Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୁରୀ ବାଣ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ୨ ମୃତ, ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି
ଭୁବନେଶ୍ବର/ପୁରୀ: ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନିତି ଚାଲୁଥିବା ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିସନର (ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ଏଥି ସହିତ ବାଣ!-->…
ରାଉରକେଲାରେ ୧୩ ମୃତ୍ୟୁ ଘଟଣା: ବିଶେଷଜ୍ଞ ଡାକ୍ତର କହିଲେ- ଅଂଶୁଘାତ ଜନିତ ମୃତ୍ୟୁ ହୋଇ ଥାଇପାରେ
ଭୁବନେଶ୍ବର: ରାଉରକେଲା ସରକାରୀ ଡାକ୍ତରଖାନାରେ ୧୩ ଜଣ ଲୋକଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ଚିନ୍ତା ବଢ଼ିଛି। ମୃତ୍ୟୁର କାରଣ ଜାଣିବାକୁ ସ୍ବାସ୍ଥ୍ୟ ବିଭାଗ ତଦନ୍ତ ନିର୍ଦ୍ଦେଶ ମଧ୍ୟ ଦେଇଛି। ଏପରି ସ୍ଥିତିରେ ଅସ୍ବାଭାବିକ ମୃତ୍ୟୁର ସମ୍ଭାବ୍ୟ କାରଣ ନେଇ ବିଶେଷଜ୍ଞ ଡାକ୍ତର ଜୟନ୍ତ ପଣ୍ଡା!-->…
ପଶ୍ଚିମ ଓଡ଼ିଶାରେ ଅଗ୍ନି ବର୍ଷା: ଟିଟିଲାଗଡ଼ରେ ପାରଦ ୪୬.୫ ଡିଗ୍ରି ରେକର୍ଡ
ଭୁବନେଶ୍ବର: ପଶ୍ଚିମ ଓଡ଼ିଶାରେ ଶୁକ୍ରବାର ଅଗ୍ନି ବର୍ଷା ହୋଇଛି। ସର୍ବୋଚ୍ଚ ତାପମାତ୍ରା ପାଇଁ ଅତୀତରେ ରେକର୍ଡ କରିଥିବା ଟିଟିଲାଗଡ଼ରେ ପାରଦ ଆଜି ୪୬.୫ ଡିଗ୍ରିକୁ ଉଠିଛି। ବଲାଙ୍ଗୀରବାସୀଙ୍କୁ ମଧ୍ୟ ଆଜି ପ୍ରବଳ ଖରାରେ ସିଝିବାକୁ ପଡ଼ିଛି। ଏଠାରେ ତାପମାତ୍ରା ୪୬.୫ ଡିଗ୍ରି ରେକର୍ଡ ହୋଇଛି।!-->…
ଶେରଗଡ଼ ତହସିଲ ଅଞ୍ଚଳରେ ଜମି ମାଫିଆଙ୍କ ରାଜ : କବ୍ଜା ରେ ଏକର ଏକର ଜମି…
ସନ୍ଦେହ ଘେରରେ ତହସିଲଦାର ଙ୍କ ଭୂମିକା...!!
ନିର୍ବାଚନ ନ ସରିବା ପୂର୍ବରୁ ଏକଜିଟ୍ ପୋଲ: ଘରୋଇ ଟିଭି ଚ୍ୟାନେଲ ବିରୋଧରେ ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ରିପୋର୍ଟ ଦାଖଲ…
ଭୁବନେଶ୍ବର: ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ନିର୍ବାଚନ କମିଶନ ଏକ ଘରୋଇ ଟିଭି ଚ୍ୟାନେଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶାର ଏକ ଘରୋଇ ଟିଭି ଚ୍ୟାନେଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭାରତୀୟ ନିର୍ବାଚନ ଆୟୋଗ!-->…
ବିଜେଡିର ବିଜ୍ଞାପନକୁ କାଉଣ୍ଟର କଲେ ଅଶ୍ୱିନୀ ବୈଷ୍ଣବ, ଦେଲେ ତଥ୍ୟ
ଭୁବନେଶ୍ବର : ବିଜେଡିର ବିଜ୍ଞାପନକୁ କାଉଣ୍ଟର କଲେ ରେଳ ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଆଜି ବିଭିନ୍ନ ଛାପା ଗଣମାଧ୍ୟମରେ କେନ୍ଦ୍ର ସରକାର ଓଡ଼ିଶାକୁ ଉପେକ୍ଷା କରିଥିବା ନେଇ ବିଜ୍ଞାପନ ଦେଇଛି ବିଜେଡି। ତେବେ ଏହାର ସତ୍ୟତା କେତେ, ତାହା ତଥ୍ୟ ସହିତ ଶୋସାଲ ମିଡିଆ 'ଏକ୍ସ'ରେ ଉଲ୍ଲେଖ!-->…
ନବୀନଙ୍କ ରୁମ୍ରୁ ଟେଲିଫୋନ୍ କଟାଯାଇଛି: ଧର୍ମେନ୍ଦ୍ର
ଭୁବନେଶ୍ବର : “ନବୀନ ନିବାସର ନବୀନ ପଟ୍ଟନାୟକଙ୍କ ରୁମ୍ରେ ଟେଲିଫୋନ ସଂଯୋଗ ନାହିଁ। ତାଙ୍କ ରୁମ୍ରେ ଡାଇରେକ୍ଟ ଟେଲିଫୋନ କନେକ୍ସନ ନାହିଁ। ନବୀନଙ୍କ ରୁମ୍ରେ ଯେଉଁ ଟିଭି ଅଛି, ସେଠି ଓଡ଼ିଆ ଚ୍ୟାନେଲ ନାହିଁ। କେବଳ ଇଂଲିଶ ନ୍ୟୁଜ ଚ୍ୟାନେଲ ତାଙ୍କ ଟିଭିରେ ଦିଆଯାଇଛି। ନବୀନଙ୍କ ଅଭ୍ୟାସ!-->…
ଖାମ୍ରେ ହଜାରେ ଟଙ୍କା ଭର୍ତ୍ତି କରି ବାଣ୍ଟୁଥିବା ଅଭିଯୋଗ: ୨ ଗିରଫ
ମୟୂରଭଞ୍ଜ: ଜୁନ୍ ୧ରେ ଓଡ଼ିଶାର ୬ଟି ଲୋକସଭା ଏବଂ ୪୨ଟି ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ଏପରିସ୍ଥଳେ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଟଙ୍କା ବାଣ୍ଟୁଥିବା ବେଳେ ଦୁଇ ଜଣଙ୍କୁ ପୁଲିସ୍ ଧରିଛି । ମୟୂରଭଞ୍ଜ ଜିଲ୍ଲା ଉଦଳାର ଗୋଧିମରା ଗାଁରେ ଭୋଟରଙ୍କୁ ଟଙ୍କା ବଣ୍ଟା ଚାଲିଥିବା!-->…
ପୁରୀ ବାଣ ବିସ୍ଫୋରଣ: ମୃତକ ପରିବାରଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଶ୍ରୀକ୍ଷେତ୍ରରେ ଭଉଁରୀରେ ଘଟିଥିବା ବାଣ ବିସ୍ଫୋରଣ ଘଟଣାରେ ଏଯାବତ ୩ ଜଣ ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକ ପରିବାରଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।ଏହା ପୁର୍ବରୁ ଗୁରୁବାର ସକାଳେ ପୁରୀ ବାଣ ବିସ୍ଫୋରଣ ଘଟଣାରେ!-->…
ରାଉରକେଲା ସରକାରୀ ଡାକ୍ତରଖାନାରେ ୬ ଘଣ୍ଟାରେ ୧୦ ଜଣଙ୍କ ମୃତ୍ୟୁ
ରାଉରକେଲା ସରକାରୀ ଡାକ୍ତରଖାନା (RGH)ରେ ସାଢ଼େ ୬ ଘଣ୍ଟା ଭିତରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଡାକ୍ତରଖାନାର ଭାରପ୍ରାପ୍ତ ଅଧୀକ୍ଷକ ଡାକ୍ତର ସୁଧାରାଣୀ ପ୍ରଧାନ ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଦିନ ସାଢ଼େ ଗୋଟାଏରୁ ୮ଟା ମଧ୍ୟରେ ୧୦ ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଛି। ୮!-->!-->!-->…