Browsing Category

ଓଡିଶା

ଶ୍ରୀମନ୍ଦିରରେ ଆଜିଠୁ ୭ ଦିନ ଧରି ଚାଲିବ ଝୁଲଣ ଯାତ୍ରା

ପୁରୀ : ଆଜି ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା ସହ ବାଡ଼ି ନୃସିଂହ ବିଜେ ନୀତି ଅନୁଷ୍ଠିତ ହେବ । ଶ୍ରୀ ନୃସିଂହ ମହାପ୍ରଭୁ ଶ୍ରୀମନ୍ଦିରରୁ ବାହାରି ଶ୍ରୀକ୍ଷେତ୍ର ପରିକ୍ରମା କରିବେ। ଚାରି ଆଶ୍ରମ ବିଜେ କରି ନୀତି ସମାପନ କରିବେ । ଶ୍ରୀମନ୍ଦିର ମୁକ୍ତିମଣ୍ଡପ ସ୍ଥିତ ଝୁଲଣରେ ମହାପ୍ରଭୁଙ୍କ…

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ୯ ରାଜ୍ୟର ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ

ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ୯ ରାଜ୍ୟର ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ। ଓଡ଼ିଶାର ଗୋଟିଏ ଆସନ ପାଇଁ ହେବ ଉପନିର୍ବାଚନ। ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଆସନ। ଅଗଷ୍ଟ ୨୧ରେ ନାମାଙ୍କନ ଦାଖଲର ଶେଷ ଦିନ ହୋଇଥିବା ବେଳେ ଅଗଷ୍ଟ ୨୭ରେ…

ପୁଅକୁ ଧରି ଚିତ୍ରୋତ୍ପଳା ନଦୀକୁ ଡେଇଁ ପଡ଼ିଲା ମା’

ସାଲେପୁର: କଟକ ଜିଲ୍ଲା ସାଲେପୁରର ନେମାଳ ବ୍ରିଜରୁ ଜଣେ ମହିଳା ନିଜ ଛୋଟ ପୁଅକୁ ଧରି ଚିତ୍ରୋତ୍ପଳା ନଦୀକୁ ଡେଇଁ ପଡ଼ି‌ଥିବ ଜଣାଯାଇଛି।ଅଗ୍ନିଶମ ବାହିନୀ ଖୋଜାଖୋଜି କରିବା ପରେ ପୁଅର ମୃତଦେହ ନଦୀରୁ ଉଦ୍ଧାର କରିଥିବା ବେଳେ ମା’ର ପତ୍ତା ମିଳିନାହିଁ। ମୃତ ପୁଅର ବୟସ ୫ରୁ…

ପଶ୍ଚିମବଙ୍ଗରୁ ସୁରକ୍ଷିତ ମୁକୁଳିଲେ ଅଟକ ଥିବା ଓଡ଼ିଆ

ବାଲେଶ୍ଵର: ପଶ୍ଚିମବଙ୍ଗରୁ ସୁରକ୍ଷିତ ମୁକୁଳିଲେ ଅଟକ ଥିବା ଓଡ଼ିଆ। ୩୦୦ ଲୋକଙ୍କୁ ଅଟକ ରଖିଥିଲେ ପଶ୍ଚିମବଙ୍ଗ ଲୋକ। ଓଡ଼ିଶା ସରକାରଙ୍କ ହସ୍ତକ୍ଷେପ ପରେ ସମସ୍ତେ ଫେରିଥିବା ନେଇ ସୂଚନା ମିଳିଛି। ସ୍ବତନ୍ତ୍ର ବସ୍ ଯୋଗେ ୩୦୦ ଜଣ ଯାକ ରୋଗୀ ଓ ସମ୍ପର୍କୀୟ ଘରକୁ ଫେରିଛନ୍ତି। ସୂଚନା…

ଏସସିବିରେ ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ ଘଟଣା : ବନ୍ଧା ହେଲେ ଡାକ୍ତର

କଟକ: ଏସସିବିରେ ରୋଗୀଙ୍କୁ ଜଣେ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ ଘଟଣାର ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ କଲା ସ୍ବାସ୍ଥ୍ୟ ବିଭାଗ । କମିଟିରେ ଡିଏମଇଟି ସନ୍ତୋଷ ମିଶ୍ର, ଏସସିବି ଅଧୀକ୍ଷକ ସୁଧାଂଶୁ ମିଶ୍ର, ଯୁଗ୍ମ ଡିଏମଇଟି ରୋମା ରତନ ରହିଛନ୍ତି । ସେପଟେ ଏହି ଘଟଣାର ଅଭିଯୁକ୍ତ ଡାକ୍ତର…

୩୫ ଟି ଇ-ବସ୍‌ର ସମୀକ୍ଷା କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଅବଢା ଯୋଜନା ମାଧ୍ୟମରେ ଆସିଥିବା ୩୫ ଗୋଟି ଇ-ବସ୍ ଗୁଡିକର ଆଜି ସମୀକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ପୁରୀ ସମଙ୍ଗ ପାର୍କିଂ ଠାରେ ରଖାଯାଇଥିବା ଏହି ବସଗୁଡିକୁ ନିରୀକ୍ଷଣ କରିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ସହ ମୁଖ୍ୟ ପ୍ରଶାସକ ଆଲୋଚନା…

ଶ୍ରୀକ୍ଷେତ୍ରକୁ ଗମନା ଗମନା ସୁଗମ କରିବା ପାଇଁ ଭୁବନେଶ୍ୱର-ପୁରୀ ରାସ୍ତା ହେବ ୬ ଲେନ୍‌

୪ ଧାମ ଭିତରୁ ଅନ୍ୟତମ ଧାମ ହେଉଛି ଶ୍ରୀକ୍ଷେତ୍ର। ମହାପ୍ରଭୁଙ୍କ ଏହି ପୀଠକୁ ପ୍ରତିଦିନ ହଜାର ହଜାର ଶ୍ରଦ୍ଧାଳୁ ଆସୁଛନ୍ତି। ଶ୍ରଦ୍ଧାଳୁଙ୍କ ଗମନା ଗମନାକୁ ସୁଗମ କରିବା ପାଇଁ ୪ ଲେନ୍‌ ବିଶିଷ୍ଟ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ୬ ଲେନ୍‌ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର…

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’, ବିଜ୍ଞପ୍ତି ଜାରି କଲେ ସରକାର

ଭୁବନେଶ୍ୱର: ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’ ଗଞ୍ଜେଇ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳ ବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଓଡିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦, ୨୦୧୩)ର ଧାରା ୨ର କ୍ଲଜ (t) ଅନୁଯାୟୀ ଅବକାରୀ ବିଭାଗ ଏହି ଘୋଷଣା କରିଛି।…

ସାଧାରଣ ଲୋକଙ୍କ ମତାମତ ନିଆଯିବା ପରେ ଜାରି ହେବ ସୁଭଦ୍ରା ଯୋଜନାର ଏସ୍ଓପି: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ସାଧାରଣ ଲୋକଙ୍କ ମତାମତ ନିଆଯିବା ପରେ ଜାରି ହେବ ସୁଭଦ୍ରା ଯୋଜନାର ଏସ୍ଓପି। ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ପ୍ରସ୍ତୁତ ସରିଛି, ଲୋକଙ୍କ ମତାମତକୁ ଅପେକ୍ଷା କରାଯାଇଛି। ସାରା ରାଜ୍ୟରେ ୧୦ଟି କ୍ଲଷ୍ଟରରେ…

ସୁଦୃଢ଼ ଶିକ୍ଷାନୀତିର ପ୍ରଣୟନ ଆଣିବ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପ୍ଳବ: ମନ୍ତ୍ରୀ 

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି -୨୦୨୦ର ପ୍ରଣୟନ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପ୍ଳବ ଆଣିବ। ୧୯୩୬ ମସିହାରେ ଓଡ଼ିଶା ଏକ ଭାଷାଭିତ୍ତିକ ପ୍ରଦେଶର ମାନ୍ୟତା ପାଇଥିଲା। ୨୦୩୬ ମସିହା ସୁଦ୍ଧା ଓଡ଼ିଶାର ସାମାଜିକ ଓ ଅର୍ଥନୈତକ ବିକାଶର ସ୍ବପ୍ନ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ…