Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କାକଟପୁରର ପାନବରଜ ପୋଲିଂ ବୁଥ୍: ସୋସିଆଲ ମିଡ଼ିଆରେ ଭାଇରାଲ
କାକଟପୁର: ଓଡ଼ିଶାର ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନରେ ମତଦାନ ଜାରି ରହିଛି। ପୁରୀ ସଂସଦୀୟ କ୍ଷେତ୍ରର କାକଟପୁରର ଏକ ଇକୋ ଫ୍ରେଣ୍ଡଲି ପୋଲିଂ ବୁଥ୍ ସୋସିଆଲ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଏହି ପୋଲିଂ ବୁଥ୍ରେ ପାନ ବରଜ ପାଲଟିଛି।ପୋଲିଂ ବୁଥ୍ ଉପରେ ପାନ ବରଜ ଭଳି ତାଟି,!-->…
ରାଜ୍ୟରେ ସନ୍ଧ୍ୟା ୫ସୁଦ୍ଧା ୬୨.୪୬% ମତଦାନ: ଜଗତସିଂହପୁରରେ ସର୍ବାଧିକ, ଭଦ୍ରକରେ ସର୍ବନିମ୍ନ ଭୋଟିଂ
ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ ପାଇଁ ମତଦାନ ସମୟ ଶେଷ ହୋଇଛି। କିନ୍ତୁ ମତଦାନ କେନ୍ଦ୍ର ପରିସରରେ ଯେଉଁ ମତଦାତା ଏବେ ବି ଧାଡ଼ିରେ ଅଛନ୍ତି ସେମାନେ ଭୋଟ୍ ଦେବେ। ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ ହୋଇଛି। ଏହାରି ମଧ୍ୟରେ ଜଗତସିଂହପୁରରେ ସର୍ବାଧିକ ଓ!-->…
ଓଡ଼ିଶାରେ ଲୋକସଭା ନିର୍ବାଚନ: ବିଜେପି ସପକ୍ଷରେ ବୁଥ୍ ବାହୁଡ଼ା ମତ, ବିଜେଡିକୁ ହେବାକୁ ପଡ଼ିପାରେ ନିରାଶ
ଭୁବନେଶ୍ବର: ଲୋକସଭା ନିର୍ବାଚନ-୨୦୨୪ର ସପ୍ତମ ତଥା ଶେଷ ପର୍ଯ୍ୟାୟ ମତଦାନ ଶନିବାର ଶେଷ ହୋଇଛି। ଆସନ୍ତା ୪ ତାରିଖରେ ଏହାର ଫଳ ପ୍ରକାଶ ପାଇବ। ଏହା ପୂର୍ବରୁ ଆଜି ବିଭିନ୍ନ ଜାତୀୟ ଗଣମାଧ୍ୟମର ସହାୟତାରେ ସର୍ଭେ ସଂସ୍ଥାଗୁଡ଼ିକ ବୁଥ୍ ବାହୁଡ଼ା ମତ ପ୍ରକାଶ କରିଛନ୍ତି। ଏଥର ଲୋକସଭା!-->…
ଭୋଟ ବେଳେ ଅଘଟଣ; ଟଳି ପଡ଼ିଲେ BLO
ଯାଜପୁର : ନିର୍ବାଚନ ଡ୍ୟୁଟିରେ ଥିବା ବେଳେ ଜଣେ ବୁଥ୍ ସ୍ତରୀୟ ଅଧିକାରୀ (BLO)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ଯାଜପୁର ଜିଲ୍ଲା ବିଞ୍ଝାରପୁର ଓଳେଇଚନ୍ଦନପୁର ୧୫୭ନଂ ବୁଥ୍ରେ ତାଙ୍କୁ ନିୟୋଜିତ କରାଯାଇଥିଲା। ତାଙ୍କ ନାଁ ମନୋରଞ୍ଜନ ସାହୁ। ସେ ଜଣେ ସହକାରୀ ଶିକ୍ଷକ ଥିଲେ।ବିଞ୍ଝାରପୁର!-->…
ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୯ କୁ ବୃଦ୍ଧି
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା। ଆଜି ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ପ୍ରେସ୍ ରିଲିଜ୍ ଜରିଆରେ ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍ଆର୍ସି)ଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ଓ!-->…
ଭୋଟ ବର୍ଜନ କଲେ ଯୋମୁନାଗଡ଼ ବସ୍ତି ବାସିନ୍ଦା: କହିଲେ, ଦାବି ପୂରଣ ନ ହେବାରୁ ମତଦାନ କଲୁ ନାହିଁ…
ଶିମିଳିପାଳ: ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି। ମୟୂରଭଞ୍ଜ ଜିଲ୍ଲା ଉଦଳା ନିର୍ବାଚନ ମଣ୍ଡଳୀ ଯୋମୁନାଗଡ଼ର ବସ୍ତି ବାସିନ୍ଦା ଭୋଟ ବର୍ଜନ କରିଛନ୍ତି। ବିଭିନ୍ନ ସମସ୍ୟା ନେଇ ଶିମିଳିପାଳର ଯୋମୁନାଗଡ଼ର ବିସ୍ଥାପିତ ଭୋଟ ବର୍ଜନ କରିଥିବା କୁହାଯାଉଛି।୨୦୧୫!-->…
ସାଲେପୁରରେ ବିଜେପି ପ୍ରାର୍ଥୀଙ୍କ ଏଜେଣ୍ଟଙ୍କୁ ପନିକିରେ ବିଜେଡି କର୍ମୀଙ୍କ ଆକ୍ରମଣ: ଧାମନଗରରେ ଦୁଇ ଗୋଷ୍ଠୀ…
କଟକ: କଟକ ଜିଲ୍ଲା ସାଲେପୁର ମାଳଶାସନ ୧୮୪ ଓ ୧୮୫ ନମ୍ବର ବୁଥରେ ଘଟିଛି ନିର୍ବାଚନୀ ହିଂସା। ଏଠାରେ ବିଜେପି ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟଙ୍କ ଏଜେଣ୍ଟ ଓ ୩ଜଣ ସମର୍ଥକଙ୍କୁ ବିଜେଡି ସମର୍ଥକ ମରଣାନ୍ତକ ଆକ୍ରମଣ କରିବା ସହ ଠେଙ୍ଗାରେ ପିଟିଥିବାର ଅଭିଯୋଗ ହୋଇଛି। ସମସ୍ତ ଆହତଙ୍କୁ!-->…
ବିଷମକଟକ ବସ୍ଷ୍ଟାଣ୍ଡରେ ଜଳିଗଲା ୪ଟି ଘରୋଇ ଯାତ୍ରୀବାହୀ ବସ୍
ରାୟଗଡ଼ା/ବିଷମକଟକ: ରାୟଗଡା ଜିଲ୍ଲା ବିଷମକଟକ ସଦର ଥାନା ଅନ୍ତର୍ଗତ ବିଜୁ ପଟ୍ଟନାୟକ ବସ୍ଷ୍ଟାଣ୍ଡରେ ଅଘଟଣ ଘଟିଛି। ଆଜି ଅପରାହ୍ଣରେ ଚାରୋଟି ଘରୋଇ ଯାତ୍ରୀବାହୀ ବସ୍ରେ ନିଆଁ ଲାଗିଛି।ସୂଚନା ପାଇଁ ଘଟଣା ସ୍ଥଳରେ ଦୁଇଟି ଦମକଳ ବାହନୀ ପହଁଞ୍ଚି ନିଆଁକୁ ଆୟତ କରିବା କାର୍ଯ୍ୟରେ ଲାଗି!-->…
ଭୋଟ୍ ଦେବାକୁ ଯାଇଥିବା ବେଳେ ସ୍ତ୍ରୀ କୁ ବୁଥ୍ ସାମ୍ନାରେ ମାରି ଦେଲା ସ୍ୱାମୀ…
ଭଦ୍ରକ : ଭୋଟ୍ ଦେବାକୁ ଯାଇଥିବା ବେଳେ ଜଣେ ମହିଳାଙ୍କୁ ବୁଥ୍ ସମ୍ମୁଖରେ ତାଙ୍କ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାଟି ଘଟିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ପଞ୍ଚାୟତର ମୁକ୍ତାଡ଼ିହି ଗାଁର ୪ ନମ୍ବର ବୁଥ ସାମ୍ନାରେ।ମୃତ ମହିଳାଙ୍କ ନାଁ ରଶ୍ମିରେଖା ବେହେରା। ତାଙ୍କ!-->…
ପ୍ରିଜାଇଣ୍ଡିଂ ଅଫିସର ନିଲମ୍ବିତ
ଜଗତସିଂହପୁର : ଆଜି ଶେଷ ପର୍ଯ୍ୟାୟ ନିର୍ବାଚନ ଚାଲିଥିବା ବେଳେ ଜଗତସିଂହପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ନିଆଳି ବିଧାନସଭା ନିର୍ବାଚନ ମଣ୍ଡଳୀର ୭୫ନଂ ବୁଥ୍ର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ କରାଯାଇଛି। ତାଙ୍କ ନାଁ ଲକ୍ଷ୍ମୀନାରାୟଣ ଦାଶ। ସେ ଜଣେ ଅଧ୍ୟାପକ।ନିର୍ବାଚନ କାର୍ଯ୍ୟରେ!-->…