Browsing Category

ଓଡିଶା

ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବର୍ଧେପାରା ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ଜଣେ ମହିଳା ମାଓବାଦୀ ସମେତ ଦୁଇ ହାର୍ଡ କୋର ମାଓବାଦୀ ନିହତ । ମହିଳା ମାଓବାଦୀ ମନିଲା ନାଁରେ ୮ ଲକ୍ଷ ଟଙ୍କା ପୁରସ୍କାର

ବିଜେପିର ସଙ୍ଗୀନ ଅଭିଯୋଗ, ନବୀନଙ୍କୁ ଗୋଡ଼ରେ ଆଡ଼େଇ ଦେଉଛନ୍ତି ପାଣ୍ଡିଆନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କ ଭିଡିଓକୁ ଦୁର୍ଭାଗ୍ୟଜନକ କହିଲେ ସମୀର ମହାନ୍ତି । ଭିଡିଓରେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଗୋଡ଼ରେ ଆଡ଼େଇ ଦେଉଛନ୍ତି ।ମୁଖ୍ୟମନ୍ତ୍ରୀ କୌଣସି ରବର ଷ୍ଟାମ୍ପ ନୁହନ୍ତି, ତାଙ୍କୁ ଅପମାନିତ କରନ୍ତୁ ନାହିଁ । ସେ ଗୁମାସ୍ତାକୁ ସତର୍କ କରାଇ ଦେଉଛୁ,

ଶାସନରେ ରହି କ୍ଷମତାର ଅପବ୍ୟବହାର କରିଛନ୍ତି ପାଣ୍ଡିଆନ : ଭର୍ତ୍ତୃହରି

ଭୁବନେଶ୍ବର: ପାଣ୍ଡିଆନଙ୍କୁ କଡା ସମାଲୋଚନା କଲେ ବିଜେପି ନେତା ଭର୍ତ୍ତୃହରି ମହତାବ । ଇସିଆଇର କାର୍ଯ୍ୟାନୁଷ୍ଠାନକୁ ନେଇ ପାଣ୍ଡିଆନଙ୍କ ପ୍ରତିକ୍ରିୟାକୁ ସମାଲୋଚନା କରିଛନ୍ତି ଭର୍ତ୍ତୃହରି । କହିଲେ ଯିଏ ଯେଉଁ ପ୍ରକୃତିର ସିଏ ସେଇ ପ୍ରକୃତିର ଲୋକଙ୍କୁ ସମର୍ଥନ କରେ । ଇସିଆଇର

ସିଏମଓରେ କାର୍ଯ୍ୟରତ ଆଇପିଏସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ: କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର : ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ । ଓଡ଼ିଶାରେ ଯଦି ନକ୍ସଲବାଦ କମିଛି ତାଙ୍କର ସେଥିରେ ଏମାନଙ୍କ ବହୁତ ଭୂମିକା ରହିଛି । ଏହା କହିଛନ୍ତି ବିଜେଡିର ରଣନୀତିକାର କାର୍ତ୍ତିକ ପାଣ୍ଡିଆନ । ରାଜନୀତି ଉଦ୍ଦେଶ୍ୟ

ଗୁଣ୍ଡା କ୍ରିମିନାଲକୁ ସମର୍ଥନ କରୁଛି ବିଜେପି: ସସ୍ମିତ ପାତ୍ର

ଭୁବନେଶ୍ୱର: ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ନାମକ ଜଣେ ଗୁଣ୍ଡାଙ୍କୁ କିଛି ଦିନ ତଳେ ଗିରଫ କରାଯାଇଥିଲା । ଗିରଫ ହେବା ପରେ ଆଜି ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ଏବଂ କିଛି ଗଣମାଧ୍ୟମ ତାଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିବା ପାଇଁ ପ୍ରତିଯୋଗିତା ଆରମ୍ଭ କରିଦେଇଛନ୍ତି

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ ପୋଷ୍ଟ ହଟାଯାଇଛି । ଓଡ଼ିଶା ପୋଲିସର ସୋସିଆଲ ମିଡିଆ ମନିଟରିଂ ସେଲ୍ ପୋଷ୍ଟ ହଟାଇଛି । ଅପମାନଜନକ, ଘୃଣାତ୍ମକ, ହିଂସା ଉଦ୍ରେକକାରୀ ପୋଷ୍ଟ ହଟାଯାଇଛି । ୨୦୨୪ ନିର୍ବାଚନ ସମ୍ପର୍କିତ

ଯୁବକଙ୍କୁ ଆକ୍ରମଣ ସହ ପରିବାର ଲୋକଙ୍କୁ ଗାଳିଗୁଲଜ କରି ବନ୍ଧା ହେଲେ ଦୁଇ ଅଭିଯୁକ୍ତ

ଭୁବନେଶ୍ବର: ଯୁବକଙ୍କୁ ଆକ୍ରମଣ କରିବା ସହ ତାଙ୍କ ଘରେ ପଶି ଗାଳିଗୁଲଜ କରିବା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ନୟାପଲ୍ଲୀ ଥାନା ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ଈଶ୍ବର ଦାସ ଓରଫ ଅପୁ (32) ଓ ମୁନା ଦାସ (26) । ସେମାନଙ୍କ ନିକଟରୁ ଅପରାଧିକ କାର୍ଯ୍ୟରେ ବ୍ୟବହୃତ ଲୁହା ଛଡ଼କୁ

ବଡ଼ଚଣା ଓ ଓଡ଼ିଶାବାସୀଙ୍କ ସ୍ୱାଭିମାନ ସହ ଧୋକା କରିଛି ବିଜେଡି: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଯାଜପୁର: ଯାଜପୁର ଜିଲ୍ଲା ବଡ଼ଚଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶାଳ ଜନସଭାକୁ ସମ୍ବୋଧିତ କରି ବିଜେଡି ସରକାରକୁ ଟାର୍ଗେଟ କରିଛନ୍ତି। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଅମର ଶତପଥୀଙ୍କ ସହ ବିଜେଡି ଧୋକା କରିଛି। ଏହାସହ ବଡ଼ଚଣା ଓ ଓଡ଼ିଶାବାସୀଙ୍କ ସ୍ୱାଭିମାନ ସହ ଧୋକା କରିଛି