Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଜେଡି ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟ ନୋଟିସ
କଟକ: ନିର୍ବାଚନରେ ଅନିୟମିତତା ମାମଲାରେ ଆଉ ଜଣେ ବିଧାୟକଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି । ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ନୋଟିସ ଜାରି ହୋଇଛି । ରସିଦ୍ ଅସଲମ ନାମକ ଜଣେ ଭୋଟର ସାରଦାଙ୍କ ନାଁରେ ମାମଲା ଦାଏର କରିଥିଲେ ।
ତେବେ ନାମାଙ୍କନ ବେଳେ ମିଥ୍ୟା ସତ୍ୟପାଠ!-->!-->!-->…
ଓଡ଼ିଶାରେ ଏମିତି ଖଣିଜ ପଦାର୍ଥ ଅଛି ଯାହା ଭାରତର ଅନ୍ୟ ଜାଗାରେ ମିଳେ ନାହିଁ: ପଦ୍ମଶ୍ରୀ ଡଃ କୋଟା ହରିନାରାୟଣ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ବିଜ୍ଞାନ ଏବଂ ପ୍ରଯୁକ୍ତି କ୍ଷେତ୍ରରେ ଆଗ୍ରହ କମ୍ ଥିବା କହିଲେ ପଦ୍ମଶ୍ରୀ ଡଃ କୋଟା ହରିନାରାୟଣ । ଓଡ଼ିଶା ହେଉଛି ବିଭିନ୍ନ ପ୍ରକାର ଖଣିଜ ସମ୍ପଦର ଗନ୍ଥା ଘର। ଏଠି ଏମିତି ଅନେକ ଖଣିଜ ଅଛି ଯାହା ଭାରତର ଅନ୍ୟ ଜାଗାରେ ମିଳେ ନାହିଁ। ଏମିତି କିଛି ଖଣିଜ ଅଛି!-->…
ଭତ୍ତାଧାରୀ ବୟସ୍କଙ୍କ ସହ ପ୍ରତାରଣା କରିଛି ବିଜେପି: ନବୀନ
ଭୁବନେଶ୍ୱର: ବୟସ୍କଙ୍କ ଭତ୍ତା ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ l ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ ସେୟାର କରି ବିଜେପିକୁ ଟାର୍ଗେଟ କରିଛନ୍ତି ନବୀନ l ନବୀନ ଲେଖିଛନ୍ତି ଯେ, ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ!-->…
ଆସନ୍ତା ୧୭ ତାରିଖରେ ଓଟିଇଟି ପରୀକ୍ଷା
କଟକ : ଆସନ୍ତା ୧୭ ତାରିଖରେ ଓଟିଇଟି ପରୀକ୍ଷା । ଓଟିଇଟି ଓଡିଶା ଟିଚର ଇଲିଜିବିଲିଟି ଟେଷ୍ଟ । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରୁଛି ଏହି ପରୀକ୍ଷା । ବୋର୍ଡର ୱେବସାଇଟ www.bseodisha.ac.in ରେ ଉପଲବ୍ଧ ହେଉଛି ଆଡ଼ମିଟ କାର୍ଡ । ରାଜ୍ୟର ୪୩୦ ପରୀକ୍ଷା କେନ୍ଦ୍ରରେ ହେଉଛି ପରୀକ୍ଷା!-->…
ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କ ଘରୁ ମିଳିଲା ପୁଳାପୁଳା ସୁନା ଓ ହୀରାର ଗହଣା
ଭୁବନେଶ୍ୱର: କୁବେର ପୂର୍ବତନ ଯନ୍ତ୍ରୀ l ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କଠାରୁ ଅମାପ ସଂପତ୍ତି ଜବତ କରିଛି ଭିଜିଲାନ୍ସ l ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କର ଭୁବନେଶ୍ବରରେ ୭ଟି ଓ ଝାରସୁଗୁଡ଼ାରେ ୩ଟି ଫ୍ଲାଟ ସହ ଭୁବନେଶ୍ବର, କଟକ ଓ ଜଟଣୀରେ ୭ଟି!-->…
କଲେଜ ଯାଉଥିବା ସମୟରେ ଗୋଡ଼ାଇ ଗୋଡ଼ାଇ ଅଧ୍ୟାପକଙ୍କୁ ଆକ୍ରମଣ କଲେ ଦୁର୍ବୁତ୍ତ
ଉଦଳା: ସବୁଦିନ ଭଳି ସେଦିନ ବି କଲେଜ ଯାଉଥିଲେ ଏ ଅଧ୍ୟାପକ, କିନ୍ତୁ ସେ କେବେ ବି ଭାବିନଥିଲେ ତାଙ୍କ ସହ ଏମିତି ଘଟିଯିବ । ହେଲମେଟ ପିନ୍ଧି ବାଇକ୍ ଯୋଗେ କଲେଜ ଯାଉଥିଲେ । କିନ୍ତୁ ହଠାତ ପଛରୁ ଦୁଇ ଦୁର୍ବୁତ୍ତ ଆସି ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କଲେ । ଆଉ ମୁଣ୍ଡରେ ହେଲମେଟ ଥିବାରୁ!-->…
ଜିରା ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର
ବରଗଡ: ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ନଦୀକୁ ଡେଇଁ ଅନେକ ପ୍ରାଣ ହରାଉଥିବା ଖବର ସାମ୍ନାକୁ ଆସୁଛି । ପୁଣି ଆଜି ଏଭଳି ଏକ ଘଟଣା ବରଗଡରେ ଦେଖିବାକୁ ମିଳିଛି । ଜିଲ୍ଲାର ୱାର୍ଡ ନମ୍ବର ୨ ବାଲିଟିକ୍ରା ଜିରା ନଦୀରୁ ଆଜି ସକାଳ ୮ ସମୟରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ।
!-->!-->…
୫ ବର୍ଷ ପରେ ଓଡ଼ିଶାରେ କେହି ଭୂମିହୀନ ଓ ବାସହୀନ ରହିବେନି
ଆଗାମୀ ୫ ବର୍ଷ ପରେ ଓଡ଼ିଶାରେ କେହି ଭୂମିହୀନ ଓ ବାସହୀନ ରହିବେନି। ଗରିବ ଭୂମିହୀନ ଓ ବାସହୀନଙ୍କୁ ଘର ନିର୍ମାଣ ପାଇଁ ଜମି ଯୋଗାଇ ଦିଆଯିବ। ଏପରିକି ସେହି ଜମିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର, ବିଦ୍ୟୁତ, ପାନୀୟ ଜଳ ଓ ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ ଯୋଗାଇବାର ବ୍ୟବସ୍ଥା କରାଯିବ। ୫!-->…
ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ
ଭୁବନେଶ୍ବର: ଆଉନାହାନ୍ତି ବହୁ ଚର୍ଚ୍ଚିତ ତଥା ବିବାଦିତ ବିତ୍ତିହୋତ୍ର ମହାନ୍ତି । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । କ୍ୟାନ୍ସରରେ ବହୁଦିନ ଧରି ପୀଡିତ ଥିଲେ ବିତ୍ତିହୋତ୍ର । ଆଜି ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ।
ତେବେ ସୂଚନା!-->!-->!-->…
ଅନାସ୍ଥା ପ୍ରସ୍ତାବରେ ହାରିଲେ ଭବାନୀପାଟଣା ପୌରାଧ୍ୟକ୍ଷ
କଳାହାଣ୍ଡି : ଅନାସ୍ଥା ପ୍ରସ୍ତାବରେ ହାରିଲେ ଭବାନୀପାଟଣା ପୌରାଧ୍ୟକ୍ଷ। ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିପକ୍ଷରେ ସମସ୍ତ ୨୦ ୱାର୍ଡର କାଉନସିଲର ଭୋଟ ଦେଇଥିଲେ। ସକାଳ ୧୧ଟାରେ ଅନାସ୍ଥା ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ବିଜେଡିର ୧୮ କାଉନସିଲର ସମେତ ଭାଜପା ଓ କଂଗ୍ରେସର ଜଣେ!-->…