକର୍। ବସର ଏକ ପାର୍ଶ୍ବରୁ ହଟିଲା ଲକ୍ଷ୍ମୀ ଚିହ୍ନ, ବସର ପଛରୁ ଲିଭିଲା ମିଶନଶକ୍ତି ଲେଖା । ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଓ ନୂଆପଡ଼ାରେ । ଗତକାଲି ଯାଏଁ ବସ୍ ଗୁଡ଼ିକରେ ଷ୍ଟିକର୍

ରାତିରେ ଦିଲ୍ଲୀ ପଳାଇଛନ୍ତି ଭି.କେ ପାଣ୍ଡିଆନ୍‌!

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆତ୍ମଘୋଷିତ ଉତ୍ତରାଧିକାରୀ ହୋଇ ଉଭୟ ଦଳ ଓ ସରକାରରେ ଏକଛାତ୍ରବାଦୀ ଚଳାଇଥିବା ଭିକେ ପାଣ୍ଡିଆନଙ୍କ ପତ୍ତା ମିଳିଛି । ଗତ ୪ତାରିଖରେ ସାଧାରଣ ନିର୍ବାଚନ ଫଳାଫଳ ଆସିବା ପରଠୁ ପାଣ୍ଡିଆନ ସର୍ବସାଧାରଣରେ ନିଖୋଜ ହୋଇଯାଇଥିଲେ। ପାଣ୍ଡିଆନଙ୍କ ରାଜନୀତିକ

ପ୍ରମୁଖ ସଚିବ ପଦରୁ ଇସ୍ତଫା ଦେଲେ ମନୋଜ କୁମାର ମିଶ୍ର

ଭୁବନେଶ୍ଵର: ଇଲେକ୍ଟ୍ରୋନିକ୍ସସ ଓ ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ପଦରୁ ଇସ୍ତଫା ଦେଲେ ମନୋଜ କୁମାର ମିଶ୍ର । ଇସ୍ତଫା ଗୃହିତ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ମିଳିଛି। ୨୦୦୦ ବ୍ୟାଚର ଆଇଆରଟିଏସ ଅଫିସର ମନୋଜ କୁମାର ମିଶ୍ର ଦୀର୍ଘ ଦିନ ଧରି ଆଇଟି ବିଭାଗର ପ୍ରମୁଖ ଶାସନ

‘ସବୁ ପାଇଁ ଦାୟୀ ନବୀନ, ପରମୁଣ୍ଡରେ ଦୋଷ ଦେଇ ଖସିପାରିବେନି’

ଭୁବନେଶ୍ବର: ‘ନବୀନଙ୍କ ପରାଜୟ ପାଇଁ ଦାୟୀ ନିଜେ ନବୀନ, ପରମୁଣ୍ଡରେ ଦୋଷ ଦେଇ ଖସିପାରିବେନି’, ଓଡିଶା ଗଡ ବିଜେପି ହାତକୁ ଗଲାପରେ କିଛି ଏମିତି କହି ନବୀନଙ୍କ ଉପରେ ବର୍ଷିଛନ୍ତି ନବନିର୍ବାଚିତ ବିଜେପି ସାଂସଦ ପ୍ରତାପ ଷଡଙ୍ଗୀ । ରାଜ୍ୟ ରାଜନୀତିରେ ସବୁ କିଛି ଓଲଟପାଲଟ ହୋଇଯାଇଛି । ଯାହା

ପରାଜିତ ପ୍ରାର୍ଥୀଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି)ର ବିପର୍ଯ୍ୟୟ ପରେ ଗୁରୁବାର ପରାଜିତ ପ୍ରାର୍ଥିମାନଂଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ ହୋଇଛି। ଏହି ବୈଠକରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଫୁଲବାଣୀ ବିଧାନସଭା ଆସନରୁ ପ୍ରାର୍ଥୀ ଜୟଶ୍ରୀ କହଁରଙ୍କ ସହିତ

ବାଲେଶ୍ୱର ଓ ଭଦ୍ରକ ବାସୁଦେବପୁରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ

ବାଲେଶ୍ବର:ବାଲେଶ୍ବର ଓ ଭଦ୍ରକ ବାସୁଦେବପୁରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ । ୧ ମିନିଟରେ ୨ରୁ ୩ ଥର ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ । ତେବେ ପାଖରେ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ଥିବାରୁ, ଗୋଳାବାରୁଦ ପରୀକ୍ଷଣ ହେଉଥିବା ଲୋକମାନେ ଅନୁମାନ କରୁଛନ୍ତି । ଏହାର କାରଣ କଣ

ବରିଷ୍ଠଙ୍କୁ ଦୁରେଇ ରଖିବା ବଡ କାରଣ: ଶଶିଭୂଷଣ

ଭୁବନେଶ୍ବର: ଚଳିତ ନିର୍ବାଚନରେ ବିଜେଡି ବିପର୍ଯ୍ୟୟର ସାମ୍ନା କରିଛି । ଦୀର୍ଘ ୨୪ ବର୍ଷ ପରେ ସରିଛି ନବୀନ ଯୁଗ । ୨୪ ବର୍ଷର ଶାସନ ଭିତରେ ଦେଶରେ ଅପ୍ରତିଦ୍ୱନ୍ଦ୍ୱୀ ଓ ଅପରାଜେୟ ନେତା ପାଲଟିଥିଲେ ନବୀନ ପଟ୍ଟନାୟକ । ଓଡିଶା ବିଧାନସଭା ନିର୍ବାଚନର ଫଳାଫଳ ପରେ ସମସ୍ତଙ୍କ ମନରେ ଗୋଟିଏ

ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ଅଧୀନ ଧରାକୋଟ ବ୍ଲକ ଶୁଣ୍ଢିପଲ୍ଲୀ ଗାଁରେ ଜଣେ ଯୁବକଙ୍କୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକଙ୍କ ନାଁ ମିଟୁ ବିଷୋୟୀ। ଅଭିଯୋଗ ଅନୁଯାୟୀ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି

ସିଏମଓରୁ ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା

ଭୁବନେଶ୍ବର: ବିଜେଡି ଧରାଶାୟୀ ହେବା ପରେ ବୁଧବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନବୀନ ପଟ୍ଟନାୟକ । ଗତକାଲି ତାଙ୍କର ଇସ୍ତଫା ପରେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦୁଇ ଜଣ ପରାମର୍ଶଦାତା ନିଜ ପଦରୁ ଇସ୍ତଫା ଦେଇଛନ୍ତି । ସେ ହେଉଛନ୍ତି ଆର୍.