Browsing Category

ଓଡିଶା

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର: ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ୨୮ରେ  ଓ ୨୯ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ। ୨୮ରେ  ଶ୍ରୀ ଶାହ ୩ଟି ଜନସଭାକୁ ସମ୍ବୋଧନକୁ କରିବେ। ଚାନ୍ଦବାଲି, କୋରୋଇ ଓ ନିମାପଡ଼ାରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ। ସେହିପରି ୨୯ରେ

‘ତୃତୀୟ ପର୍ଯ୍ୟାୟ ପରେ ପୁଣି ଥରେ ସରକାର ଗଢିସାରିଲାଣି ବିଜେଡି’

ଭୁବନେଶ୍ବର: ବିଜେପିର ପ୍ରଶ୍ନବାଣକୁ କଡା ଉତ୍ତର ଦେଇଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀ କ’ଣ କରିଛନ୍ତି ତାହା ଓଡିଶାର ଲୋକ ଜାଣିଛନ୍ତି । ବିଜେପି କେବଳ ଅପପ୍ରଚାର କରି କୁମ୍ଭୀର କାନ୍ଦଣା କାନ୍ଦୁଛି । ଶନିବାର ଓଡିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ନିଶାନା

ଭୀଷଣ ରୂପ ନେଇଛି ବାତ୍ୟା ‘ରେମାଲ’: ଓଡ଼ିଶାର ୫ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ବାତ୍ୟା ‘ରେମାଲ’ ଆଜି ଭୀଷଣ ବାତ୍ୟାର ରୂପ ନେଇ ସାରିଥିବା ବେଳେ ଆହୁରି ତୀବ୍ର ରୂପ ଧାରଣ କରି ମଧ୍ୟରାତ୍ରରେ ବାଂଲାଦେଶର ମଙ୍ଗଲାରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶାର ୫ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା

ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ: ମିଳିବ ୧୫ ଲକ୍ଷ ଟଙ୍କାର ସହାୟତ ରାଶି

କଟକ: ଡ୍ୟୁଟି ବେଳେ ମହିଳା ପୋଲିସଙ୍କ ମୃତ୍ୟୁ, ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ନିର୍ବାଚନ ଅଧିକାରୀ । ଗତକାଲି ନିର୍ବାଚନ ଡ୍ୟୁଟି ସମୟରେ ବାଖରାବାଦ୍ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଜାତା ମିତ୍ରଙ୍କ ମୃତ୍ୟୁ ଘଟିଥିଲା । ଏହାକୁ ନେଇ ନିୟମ ଅନୁଯାୟୀ ତାଙ୍କ

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫ ମାମଲା; ଯାଞ୍ଚ ହେବ ସିସିଟିଭି

ଜେଲରେ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ । ଇଭିଏମ ଭାଙ୍ଗିବା ଘଟଣାରେ ଗିରଫ ପରେ ତାଙ୍କୁ ଜେଲକୁ ପଠାଇଦିଆଯାଇଛି । ଏନେଇ ପ୍ରତିକ୍ରିୟା ରଖିଛନ୍ତି ଖୋର୍ଦ୍ଧା ଏସପି । ପ୍ରିଜାଇଡିଂ ଅଧିକାରୀଙ୍କ ଏତଲା ଆଧାରରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଘଟଣାବେଳର ସିସିଟିଭି

ଚତୁର୍ଥ ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସୁବାସିନି ଜେନା ସବୁଠୁ ଧନୀ

ଭୁବନେଶ୍ୱର : ବିଜୁ ଜନତା ଦଳ (ବିଜେଡି) ନେତା ସୁବାସିନି ଜେନାଙ୍କ ସମ୍ପତ୍ତି ପ୍ରାୟ ୧୩୫ କୋଟି ଟଙ୍କା ରହିଛି ଯାହା ଜୁନ ୧ ରେ ହେବାକୁ ଥିବା ଓଡ଼ିଶା ବିଧାନସଭା ପାଇଁ ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ ଧନୀ ପ୍ରାର୍ଥୀ ଅଟନ୍ତି।୬ ଟି ସଂସଦୀୟ

ମତଦାନ ବେଳେ ଅଘଟଣ, ଟଳି ପଡ଼ିଲେ ପୁଲିଂ ଏଜେଣ୍ଟ ଓ ବୃଦ୍ଧା

ଭୁବନେଶ୍ବର : ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଥିବା ବେଳେ ଅସହ୍ୟ ଖରା ହେତୁ ଘଟିଛି ଅଘଟଣ । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ମତଦାନ ଚାଲିଥିବା ବେଳେ ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ଘଟିଛି ଅଘଟଣ। ଏହି ଦୁଇ ଜିଲ୍ଲାରେ ଜଣେ ପୁଲିଂ ଏଜେଣ୍ଟ ଓ ଜଣେ ବୃଦ୍ଧା ମତଦାନ କେନ୍ଦ୍ରରେ ଟଳି ପଡ଼ିଛନ୍ତି।

ଓଡ଼ିଶାରେ ୨୧ଟି ଲୋକସଭା ଆସନରେ ବିଜେପି ଜିତିବ, ବିଧାନସଭାରେ ବହୁମତ ହାସଲ କରିବ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଓଡ଼ିଶାରେ ୨୧ଟି ଲୋକସଭା ଆସନରେ ଭାରତୀୟ ଜନତା ପାର୍ଟି (ବିଜେପି) ଜିତିବ। ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେପି ବହୁମତ ହାସଲ କରିବ। ଭୁବନେଶ୍ବରର ଚନ୍ଦ୍ରଶେଖରପୁରସ୍ଥିତ ଡିଏଭି ସ୍କୁଲ ମତଦାନ କେନ୍ଦ୍ରରେ ଭୋଟ୍‌ ଦେଲା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଗଣମାଧ୍ୟମକୁ ଏହି

ବୁଥ୍‌ରେ ବିଜେପି ପ୍ରାର୍ଥୀ ଉପାସନାଙ୍କୁ ଦୁର୍ବ୍ୟବହାର!

ବ୍ରହ୍ମଗିରି : ମତଦାନ ପାଇଁ ଆସିଥିବା ବେଳେ ନିଜ ବୁଥ୍‌ରେ ବିଜେପି ପ୍ରାର୍ଥୀ ଉପାସନା ମହାପାତ୍ରଙ୍କୁ ଦୁର୍ବ୍ୟବହାର କରାଯାଇଛି! ଦୁର୍ବ୍ୟବହାର କରିଛନ୍ତି ବିଜେଡି ପୋଲିଂ ଏଜେଣ୍ଟ। ଏନେଇ ଉପାସନା ନିଜେ ଅଭିଯୋଗ କରିଛନ୍ତି। ଉପାସନାଙ୍କ ତରଫରୁ ଜଣେ ମହିଳା ସରପଞ୍ଚ ଏନେଇ ବ୍ରହ୍ମଗିରି ଥାନାରେ