Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନବୀନଙ୍କୁ ଭେଟିବାକୁ ଚାହୁଁଛନ୍ତି ବିଜେପି ନେତା ପ୍ରଦୀପ ପାଣିଗ୍ରାହୀ
ଭୁବନେଶ୍ୱର: ରାଜ୍ୟରେ ୨୪ ବର୍ଷ ୯୦ ଦିନ ସରକାରର ପତନ ହୋଇଛି। ଏହା ଓଡିଶାବାସୀଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ନିର୍ବାଚନ ଫଳାଫଳରେ ଏହା ପ୍ରତିଫଳିତ ହୋଇଛି। ଏବେ ବିଜେପି ସରକାର ଗଢ଼ିବାକୁ ଯାଉଛି। ବିଜେଡିର ବିପର୍ଯ୍ୟୟ ପଛରେ ଦଳର ଅନ୍ୟତମ ନେତା ଭି.କେ ପାଣ୍ଡିଆନ ଅନ୍ୟତମ ପ୍ରମୁଖ କାରଣ!-->…
ପରସ୍ପରକୁ ଧକ୍କା ଦେଲେ ଏକାଥରେ ୭ଟି ଗାଡି
କେନ୍ଦୁଝର : ରାସ୍ତା ଉପରେ ଏ ଚିତ୍ରକୁ ଯିଏ ଦେଖୁଥିଲା ଲୋମ ଟାଙ୍କୁରୀ ଯାଉଥିଲା ଭୟରେ । କେହି କେବେ ହୁଏତ ଆଖିରେ ଦେଖିନଥିବେ ଏତେ ବଡ ଦୁର୍ଘଟଣା । ଗୋଟେ କି ଦୁଇଟି ନୁହେଁ ଏକାଥରେ ୭ଟି ଗାଡି । ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଛି ହେଲେ ସତରେ ଏମିତି ଏକ ଲୋମ ଟାଙ୍କୁରା ଘଟଣା!-->…
ରାଜ୍ୟରେ ବନ୍ଦ ହେବ ବିଏସକେୱାଇ ,ଲାଗୁ ହେବ ଆୟୁଷ୍ମାନ ଯୋଜନା: ମନମୋହନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କିଏ ହେବ ପାର୍ଲାମେଣ୍ଟ ପାର୍ଟି ନିଷ୍ପତ୍ତି ନେବ । ସରକାର ଆସିବା ମାତ୍ରେ ଯାହା ପ୍ରତିଶ୍ରୁତି ଦେଇଥିଲୁ ତାହା କରିବୁ । ଆୟୁଷ୍ମାନ ଯୋଜନା ଲାଗୁ କରିବୁ, ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲିବୁ ବୋଲି ନିଜର ପ୍ରତିକ୍ରିୟା ରଖିଛନ୍ତି ମନମୋହନ ସାମଲ ।
ବିଜେପିର!-->!-->!-->…
ମହାନଦୀ ସେତୁ ଭିତରକୁ ଛିଟିକି ପଡିଲା ଡିଜେଲ ବୋଝେଇ ଟ୍ରକ
ସୋନପୁର : ସୋନପୁର ମହାନଦୀ ସେତୁ ଉପରେ ଡିଜେଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବର୍ତ୍ତିଲେ ଚାଳକ । ଗତକାଲି ବିଳମ୍ବିତ ରାତିରେ ଟିଟିଲାଗଡରୁ ସମ୍ବଲପୁରକୁ ଡିଜେଲ ବୋଝେଇ ଟ୍ରକ ଯାଉଥିବାବେଳେ ଟ୍ରକ ସମ୍ମୁଖ ଭାଗର ୨ଟି ଚକା ଫାଟି ଯାଇଥିଲା । ଫଳରେ ଟ୍ରକଟି ସେତୁର ଫୁଟପାତରେ ବାଡେଇ!-->…
ଜିତିବା ପରେ ବିଜେପିକୁ ଫେରିଲେ ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ
ଭୁବନେଶ୍ବର: ଘର ବାହୁଡା ହେଲେ ହିମାଂଶୁ । ଧର୍ମଶାଳାରୁ ସ୍ୱାଧୀନ ଭାବେ ବିଜୟୀ ହୋଇଥିବା ବିଧାୟକ ହିମାଂଶୁ ଶେଖର ସାହୁ ପୁଣି ବିଜେପିରେ ଯୋଗଦେଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି ହିମାଂଶୁ ।
ସୂଚନାଯୋଗ୍ୟ, ନିର୍ବାଚନର କିଛି ମାସ!-->!-->!-->…
କେନ୍ଦ୍ରାପଡ଼ାରେ ବୈଜୟନ୍ତଙ୍କ ବିଜୟ ଶୋଭାଯାତ୍ରା
କେନ୍ଦ୍ରାପଡ଼ା ଲୋକସଭା ଆସନରୁ ଜିତିବା ପରେ ବୈଜୟନ୍ତ ପଣ୍ଡା ବିଜୟ ଶୋଭାଯାତ୍ରା କରିଛନ୍ତି। ଏହି ଶୋଭାଯାତ୍ରା କେନ୍ଦ୍ରାପଡ଼ା ସହରର ଦୁହୁରିଆ ଠାରୁ ବାହାରି ୨୦ କିଲୋମିଟର ପଥ ଅତିକ୍ରମ କରି ବଳଦେବଜୀଉଙ୍କ ମନ୍ଦିର ଇଚ୍ଛାପୁର ଠାରେ ଶେଷ ହେବ। ଏହି ଶୋଭାଯାତ୍ରାରେ କେନ୍ଦ୍ରାପଡ଼ାର ୭ଟି!-->…
୩ ରୁ ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ
ଭୁବନେଶ୍ବର: ୩ ରୁ ୪ ଦିନରେ ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ । ଓଡ଼ିଶାରେ ମୌସୁମୀ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ।
ଚଳିତଥର!-->!-->!-->…
ଗାଧେଇବାକୁ ଯାଇଥିବା ସମୟରେ ଭିଡିନେଲା କୁମ୍ଭୀର
ଆଳି : ପୁଣି ମାତିଲା ମଣିଷଖିଆ କୁମ୍ଭୀର । କିଛି ଦିନର ନିରବତା ପରେ ଦେଖିବାକୁ ମିଳିଛି କୁମ୍ଭୀରର ଆତଙ୍କ । କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ କାଟଣାବଣିଆ ପଂଚାୟତର ସିଙ୍ଗିଡ଼ି ଗାଁରେ ଘଟିଛି ଏକ ଅଭାବନୀ ଘଟଣା । ସୂଚନା ମୁତାବକ, ଗାଁ ନିକଟସ୍ଥ ଏକ ଜୋରରେ ମଣିଷଖିଆ!-->…
ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁସଂଖ୍ୟା ୧୫କୁ ବୃଦ୍ଧି, ୧୨ ଜଣ ଚିକିତ୍ସାଧୀନ
ପୁରୀ: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁସଂଖ୍ୟା ୧୫କୁ ବୃଦ୍ଧି ପାଇଥିବା ବେଳେ ୧୨ ଜଣ ଚିକିତ୍ସାଧୀନ ଅଛନ୍ତି। ମୃତ୍ୟୁସଂଖ୍ୟା ବୃଦ୍ଧି ନେଇ ଏସ୍ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା!-->…
ଭାରସାମ୍ୟ ହରାଇ ଘରକୁ ମାଡ଼ିଗଲା ଡମ୍ଫର, ସ୍ୱାମୀ-ସ୍ତ୍ରୀ ମୃତ
ଜଳେଶ୍ୱର : ମାଡିଗଲା ଚିପ୍ସ ବୋଝେଇ ଡମ୍ଫର । ସ୍ୱାମୀ-ସ୍ତ୍ରୀ ମୃତ । ଘର ଭିତରେ ଶୋଇଥିବା ବେଳେ ମାଡିଗଲା ଡମ୍ପର । ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଆମ୍ବଳିଅଠା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ୨ ମୃତକ ହେଲେ କାଶିଡିହା ଗାଁର ସୁଧୀର ଜେନା ଓ ଗୀତାରାଣି ଜେନା । ତେବେ!-->…