Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅଡ଼ୁଆରେ ବିଜେଡିର ଛେଣ୍ଡିପଦା ବିଧାୟକ, ଭୋଟରଙ୍କୁ ଆକ୍ରମଣ ଘଟଣାରେ ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର: ଗୋଟିଏ ପଟେ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍ ଭାଙ୍ଗିବା ଅଭିଯୋଗରେ ଜେଲ୍ ଯାଇଛନ୍ତି। ଅନ୍ୟପଟେ ବିଜେପି ନେତାଙ୍କ ଅଭିଯୋଗ ପରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ବିଜେଡିର ଛେଣ୍ଡିପଦା ବିଧାୟକ ତଥା ପ୍ରାର୍ଥୀଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।!-->…
ମାଟ୍ରିକ୍ ରେଜଲ୍ଟ: ରିଚେକିଂ ଓ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଆବେଦନ କରିବାକୁ ତାରିଖ ଘୋଷଣା କଲା ବୋର୍ଡ
ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଆଜି ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଏଥର ପାସ୍ ହାର ୯୬.୦୭ % ରହିଛି, ଯାହା ଗତ ବର୍ଷଠାରୁ କମ୍ ରହିଛି। ଗତ ବର୍ଷ ପାସ୍ ହାର ୯୬.୪% ରହିଥିଲା।
www.bscodisha.ac.inରେ ପରୀକ୍ଷାର୍ଥୀମାନେ ସେମାନଙ୍କ ରେଜଲ୍ଟ!-->!-->!-->…
ବିଜେଡି ଲୋଗୋ ଥିବା କାରରୁ ୮୪ କିଲୋ ଗଞ୍ଜେଇ ଜବତ
ବ୍ରହ୍ମପୁର: ଗଞ୍ଜେଇ ବୋଝେଇ କାର୍ରେ ଲାଗିଛି ବିଜେଡି ଲୋଗୋ। ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର ଅପରେସନ୍ ସମୟରେ ଏହି କାରରୁ ୮୪ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ। ବ୍ରହ୍ମପୁର ଫାଷ୍ଟ ଗେଟ୍ ନିକଟରେ ଅବକାରୀ ଗୁଇନ୍ଦା ବିଭାଗ ଦୁଇଟି କାର୍କୁ ଧରିଥିଲା। ଗଞ୍ଜେଇ ଜବତ ହେବା ପରେ!-->…
ସବାରୀ ଗାଡ଼ିକୁ ପିଟିଲା ଟ୍ରକ, ଜଣେ ମୃତ, ୯ ଆହତ
ମୟୂରଭଞ୍ଜ : ବାରିପଦାରେ ଏକ ସବାରୀ ଗାଡ଼ିକୁ ଟ୍ରକ ପିଟିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି । ବାରିପଦା ସହର ଉପକଣ୍ଠରେ ଥିବା ୧୮ ନମ୍ବର ଜାତୀୟ ରାଜପଥର ଅସନଯୋଡା ଠାରେ ଘଟିଛି ଏହି ସଡ଼କ ଦୁର୍ଘଟଣା। ଟ୍ରକ ଏକ ସବାରୀ ଗାଡ଼ିକୁ ପିଟିବାରୁ ଜଣଙ୍କର ମୃତ୍ୟୁ!-->…
ପ୍ରକାଶ ପାଇଲା ଯୁକ୍ତ-୨ ରେଜଲ୍ଟ, କଳା, ବିଜ୍ଞାନ, ବାଣିଜ୍ୟ ସବୁଥିରେ ଆଗୁଆ ଝିଅ
ଭୁବନେଶ୍ବର: ପ୍ରକାଶ ପାଇଲା ଚଳିତ ବର୍ଷ ସିଏଚସିଇ ଦ୍ବାଦଶ ରେଜଲ୍ଟ । www.orissaresult.nic.in ରେ ପ୍ରକାଶ ପାଇଲା ରେଜଲ୍ଟ । ଏନେଇ ଫଳ ପ୍ରକାଶ କଲା ଉଚ୍ଚ ମଧ୍ୟମିକ ଶିକ୍ଷା ପରିଷଦ । ତେବେ ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ଗୋଟିଏ ଦିନରେ ହିଁ!-->…
ପୁଲିସ ଏନକାଉଣ୍ଟରରେ ୨ ଦୁର୍ଦ୍ଦାନ୍ତ ନକ୍ସଲ ନିପାତ
ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ଏବେ ଅସାନ୍ତ ହୋଇପଡ଼ିଛି। ଲଗାତାର ଛତିଶଗଡ଼ ପୁଲିସକୁ ନକ୍ସଲ ଦମନରେ ସଫଳତା ମିଳୁଛି। ଆଜି ନକ୍ସଲ ବନ୍ଦ ପାଳନ କରୁଥିବା ବେଳେ ଅନ୍ୟପଟେ ପୁଲିସ ଏନକାଉଣ୍ଟରରେ ୨ ଜଣ ନକ୍ସଲ ମୃତ୍ୟୁବରଣ କରିଛନ୍ତି। ବିଶେଷ ସୂତ୍ରରୁ ଖବର ପାଇ ବିଜାପୁର ଜିଲ୍ଲାର!-->…
ମାଗଣା ବିଜୁଳି ବିରୋଧୀଙ୍କୁ ଅଡୁଆରେ ପକାଇ ଦେଇଛି: ବିଜେଡି
ଭୁବନେଶ୍ଵର: ନିର୍ବାଚନ ଯୋଗୁଁ ବିରୋଧୀ ମିଛ ଓ ଭୁଲ ତଥ୍ୟ ଦେଇ ଭ୍ରମ ସୃଷ୍ଟି କରୁଛନ୍ତି । ଶକ୍ତିର ଆବଶ୍ୟକତା ବଢିଲେ ଦେଶର ବିକାଶ ହୁଏ । ମେକ ଇନ୍ ଓଡିଶା ପରି କାର୍ଯ୍ୟକ୍ରମ ଦ୍ୱାରା ଶିଳ୍ପ ଆସୁଛି । ମାଗଣା ବିଜୁଳି ବିରୋଧୀଙ୍କୁ ଅଡୁଆରେ ପକାଇ ଦେଇଛି । କାରଣ ୯୦% ଓଡ଼ିଶାବାସୀ ଏହି ଲାଭ!-->…
୨୯ରେ ଓଡ଼ିଶା ଆସିବେ ଖଡ୍ଗେ, ୩୦ରେ ରାହୁଲ ଗାନ୍ଧି
ଭୁବନେଶ୍ୱର : ନିର୍ବାଚନ ପ୍ରଚାର ପାଇଁ ପୁଣି ଥରେ ଓଡ଼ିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ୍ ଖଡ୍ଗେ ଓ ସାଂସଦ ରାହୁଲ୍ ଗାନ୍ଧି। ଖଡ୍ଗେ ଦୁଇଟି ସଭା କରିବେ ଓ ରାହୁଲ ଗୋଟିଏ ଜନସଭାରେ ଉଦ୍ବୋଧନ ଦେବେ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର।
!-->!-->!-->…
ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷାଫଳ: ପାସ୍ ହାର ୯୬.୦୭ ପ୍ରତିଶତ
କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । ସମସ୍ତଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଖୋର୍ଦ୍ଧା ଛାତ୍ରଛାତ୍ରୀ । ୯୭. ୯୮ ପ୍ରତିଶତ ରେକର୍ଡ କରି ସବୁଠୁ ଆଗରେ ରହିଛି ଖୋର୍ଦ୍ଧା । ପଛରେ ପଡିଯାଇଛି ନୂଆପଡା । ୯୩.୯୧ ପ୍ରତିଶତ ପାସ୍ ହାର ସହିତ ନୂଆପଡା ସର୍ବନିମ୍ନରେ ରହିଛି ।!-->…
ମଧ୍ୟରାତ୍ରୀରେ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ ବାତ୍ୟା ରେମାଲ
ବଙ୍ଗୋପସାଗରରେ ଭୟଙ୍କର ହେଉଛି ବାତ୍ୟା ‘ରେମାଲ । ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଇଛି । ପଶ୍ଚିମବଙ୍ଗର ସାଗର ଦ୍ବୀପରୁ ୨୭୦ କିମି ଦୂରରେ ରହିଛି । ମଧ୍ୟରାତି ସୁଦ୍ଧା ବାଂଲାଦେଶର ଖେପୁପରା ଓ ଏହା ନିକଟ ପଶ୍ଚିମବଙ୍ଗର ସାଗର ଦୀପ ମଧ୍ୟ ଦେଇ ସ୍ଥଳ ଭାଗ!-->…