Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ, ୬ ଆହତ
ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମରେ ଥିବା ଏକ ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ। ଏହି ବିସ୍ଫୋରଣରେ ୬ଜଣ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରେ ତିନିଜଣଙ୍କ ଅବସ୍ଥା ଗୁରୁତର ବୋଲି କୁହାଯାଉଛି।
ସୂଚନାନୁସାରେ, ଗଞ୍ଜାମର ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ର ରାସାୟନିକ!-->!-->!-->…
ରାଜ୍ୟରେ ତୃତୀୟ ପର୍ଯ୍ୟାୟରେ ଆସନ୍ତାକାଲି ହେବ ମତଦାନ
ଭୁବନେଶ୍ୱର: ରାଜ୍ୟର ୬ଟି ଲୋକସଭା କ୍ଷେତ୍ର (ଭୁବନେଶ୍ବର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର) ସମେତ ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତାକାଲି ମତଦାନ ନିମନ୍ତେ ପୋଲିଂ ପାର୍ଟିମାନେ ଆଜି ଦ୍ୱିତୀୟ ଦିନରେ ବୁଥ୍ ଅଭିମୁଖେ ଯାତ୍ରା କରିଛନ୍ତି। ଭୁବନେଶ୍ୱର (ମଧ୍ୟ)ରେ ୨୦୦ଟି ମତଦାନ!-->…
୨୬ ବର୍ଷ ପରେ ବିନା ହିଂସାରେ ନକ୍ସଲ ଅଞ୍ଚଳରେ ଭୋଟ ଗ୍ରହଣ : ଡିଜିପି
ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ଏନେଇ ସମସ୍ତ ପ୍ରସ୍ତୁତି ଉପରେ ସୂଚନା ଦେଇଛନ୍ତି ଡିଜିପି ଅରୁଣ ଷଡଙ୍ଗୀ । ସେ କହିଛନ୍ତି, ସୁରକ୍ଷା ବ୍ୟବସ୍ଥା ପାଇଁ ମୁତୟନ ହୋଇଛନ୍ତି ମୋଟ ୩୫ ହଜାର ପୋଲିସ । ସେମାନଙ୍କ ଭିତରେ ୨ ହଜାର ୧୬୦ ଜଣ ଏସଆଇ ଓ ଏଏସଆଇ!-->…
ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ, ମୋ ସ୍ବାସ୍ଥ୍ୟ ବେଶ ଭଲ ଅଛି
ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ। ନିଜ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚାଲିଥିବା ଗୁଜବ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବିରୋଧୀଙ୍କ ମିଛ କଥାରେ ସୀମା ରହୁନି। ଯେମିତି ଆପଣ ଦେଖିପାରୁଛନ୍ତି ମୋର ସ୍ବାସ୍ଥ୍ୟବସ୍ଥା ବେଶ ଭଲ ଅଛି। ମାସ ମାସ ଧରି ସାରା ରାଜ୍ୟରେ!-->…
ଆସନ୍ତାକାଲି ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମ୍ରିତି ଇରାନୀ
ଭୁବନେଶ୍ବର: ଓଡିଶା ଗସ୍ତରେ ସ୍ମ୍ରିତି ଇରାନୀ । ଆସନ୍ତାକାଲି ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମ୍ରିତି ଇରାନୀ । ରାଜ୍ୟର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ଓଡିଶାରେ ଏଥର ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଘନଘନ ଓଡିଶା ଆସି ପ୍ରଚାର ମଇଦାନ ଜମାଉଛନ୍ତି!-->…
ରିଗିଂ ସନ୍ଦେହ କରି ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଅପରାଜିତା
ଭୁବନେଶ୍ବର: ସିଏପିଏଫ ମୁତୟନ ପାଇଁ ଅପରାଜିତାଙ୍କ ଚିଠି । ଭୋଟ ରିଗିଂ ରୋକିବାକୁ ଖୋର୍ଦ୍ଧା ଜିଲ୍ଲାପାଳ ତଥା ରିଟର୍ଣ୍ଣି ଅଫିସରଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା ଷଡଙ୍ଗୀ। ସେ ଏହି ଚିଠିରେ ଲେଖିଛନ୍ତି, ଦୁଇ ଜଣ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ବ୍ୟବହାର କରି କିଛି ପୋଲିଂ!-->…
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଲେ ଅରବିନ୍ଦ ପାଢ଼ୀ
ପୁରୀ ; ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଲେ ଅରବିନ୍ଦ ପାଢ଼ୀ । ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ବରିଷ୍ଠ ଆଇଏଏସ ଅଫିସର ଅରବିନ୍ଦ ପାଢ଼ୀଙ୍କୁ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ଆଜି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ!-->…
୨୬ରେ ପ୍ରକାଶ ପାଇପାରେ ମାଟ୍ରିକ ରେଜଲ୍ଟ
କଟକ: ଆସନ୍ତା ୨୬ରେ ପ୍ରକାଶ ପାଇବ ଦଶମ ପରୀକ୍ଷା ଫଳାଫଳ । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବା ବେଳେ ୧୧ଟା ୩୦ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ www.bseodisha.ac.in ରେ ପାଇପାରିବେ । ତେବେ ଯଦି ଇଣ୍ଟରନେଟ୍ ସୁବିଧା ନଥାଏ ତାହାଲେ!-->…
ରାଇରଙ୍ଗପୁରରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ପ୍ରଚାର
ରାଇରଂଗପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁରରେ ନିର୍ବାଚନୀ ପ୍ରଚାର କରିଛନ୍ତି। ବିପୁଳ ଜନସମୁଦ୍ର ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ!-->…
ପିପିଲି-ଆଠଗଡ଼ରେ ପୁଣି ନିର୍ବାଚନୀ ହିଂସା: ୯ରୁ ଅଧିକ ଆହତ, ୩ ଜଣ ଅଟକ
ପୁରୀ/କଟକ: ନିର୍ବାଚନ ପୂର୍ବରୁ କଟକ ଏବଂ ପୁରୀରେ ପ୍ରାକ ନିର୍ବାଚନୀ ହିଂସା। ପୁରୀ ଜିଲ୍ଲା ପିପିଲି ଏବଂ କଟକ ଆଠଗଡ଼ରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ପିପିଲି ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ବିଜେଡି କର୍ମୀଙ୍କ ଆକ୍ରମଣରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର ପରିଡ଼ାଙ୍କ!-->…