Browsing Category

ଓଡିଶା

ଅନୁଭବର ବଟବୃକ୍ଷଙ୍କୁ ଆଦରର ସମ୍ଭାଷଣ: ବଡ଼ବେତରାରେ ଭାବବିହ୍ୱଳ ପରିବେଶରେ ପାଳିତ ହେଲା ‘ଉତ୍କଳ ଦିବସ’

କେନ୍ଦ୍ରାପଡ଼ା: ଓଡ଼ିଶା ମାଟିର ଗୌରବଗାଥା ଏବଂ ପୂଜ୍ୟପୂଜାର ପବିତ୍ର ପରମ୍ପରାକୁ ନେଇ କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ଅନ୍ତର୍ଗତ ବଡ଼ବେତରା ପଞ୍ଚାୟତରେ ଏକ ଭାବପୂର୍ଣ୍ଣ ସନ୍ଧ୍ୟା ଅତିବାହିତ ହୋଇଯାଇଛି। ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପାଳିତ ଏହି ‘ଉତ୍କଳ ଦିବସ’ କେବଳ ଏକ ସରକାରୀ

ପୋଲିସ ଭବନରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ

ଭୁବନେଶ୍ବର : ଆଜି ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ 78 ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ପଦକ

ଭୁବନେଶ୍ୱରରେ ଭିସା ଆବେଦନ କେନ୍ଦ୍ର ଉଦଘାଟିତ

ଭୁବନେଶ୍ୱର : ଉତ୍କଳ ଦିବସ ଅବସରରେ ଭୁବନେଶ୍ୱରରେ ଭିସା ଆବେଦନ କେନ୍ଦ୍ର ଉଦଘାଟିତ । ବରମୁଣ୍ଡାରେ BSABTରେ ଭିସା ଆବେଦନ କେନ୍ଦ୍ରକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ରାଜ୍ୟବାସୀଙ୍କୁ ଏହି ସେବା ପାଇଁ କୋଲକାତା, ଦିଲ୍ଲୀ, ହାଇଦ୍ରାବାଦ ଯିବାପାଇଁ

ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ

ଭୁବନେଶ୍ୱର : ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ । ପୂର୍ବରୁ E10 ପେଟ୍ରୋଲ ବିକ୍ରି ହେଉଥିଲା । ପେଟ୍ରୋଲରେ ଅଧିକ ପରିମାଣର ଇଥାନଲ ମିଶାଗଲେ, ଧୀରେ ଧୀରେ ପେଟ୍ରୋଲ ନିର୍ଭରଶୀଳତା କମିଯିବ । ମଧ୍ୟପ୍ରାଚ୍ୟରୁ ତୈଳ ଆମଦାନୀ ବାବଦରେ ଶହ ଶହ

୭ ଦିନ ବଢ଼ିଲା ଖରିଫ ଧାନ କିଣା ଅବଧି

ଭୁବନେଶ୍ୱର : ବଢ଼ିଲା ଧାନ କିଣା ଡେଡଲାଇନ । ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର । ଚାଷୀଙ୍କ ଟୋକନ ଯେପରି ଲ୍ୟାପ୍ସ ନହୁଏ ସେଥିପ୍ରତି ଗୁରୁତ୍ବ ଦିଆଯାଇଛି । ମାର୍ଚ୍ଚ ୩୧ ତାରିଖ ଧାନକିଣାର ଶେଷ ତାରିଖ ଥିଲା । ହେଲେ ଏବେବି ଅନେକ

ଚିଠି ଲେଖି ମୁଖ୍ୟମନ୍ତ୍ରୀଙ୍କୁ ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ଭୁଵନେଶ୍ୱର : ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଧାନମନ୍ତ୍ରୀ ଚିଠି ଲେଖି, ଓଡ଼ିଶା ସମୃଦ୍ଧିର ନୂଆ ମାଇଲଖୁଣ୍ଟ ହାସଲ କରି ଚାଲିବ ବୋଲି କହିଛନ୍ତି । ଏହାସହ ରାଜ୍ୟ ସରକାରଙ୍କ କାର୍ଯ୍ୟକୁ ପ୍ରଶଂସା କରିଛ ନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ମହାପ୍ରଭୁ

ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷିତ, ୪ ମନ୍ତ୍ରୀଙ୍କୁ ମିଳିଲା ଦାୟିତ୍ବ

ଭୁବନେଶ୍ୱର : ଘୋଷଣା ହେଲା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାଁ । ୪ ମନ୍ତ୍ରୀଙ୍କୁ ୪ ଜିଲ୍ଲାର ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ବ ମିଳିଛି । ସେମାନେ ହେଲେ ସୁରେଶ ପୂଜାରୀ, ପୃଥ୍ବୀରାଜ ହରିଚନ୍ଦନ, ନିତ୍ୟାନନ୍ଦ ଗଣ୍ଡ ଓ କୃଷ୍ଣଚନ୍ଦ୍ର ପାତ୍ର । ଦେବଗଡ଼ ପାଇଁ ମନ୍ତ୍ରୀ ସୁରେଶ

ରାଜ୍ୟପାଳଙ୍କ ଠାରୁ ରାଜ୍ୟରେ ଆରମ୍ଭ ହେଲା ୧୬ତମ ଜାତୀୟ ଜନଗଣନା

ଭୁବନେଶ୍ୱର : ରାଜ୍ୟପାଳଙ୍କ ଠାରୁ ରାଜ୍ୟରେ ଆରମ୍ଭ ହେଲା ଜନଗଣନା । ୧୫ ବର୍ଷ ପରେ ହେଉଛି ଜନଗଣନା । ଘରେ ବସି ନିଜେ ଦେଇପାରିବେ ନିଜ ପରିବାରର ତଥ୍ୟ । ପ୍ରଥମ ଥର ପାଇଁ ଜାତି ଭିତ୍ତିକ ଜନଗଣନା । ଦୀର୍ଘ ପ୍ରତୀକ୍ଷା ପରେ ଦେଶର ୧୬ତମ ଜାତୀୟ ଜନଗଣନା ଆରମ୍ଭ ହେବ । ୨୦୧୧ ପରେ ଏହା

ବଦଳିଲା ନନ୍ଦନକାନନ ଖୋଲିବା ଓ ବନ୍ଦ ହେବା ସମୟ, ୧୦ ଘଣ୍ଟା ଖୋଲିବ ପ୍ରାଣୀ ଉଦ୍ୟାନ

ବାରଙ୍ଗ : ବଦଳିଲା ନନ୍ଦନକାନନ ଖୋଲିବା ଓ ବନ୍ଦ ହେବା ସମୟ । ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ରାଜ୍ୟ ତଥା ରାଜ୍ୟ ବାହାରୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ସମୟରେ ପରିବର୍ତ୍ତନ କରାଯାଇଛି । ପ୍ରତିବର୍ଷ ଭଳି ଗ୍ରୀଷ୍ମଋତୁ ସାଙ୍ଗକୁ ଦିନ ବଡ ଯୋଗୁଁ

ବିଜୁ ବାବୁଙ୍କ ଉପରେ ବିବାଦୀୟ ମନ୍ତବ୍ୟ ନେଇ ନିସର୍ତ୍ତ କ୍ଷମା ମାଗିଲେ ନିଶିକାନ୍ତ ଦୁବେ

ଭୁବନେଶ୍ୱର : କ୍ଷମା ମାଗିଲେ ନିଶିକାନ୍ତ ଦୁବେ । ବିଜୁ ବାବୁଙ୍କ ଉପରେ ମନ୍ତବ୍ୟ ନେଇ କ୍ଷମା ମାଗିଲେ ସାଂସଦ ନିଶିକାନ୍ତ ଦୁବେ । ବିଜୁ ବାବୁ ଆମ ପାଇଁ ସବୁ ବେଳେ ଶୀର୍ଷ ରାଷ୍ଟ୍ରନାୟକ ରହିଛନ୍ତି ଓ ରହିବେ । ତାଙ୍କ ମନ୍ତବ୍ୟ ଯଦି କାହାର ଭାବନାକୁ ଆଘାତ ଦେଇଥିବ ତେବେ ସେ ନିସର୍ତ୍ତ