Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନିର୍ବାଚନ ପରିଚାଳନା ପାଇଁ କମିଶନରେଟ ପୋଲିସର କସରତ, ଲଞ୍ଚ୍ ହେଲା ୨ଟି ଆପ୍
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ବରରେ ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ କମିଶନରେଟ ପୋଲିସର କସରତ। ଭୁବନେଶ୍ବରରେ ମୁତୟନ ହେବେ ୧୫ ପ୍ଲାଟୁନ ପୋଲିସ ଓ ୧୨ କମ୍ପାନୀ CAPF । ଜୟଦେବ ନିର୍ବାଚନ ମଣ୍ଡଳୀ ରେ ୧୬୯ ଟି ସ୍ଥାନ ରେ ୨୩୬ ଟି ପୁଲିଂ ବୁଥ ଏବଂ ଭୁବନେଶ୍ୱର ମଧ୍ୟରେ ୫୦ ଟି ସ୍ଥାନ!-->…
ବସ ଯାତ୍ରୀଙ୍କ ନିକଟରୁ ଲୁଟିବା ଅଭିଯୋଗରେ ୫ ଲୁଟେରା ଗିରଫ, ୨୦ହଜାର ଟଙ୍କା ଓ ୫ ମୋବାଇ ଜବତ
ଭୁବନେଶ୍ୱର: ବସ ଯାତ୍ରୀ ମାନଙ୍କ ନିକଟରୁ ବେଆଇନ ଟଙ୍କା ଏବଂ ମୋବାଇଲ ଫୋନ ଆଦାୟ କରିବା ଅଭିଯୋଗରେ ପାଞ୍ଚ ଅଭିଯୁକ୍ତ ଗିରଫ। ସୂଚନା ଅନୁଯାୟୀ ନାବାର୍ଡ ବସ ରହଣି ସ୍ଥଳ ନିକଟରେ ଅଭିଯୁକ୍ତ ମାନେ କୃତ୍ରିମ ଭିଡ ସୃଷ୍ଟି କରି ବସ ଯାତ୍ରୀ ମାନଙ୍କ ନିକଟରୁ ମୋବାଇଲ ଫୋନ ଏବଂ ମନିପର୍ସ ଲୁଟ!-->…
୨୬ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳାଫଳ
ଭୁବନେଶ୍ବର: ଆସନ୍ତା ମେ ୨୬ରେ ପ୍ରକାଶ ପାଇବ ଚଳିତ ବର୍ଷ ସିଏଚସିଇ ଦ୍ବାଦଶ ରେଜଲ୍ଟ । ୨୬ ତାରିଖ ଅପରାହ୍ଣ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ ପାଇପାରିବେ । www.orissaresult.nic.in ପ୍ରକାଶ ପାଇବ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ସିଏଚସିଇ ପରୀକ୍ଷା ନିୟନ୍ତ୍ରକ!-->…
ଚମ୍ପୁଆରେ ବିଜେପି ପାଇଁ ପ୍ରଚାର କରିଛନ୍ତି ଅରୁଣ ଗୋଭିଲ
କେଉଁଝର : ଚମ୍ପୁଆରେ ଶ୍ରୀରାମ । ବିଜେପି ପାଇଁ ପ୍ରଚାର କରିଛନ୍ତି ଟିଭି ଧାରାବାହିକ ରାମାୟଣର ଶ୍ରୀରାମଙ୍କ ଚରିତ୍ରରେ ଅଭିନୟ କରିଥିବା ଅରୁଣ ଗୋଭିଲ । ଚମ୍ପୁଆ ନେହେରୁ ଷ୍ଟାଡିୟମରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶ ସଭାକୁ ସମ୍ବୋଧନ କରିଥିଲେ । ପ୍ରଶଂସକମାନେ ତାଙ୍କୁ ଫୁଲ ମାଳ ଦେବା ସହ ପାଦ!-->…
‘ବିରୋଧୀ କେବେହେଲେ ବିକାଶ ଚାହାନ୍ତି ନାହିଁ’ : ପାଣ୍ଡିଆନ
ନୟାଗଡ଼: ୫ ବର୍ଷରେ ଥରେ ସୁଯୋଗ ଆସିଛି ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବା ପାଇଁ, ଶଙ୍ଖ ଚିହ୍ନରେ ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ୍ ଦେବାକୁ ପୁରୀ ଲୋକସଭା କ୍ଷେତ୍ର ନୟାଗଡ଼ରୁ ନିବେଦନ କଲେ ପାଣ୍ଡିଆନ । ଅଲଗା ଲୋକ ସାଂସଦ ହେଲେ ବିକାଶ ରଥ ଅଟକି ଯିବ, ବିରୋଧୀ!-->…
ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି
ଭୁବନେଶ୍ବର: ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି । ରତ୍ନଭଣ୍ଡାର ଚାବି ହଜିଗଲା ନବୀନ ବାବୁ କାହିଁକି ଚୁପ୍ ଅଛନ୍ତି । ତଦନ୍ତ କମିଶନ ରିପୋର୍ଟ କୁଆଡ଼େ ଗଲା? । ସର୍ଟ ଭିଡିଓରେ ନିଜେ କହୁଛନ୍ତି ନା ଏହା ଏଆଇ ମାଧ୍ୟମରେ କରାଯାଉଛି ।!-->…
୨୯ରେ ପୁଣି ଓଡ଼ିଶା ଆସିବେ ମୋଦୀ, ୨୫ରେ ଆସିବେ ଶାହ
ଭୁବନେଶ୍ୱର : ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଆସନ୍ତା ୨୯ରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାଲେଶ୍ବର ଓ କେନ୍ଦ୍ରାପଡ଼ାରେ ଜନସଭାରେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ବିଜୟପାଲ ସିଂ ତୋମାରଙ୍କ ସୂଚନା ଦେଇଛନ୍ତି ।
ଗତ ୨୦ ତାରିଖରେ!-->!-->!-->…
ଓଡ଼ିଶାରେ ଶାସନ ନାହିଁ, ନବୀନ ବାବୁ ନଜରବନ୍ଦୀ: କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ
ସମ୍ବଲପୁର: ଆଜି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ସମ୍ବଲପୁରରେ ବିଜେପି ପାଇଁ ପ୍ରଚାର କରିଛନ୍ତି। କେନ୍ଦ୍ରମନ୍ତ୍ରୀ ସମ୍ବଲପୁର ଭୂତପଡ଼ା ଠାରୁ ସୁନାପାଲୀ ଯାଏ କରୁଛନ୍ତି ରୋଡ୍ ସୋ। ସେ ରୋଡ୍ ସୋ’ ବେଳେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ଗିରିରାଜ ସିଂହ କହିଛନ୍ତି, ଓଡ଼ିଶାରେ!-->…
ବିଜେଡି ଛାଡିଲେ ଜ୍ୟୋତିପ୍ରକାଶ ପାଣିଗ୍ରାହୀ
ଭୁବନେଶ୍ବର: ବିଜେଡିକୁ ପୁଣି ଆଉ ଏକ ଶକ୍ତ ଝଟକା । ପୁଣି ଦଳରୁ ଇସ୍ତଫା ଦେଲେ ଆଉ ଜଣେ ଟାଣୁଆ ବିଧାୟକ । ଦଳ ସଭାପତିଙ୍କୁ ଇସ୍ତଫା ପତ୍ର ଦେଇ ଦଳ ଛାଡିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ଭିଡିଓ ବାର୍ତ୍ତାରେ ଦେଲେ ସୂଚନା ।
ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ!-->!-->!-->…
ପୋଲ ତଳୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର
ଖୋର୍ଦ୍ଧା: ୧୦ ଦିନ ହେଲା ନିଖୋଜ ଥିଲେ ଯୁବକ, ଯୁବତୀ। ପୋଲ ତଳୁ ମିଳିଲା ଦୁଇ ଜଣଙ୍କର ଗଳିତ ମୃତଦେହ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଅଠରାଙ୍ଗ ଗାଁରେ ଏହି ଘଟଣା ଘଟିଛି। ମୃତକ ଯୁବକଙ୍କ ଘର ଅଠରାଙ୍ଗ ପଞ୍ଚାୟତ ବୋତଳମା ଗାଁରେ। ସେହିପରି ଯୁବତୀଙ୍କ ଘର ହୀରାପୁର ପଞ୍ଚାୟତ!-->…