Browsing Category

ଓଡିଶା

ଭୁବନେଶ୍ବରରୁ ସିଧା ମାଲେସିଆ, ଆରମ୍ଭ ହେଲା ବିମାନ ସେବା

ଭୁବନେଶ୍ବର: ଭୁବନେଶ୍ବରରୁ ମାଲେସିଆ, ଏବେ ଉଡିବ ବିମାନ । ଭୁବନେଶ୍ବର ବିମାନବନ୍ଦରରୁ ମାଲେସିଆ କୁଆଲାଲମ୍ପୁର ବିମାନବନ୍ଦର ମଧ୍ୟରେ ସିଧାସଳଖ ବିମାନ ସେବା ଆଜିଠାରୁ ଆରମ୍ଭ ହେବାକୁ ଯାଉଛି । ଏହି ସେବା ବିମାନ ସଂସ୍ଥା ଏୟାର ଏସିଆ ପକ୍ଷରୁ ପ୍ରଦାନ କରାଯିବ । ସୂଚନା ଅନୁଯାୟୀ,

ଛାତରେ ଶୋଇଥିବାବେଳେ ବାପାଙ୍କୁ ହତ୍ୟା କଲା ନୃଶଂସ ପୁଅ

ବରଗଡ଼ : ଛାତ ଉପରେ ମୃତଦେହ । ବାପାଙ୍କୁ ହତ୍ୟା କଲା ନୃଶଂସ ପୁଅ । ଶୋଇଥିବା ଅବସ୍ଥାରେ ଗଳା ଚିପି ହତ୍ୟା କରିଥିବା ଭଳି ସାଂଘାତିକ ଅଭିଯୋଗ ଆସିଛି ବରଗଡ ଜିଲ୍ଲା ଭେଡେନ ବ୍ଲକ ସହଁରାଟିକ୍ରା ଗାଁରୁ। ମୃତକ ମଙ୍ଗନିଆଁ ସେଠ । ଗତକାଲି ରାତିରେ ମଙ୍ଗନିଆ ଛାତ ଉପରେ ଶୋଇଥିବାବେଳେ ପୁଅ

ଖଲ୍ଲିକୋଟ ବିଜେପି କର୍ମୀ ହତ୍ୟା ମାମଲା: ଗିରଫ ହେଲେ ଆଉ ୩ ଜଣ ଅଭିଯୁକ୍ତ

ଛତ୍ରପୁର: ଖଲ୍ଲିକୋଟ ନିର୍ବାଚନୀ ହିଂସା, ରକ୍ତରଞ୍ଜିତ ହୋଇଥିଲା ଖଲ୍ଲିକୋଟ ରାସ୍ତା । ବ୍ୟାନର ମରା ପ୍ରସଙ୍ଗକୁ ନେଇ ଗତ ୧୫ ତାରିଖରେ ବିଜେପି କର୍ମୀ ଦିଲ୍ଲୀପ ପାହାନାଙ୍କୁ ଅତି ନିର୍ମମ ଭାବେ ହାଣି ହତ୍ୟା କରାଯାଇଥିଲା । ଏହାକୁ ନେଇ ଆଉ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଗଞ୍ଜାମ ପୋଲିସ ।

ମୋବାଇଲ ଟାୱାର ପୋଡିଲେ ମାଓବାଦୀ…

ମାଲକାନଗିରି : ଜିଲ୍ଲା ସୀମାନ୍ତ ରାଜ୍ୟ ଛତିଶଗଡର ନାରାୟଣପୁର ଜିଲ୍ଲାରେ ନକ୍ସଲ ମାନେ ମୋବାଇଲ ଟାୱାରରେ ନିଆଁ ଲଗାଇ ପୋଡିଦେଇଛନ୍ତି l ସୂଚନା ଅନୁଯାଇ ଛତିଶଗଡର ନାରାୟଣପୁର ଜିଲ୍ଲା ଛୋଟେଡ଼ଙ୍ଗର ଥାନା ଅନ୍ତର୍ଗତ ଗୌରଦଣ୍ଡ ଏବଂ ଚାମେଲୀ ମଧ୍ୟରେ ଏକ ନୂତନ ଭାବେ ନିର୍ମିତ ମୋବାଇଲ

ବିଜେଡି କର୍ମୀଙ୍କ ଉପରେ ଗାଡ଼ି ଚଢାଇବାକୁ ଉଦ୍ୟମ ଅଭିଯୋଗ

ଯାଜପୁର  : ବିଜେଡି ରାଲି ବେଳେ କର୍ମୀମାନଙ୍କ ଉପରେ ଗାଡ଼ି ଚଢାଇବାକୁ ଉଦ୍ୟମ । ଯାଜପୁର ଜିଲ୍ଲା ଧର୍ମଶାଳା ଠାରେ ବିଜେଡି କର୍ମୀଙ୍କ ଉପରେ ଗାଡ଼ି ଚଢାଇବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ରାଲି ଯାଉଥିବା ବେଳେ ଏକ ସ୍କର୍ପିଓ ଏକାଧିକ ବାଇକକୁ ଧକ୍କା ଦେଇଥିବା ଅଭିଯୋଗ ହୋଇଛି । ଏଥିରେ

ବିଜେପି ନେତାଙ୍କ ହାତକୁ ପଥରରେ ଛେଚି ଦେଲେ ବିଜେଡି କର୍ମୀ…!

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ସୁବାସ ସାହୁଙ୍କ ଉପରେ ଆଜି ହୋଇଛି ମରଣାନ୍ତକ ଆକ୍ରମଣ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ତୋଟାପଡ଼ାରେ ତାଙ୍କ ଉପରେ ହୋଇଛି ସଂଘବଦ୍ଧ ଆକ୍ରମଣ। ସୁବାସଙ୍କ ସହିତ ତାଙ୍କର ୫ ସାଥୀଙ୍କ ଉପରେ ହୋଇଛି ଆକ୍ରମଣ। ବିଜେଡି କର୍ମୀମାନେ

କେନ୍ଦ୍ରାପଡ଼ାରେ ନବୀନଙ୍କ ନିର୍ବାଚନୀ ପ୍ରଚାର, ନାଁ ନ ନେଇ ପୂର୍ବତନ ସାଂସଦଙ୍କୁ କଲେ ଟାର୍ଗେଟ

କେନ୍ଦ୍ରାପଡା: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ୟ୍ୟାୟ ନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଆଜି ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରାପଡା ସଭାରେ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ସରକାରଙ୍କ ଯୋଜନା ଭଲ କି ନାହିଁ ବୋଲି

ମୁଖ୍ୟମନ୍ତ୍ରୀ ତାମିଲନାଡୁରୁ ନେତା ଭଡ଼ାରେ ଆଣିଛନ୍ତି: ଧର୍ମେନ୍ଦ୍ର

ବାଲେଶ୍ୱର : ସଭା ଓ ସମିତି ପାଇଁ ମାଇକ୍‌ ଭଡ଼ାରେ ଆସେ। ହେଲେ ମୁଖ୍ୟମନ୍ତ୍ରୀ ନେତା ଭଡ଼ାରେ ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ତାମିଲ୍‌ନାଡୁରୁ ନେତା ଭଡ଼ାରେ ଆଣିଛନ୍ତି। ଆମେ କଣ ଏହାକୁ ସ୍ୱୀକାର କରିବା କି ବୋଲି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନିର୍ବାଚନ ପ୍ରଚାର

କର୍ମୀମାନଙ୍କୁ ପାଣ୍ଡିଆନଙ୍କ ଆଶ୍ବାସନା; ‘ପ୍ରାର୍ଥୀମାନଙ୍କୁ ଅଧିକ ମାର୍ଜିନରେ ଜିତାଇଲେ ସ୍ୱତନ୍ତ୍ର ପୁରସ୍କାର ଦେବେ…

ଜଗତସିଂହପୁର: ସାରା ଭାରତବର୍ଷରେ ଏକ ନମ୍ୱର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶାକୁ ଏକ ନମ୍ୱର କରିବେ ନବୀନ ପଟ୍ଟନାୟକ ବୋଲି ଆଜି ଜଗତସିଂହପୁର ନିର୍ବାଚନମଣ୍ଡଳୀରେ ଏକ ଜନସଭାକୁ ସମ୍ବୋଧିତ କଲାବେଳେ ଏହା କହିଛନ୍ତି ବିଜେଡି ବରିଷ୍ଠ ନେତା ଭିକେ ପାଣ୍ଡିଆନ । ସେ ବିଜେପିକୁ ଟାର୍ଗେଟ୍

ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ବାସୁଙ୍ଗା ପାଟ

ପୁରୀ : ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପହଞ୍ଚିଲା ବାସୁଙ୍ଗା ପାଟ l ତିଗିରିଆ ନୂଆପାଟଣା ଅଞ୍ଚଳରୁ ଆସିଛି ୩ କୁଇଣ୍ଟାଲ ବାସୁଙ୍ଗା ପାଟ l ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ବାସୁଙ୍ଗା ପାଟକୁ ପ୍ରଶାସନିକ ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି l ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ