Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଜେପି ସରକାର ଆସିଲେ କେନ୍ଦ୍ରାପଡା ଜିଲ୍ଲାବାସୀଙ୍କ ସମସ୍ତ ଦାବି ପୂରଣ କରାଯିବ – ସ୍ମୃତି
କେନ୍ଦ୍ରାପଡା : କେନ୍ଦ୍ରାପଡାରେ ବର୍ଷିଲେ ସ୍ମୃତି | ଭାଷଣ ଆରମ୍ଭରୁ ଆଟାକ୍ କଲେ ଫାୟାରବ୍ରାଣ୍ଡ ସ୍ମୃତି ଇରାନୀ। ସିଧାସଳଖ ତାମିଲ ବାବୁଙ୍କୁ ନିଶାନା କଲେ। କଂଗ୍ରେସ ଉପରେ ବର୍ଷିଥିଲେ ବି ଟାର୍ଗେଟରେ କିନ୍ତୁ ତାମିଲ ବାବୁଙ୍କୁ ରଖିଥିଲେ ସ୍ମୃତି ଇରାନୀ। ଆରମ୍ଭରୁ ଶେଷ ଯାଏ ତାମିଲ!-->…
୨୭ ତାରିଖ ଯାଏଁ ପ୍ରବଳ ବର୍ଷାର ପୂର୍ବାନୁମାନ; ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ପ୍ରଭାବରେ ଆସନ୍ତାକାଲି ଯାଏଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ରାତି ୮ଟା ୩୦ରୁ ଆସନ୍ତାକାଲି ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି!-->…
ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ
ରେମୁଣା,୨୫ା୫: ବାଲେଶ୍ୱର ଜିଲା ରେମୁଣାଠାରେ ଆୟୋଜିତ ଭାଜପାର ଦଳୀୟ ସଭାରେ ବିଜେଡିର ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ୩ଟି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ସ୍ମତି ପ୍ରଶ୍ନ କରିଛନ୍ତି ଯେ, ‘୩୨ ହଜାର କୋଟିର ଚିଟ୍ଫଣ୍ଡ ଘୋଟାଲା ହେଲା, ଟଙ୍କା କୁଆଡ଼େ!-->…
ଭୋଟ ଦେଇ ନବୀନ କହିଲେ-ବିଜେଡି ବଡ଼ ବିଜୟ ହାସଲ କରି ସ୍ଥିର ସରକାର ଗଠନ କରିବ
ଭୁବନେଶ୍ୱର : ଭୁବନେଶ୍ୱରର ଏକାମ୍ର ନିର୍ବାଚନମଣ୍ଡଳୀର ୧୧୪ ନମ୍ବର ବୁଥ୍ରେ ଶନିବାର ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରୁ ଚାଲି ଚାଲି ଆସି ମୁଖ୍ୟମନ୍ତ୍ରୀ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି ।ଭୋଟ ଦେବା ପରେ ନବୀନ କହିଛନ୍ତି, ଚଳିତ ନିର୍ବାଚନରେ ବିଜେଡି ବଡ!-->…
ବାତ୍ୟା ରେମାଲ: ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି
ଭୁବନେଶ୍ୱର: ବାତ୍ୟା ରେମାଲ ପ୍ରଭାବରେ ୪ ଜିଲ୍ଲାରେ ବର୍ଷା ସହିତ ପବନ ସମ୍ଭାବନା ରହିଛି। ତେଣୁ ସଜାଗ ହୋଇଛନ୍ତି ଏସଆରସି। ସମ୍ଭାବ୍ୟ ବର୍ଷା, ପବନକୁ ଦେଖି ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କହିଛନ୍ତି ଏସଆରସି। ଏହି ଚାରି ଜିଲ୍ଲା ହେଲେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଏବଂ!-->…
ବାରିପଦାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର
ମୟୁରଭଞ୍ଜ: ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜିଲ୍ଲାର ଦୁଇଟି ସ୍ଥାନ ରାଇରଙ୍ଗପୁର ଏବଂ ବାରିପଦାରେ ନିର୍ବାଚନୀ ପ୍ରଚାର କରିଛନ୍ତି ନବୀନ ପଟ୍ଟନାୟକ। ଜନସାଧାରଣଙ୍କୁ ବିଜେଡି ସରକାରଙ୍କ ବିଭିନ୍ନ ଯୋଜନା ଭଲ କି ବୋଲି!-->…
ଘସିପୁରାରେ ବିଜେଡି ନେତାଙ୍କ ଗାଡିରୁ ଜବତ ହେଲା ୫ ଲକ୍ଷରୁ ଅଧିକ ଟଙ୍କା
ଘସିପୁରା: ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର କିଛି ଘଣ୍ଟା ବାକି ରହିଛି। ଏହାପୂର୍ବରୁ ଅନ୍ଧାରିବିଜେ ନୁହଁ ବରଂ ଦିନ ଦ୍ବିପ୍ରହରରେ ଶୁକ୍ରବାର କେନ୍ଦୁଝର ଜିଲ୍ଲା ଘସିପୁରା ବିଧାନସଭାରୁ ଜବତ ହୋଇଛି ୫ ଲକ୍ଷ ଟଙ୍କା। ଆଉ ଏହି ଟଙ୍କା ଯିଏ ନେଇ ଯାଉଥିଲେ ସେ ବିଜେଡି ବିଧାୟକ ପ୍ରାର୍ଥୀ!-->…
ବିଜେଡି ସହଜରେ ହାସଲ କରିବ ସଂଖ୍ୟା ଗରିଷ୍ଠତା : ପାଣ୍ଡିଆନ୍
ଭୁବନେଶ୍ୱର: ଓଡ଼ିଶାରେ ଶେଷ ପର୍ଯ୍ୟାୟ ମତଦାନ ପାଇଁ କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ ରାଜ୍ୟ ବିଜେପିର ଜୋଶ ବଢ଼ାଇଛି। ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି, ବିଜେପି ୭୫ ବିଧାନସଭା ଆସନ ଜତିବ ସେହିପରି ୧୫ଟି ଲୋକସଭା ଆସନ ଜିତିବ। ଏହାରି ଭିତରେ ଗତକାଲି ବିଜେପି ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା!-->…
ବରଗଡ଼ରେ ମତଦାନ ବେଳେ ଅଟୋ ଚାଳକଙ୍କୁ ହତ୍ୟା ଘଟଣା, ଦୁଇ ପୁଲିସ ଅଧିକାରୀଙ୍କ ବଦଳି
ଭୁବନେଶ୍ୱର: ବରଗଡ଼ ମତଦାନ କେନ୍ଦ୍ର ନିକଟରେ ଜଣେ ଅଟୋ ଚାଳକଙ୍କୁ ଛୁରୀ ଭୁସି ହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ହତ୍ୟା ଘଟଣାର ୪ ଦିନ ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଦୁଇ ଜଣ ପୁଲିସ ଅଧିକାରୀଙ୍କୁ ବଦଳି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ହତ୍ୟାକାଣ୍ଡରେ ସମ୍ପୃକ୍ତ!-->!-->!-->…
ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟ କଥା ନେଇ ବିରୋଧୀଙ୍କ ଅପପ୍ରଚାର ନିନ୍ଦନୀୟ : କାର୍ତ୍ତିକ ପାଣ୍ଡିଆନ
ନବୀନ ବାବୁଙ୍କ ସ୍ବାସ୍ଥ୍ୟ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ମୁଖ୍ୟ ନିର୍ବାଚନ ରଣନୀତିକାର କାର୍ତ୍ତିକ ପାଣ୍ଡିଆନ। କହିଛନ୍ତି ନବୀନ ବାବୁଙ୍କ ସ୍ବାସ୍ଥ୍ୟ କଥା ନେଇ ଅପପ୍ରଚାର କରୁଛନ୍ତି ବିରୋଧୀ । ନବୀନ ବାବୁଙ୍କ ପରି ମହାନ ଜନନେତାଙ୍କୁ ଅସମ୍ମାନ କରୁଛନ୍ତି । ବଡ଼ ପାହାଡ଼!-->…