Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମୋଦିଙ୍କ ଭକ୍ତ ଜଗନ୍ନାଥ: ସମ୍ବିତ ପାତ୍ରଙ୍କ ବୟାନକୁ ନିନ୍ଦା କଲେ ନବୀନ
ଭୁବନେଶ୍ୱର,୨୦।୫: ସମ୍ବିତ ପାତ୍ରଙ୍କ ବିବୃତ୍ତିକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମଗ୍ର ବିଶ୍ୱର ଠାକୁର ତାଙ୍କୁ ଅନ୍ୟ ଜଣେ ମନୁଷ୍ୟର ଭକ୍ତ କହିବା ମହାପ୍ରଭୁଙ୍କ ପ୍ରତି ସବୁଠୁ ବଡ଼ ଅପମାନ। ଏହା!-->…
ଦିନ ୫ଟା ସୁଦ୍ଧା ରାଜ୍ୟରେ ୬୦.୫୪ ପ୍ରତିଶତ ମତଦାନ ରେକର୍ଡ
ଭୁବନେଶ୍ୱର: ରାଜ୍ୟରେ ଅପରାହ୍ଣ ୫ଟା ସୁଦ୍ଧା ୬୦.୫୪ ପ୍ରତିଶତ ମତଦାନ ହୋଇଛି । ବରଗଡରେ ସର୍ବାଧିକ ୬୬.୧୪ ପ୍ରତିଶତ ମତଦାନ ହୋଇଥିବା ବେଳେ ୫୫.୬୫ ପ୍ରତିଶତ ସହ ଆସ୍କାରେ ସବୁଠୁ କମ ଭୋଟିଂ ହୋଇଛି । ସୁନ୍ଦରଗଡରେ ୬୧.୫୩ ପ୍ରତିଶତ, କନ୍ଧମାଳ ୫୭.୪୬ ପ୍ରତିଶତ, ବଲାଙ୍ଗୀରରେ ୬୧.୩୫ ପ୍ରତିଶତ!-->…
ଲାଇନରେ ଛିଡା ହୋଇ ଭୋଟ ଦେଲେ ସାଂସଦ ପ୍ରାର୍ଥୀ ଜୁଏଲ ଓରାମ
ରାଉରକେଲା :ସୁନ୍ଦରଗଡ ଜିଲ୍ଲା ବଣାଇଁ ନିର୍ବାଚନ ମଣ୍ଡଳୀର ଲହୁଣୀପଡ଼ା ବ୍ଲକ କଲେଇପୋଷ ପଞ୍ଚାୟତ କେନ୍ଦୁଡିହ ଗ୍ରାମରେ ସାଂସଦ ପ୍ରାର୍ଥୀ ଜୁଏଲ ଓରାମ ନି ପରିବାର ସଦସ୍ୟଙ୍କ ସହିତ ମତଦାନ କରିଛନ୍ତି।ସକାଳୁ ସକାଳୁ ଗାଧୁଆ ପାଧୁଆ ସାରି ପରିବାର ସହ ଆଦିବାସୀ ପରମ୍ପରାରେ ନିଜ ଘରେ ପୂଜାର୍ଚ୍ଚନା!-->…
”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି
ଭୁବନେଶ୍ୱର : ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ, ” ସକାଳ ୭ଟାରେ ପୁରୀରେ ଆଶ୍ଚର୍ଯ୍ୟଜନକ ଭିଡ଼ ଦେଖିଲି,!-->…
ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ
ଭୁବନେଶ୍ୱର : ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ!-->…
ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ଏମ୍ପି ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଧାୟକ ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଥିଲେ। ତେବେ ଏହା ଭିତରେ ସମ୍ବିତ ପାତ୍ରଙ୍କ ଏକ ଭିଡିଓ ସୋସିଆଲ!-->…
ସର୍ବ ସମ୍ମୁଖରେ ଅଟୋ ଚାଳକଙ୍କୁ ଛୁରୀ ଭୁଷି ହତ୍ୟା
ବରଗଡ଼ : ମତଦାନ କେନ୍ଦ୍ରକୁ ଭୋଟରଙ୍କୁ ଧରି ଅଟୋରେ ଯାଉଥିଲେ। ହେଲେ ବିଚ୍ ରାସ୍ତାରେ ତାଙ୍କୁ ଅଟକାଇ ଛୁରୀ ଭୁଷି ହତ୍ୟା କଲେ ନିଶାସକ୍ତ ଯୁବକ। ଆଜି ଏପରି ବୀଭତ୍ସ ହତ୍ୟାକାଣ୍ଡ ବରଗଡ଼ ଜିଲ୍ଲାରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ତନାଘନା ଆରମ୍ଭ କରିଛି ପୁଲିସ୍। ପ୍ରାଥମିକ ତଦନ୍ତରୁ!-->…
ଭଞ୍ଜନଗରରେ ନିର୍ବାଚନୀ ହିଂସା: ବୁଥ୍ ରିଗିଂ ଅଭିଯୋଗ
ଭଞ୍ଜନଗର:ଭଞ୍ଜନଗରର ତୁରୁମୁ ପଞ୍ଚାୟତର ବେରୁଆବାଡି ଗାଁର ୪୭୮ ନମ୍ବର ବୁଥ୍ରେ ନିର୍ବାଚନୀ ହିଂସା ଘଟିଛି। ବୁଥ୍ରେ ବିଜେଡି କର୍ମୀଙ୍କ ଗୁଣ୍ଡାରାଜ ଦେଖିବାକୁ ମିଳିଛି । ବିଜେପି କର୍ମୀଙ୍କୁ ବିଜେଡି ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।ବିଜେଡ଼ିକର୍ମୀମାନେ ବୁଥ୍ ରିଗିଂ କରିବାକୁ!-->…
ପଲ୍ସରକୁ ପିଟି ଦେଲା ହାଇୱା: ବାପା, ମା’, ପୁଅ ଓ ଝିଅ ମୃତ
ଢେଙ୍କାନାଳ : ସଡ଼କ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜଣ ସଦସ୍ୟଙ୍କ ଜୀବନ। ପ୍ରାଣ ହରାଇଲେ ବାପା, ମା’, ପୁଅ ଓ ଝିଅ। ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ପିଙ୍ଗୁଆ ନିକଟରେ ଘଟିଛି ଏହି ଦୁର୍ଘଟଣା। ମୃତକମାନେ ଖଙ୍କିରା ଗାଁର।ଏହି ପରିବାର ଏକ ପଲ୍ସରରେ ବନ୍ଧୁ ଘରକୁ ଯାଉଥିବା!-->…
ଏମସିଏଲ ବିସ୍ଥାପିତ ୫ ଗାଁରେ ଭୋଟ୍ ବର୍ଜନ
ସୁନ୍ଦରଗଡ଼: ପୂର୍ବ ନିଷ୍ପତ୍ତି ଅନୁସାରେ ଏମସିଏଲ ବସୁନ୍ଧରା ଓ ମହାଲକ୍ଷ୍ମୀ କୋଇଲା ଖଣି ବିସ୍ଥାପିତ ୫ଟି ଗାଁ ଝୁପୁରୁଙ୍ଗା, କିରିପସିରା ଓ ତୁମୁଲିଆର ଭୋଟର ଭୋଟ୍ ବର୍ଜନ କରିଛନ୍ତି। ମତ ଗ୍ରହଣ ପାଇଁ ବୁଥ୍ରେ ପୋଲିଂ କର୍ମଚାରୀ ପ୍ରସ୍ତୁତ ହୋଇ ଅପେକ୍ଷା କରିଥିଲେ। କିନ୍ତୁ ପୂର୍ବାହ୍ନ!-->…