Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପାଣି ପାଇଁ ରାସ୍ତା ଉପରେ ବସିଲେ ଗ୍ରାମବାସୀ
କରଞ୍ଜିଆ : ପିଇବା ପାଣି ପାଇଁ ଡହଳ ବିକଳ ଲୋକେ। ବାରମ୍ବାର ଅଭିଯୋଗ କରିବା ପରେ ପ୍ରଶାସନ ନଶୁଣିବାରୁ ରାସ୍ତା ଅବରୋଧ କଲେ ଗାଁର ଶତାଧିକ ମହିଳା ଓ ପୁରୁଷ । ମୟୂରଭଞ୍ଜ ଜିଲ୍ଳା କରଞ୍ଜିଆ ଥାନା ଅନ୍ତର୍ଗତ କେଉଁଝରା ଗାଁରେ ଆଜି ଦେଖିବାକୁ ମିଳିଛି ଏହି ଦୃଶ୍ୟ।କେଉଁଝରା ଗାଁରେ ଲୋକମାନେ!-->…
କଟକ ନିର୍ବାଚନୀ ସଭା ମଞ୍ଚରେ ତିନି ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
କଟକ: କଟକ ନିର୍ବାଚନୀ ସଭା ମଞ୍ଚରେ ତିନିଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବର୍ଦ୍ଧିତ କରିଛନ୍ତି। ଏହି ତିନି ପ୍ରତିଭା ହେଲେ ବରିଷ୍ଠା ଓଡ଼ିଶୀ ସଂଗୀତଜ୍ଞ ଶ୍ୟାମାମଣି ଦେବୀ, ବିଶିଷ୍ଟ ଘୋଡ଼ା ନାଚ ଗୁରୁ ଉତ୍ସବ ଦାସ ଓ ଓଡ଼ିଶାରୁ ଅଯୋଧ୍ୟା ବାଇକ ଯାତ୍ରା!-->…
ବିଜେଡି ସରକାରରେ ଜଗନ୍ନାଥ ମନ୍ଦିର ମଧ୍ୟ ସୁରକ୍ଷିତ ନୁହେଁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଅନୁଗୁଳ: ଗତ ୨୫ ବର୍ଷ ଭିତରେ ବିଜେଡି ସରକାର କିଛି କରିନି। ଏଠାରୁ ଲୋକେ ଅନ୍ୟ ରାଜ୍ୟକୁ ପଳାୟନ କରୁଛନ୍ତି। ଓଡ଼ିଶାକୁ କିଏ ବରବାଦ କରିଲା? କିଏ ଯୁବକଯୁବତୀଙ୍କ ସ୍ବପ୍ନକୁ ଚୁରମାର କରିଛି? ଏଠିକାର ବିଜେଡି ସରକାରର ଶାସନରେ ଲୋକେ ଅତିଷ୍ଠ। କିଛି ଦୁର୍ନୀତିଗ୍ରସ୍ତ ଲୋକ ମୁଖ୍ୟମନ୍ତ୍ରୀ!-->…
ଓଡ଼ିଶାର ସବୁ ସେକ୍ଟରକୁ କବ୍ଜା କରିଛନ୍ତି ବିଜେଡିର ଜଣେ ମାଫିଆ; ଜୁନ୍ ୧୦ରେ ଭଙ୍ଗା ଯିବ ଅଣ୍ଟା
କଟକ : ବିଜେଡି ଓଡ଼ିଶାକୁ ଦେଇଛି ଲ୍ୟାଣ୍ଡ(ଜମି), ସ୍ୟାଣ୍ଡ(ବାଲି), କୋଇଲା ମାଫିଆ। ମାଫିଆଗିରିରେ ପୂରା ୨୪ ଘଣ୍ଟା ଲାଗିଛନ୍ତି ବିଜେଡି ନେତା। ଜଣେ ମାଫିଆ ଅଛନ୍ତି, ଯିଏ ପ୍ରତି ସେକ୍ଟର ଉପରେ କବଜା କରି ବସିଛନ୍ତି। ଜୁନ୍ ୧୦ରେ ବିଜେପି ସରକାର ଆସିଲେ ଏହି ମାଫିଆର ଅଣ୍ଟା ଭଙ୍ଗାଯିବ। କଟକ!-->…
ପୁରୀରେ ମୋଦି ମ୍ୟାଜିକ; ବଡ଼ଦାଣ୍ଡ ପାଲଟିଲା ଜନ ସମୁଦ୍ର
ପୁରୀ : ମୋଦି, ମୋଦି ନାରାରେ କମ୍ପିଲା ବଡ଼ଦାଣ୍ଡ। ପୁରୀରେ ଦେଖିବାକୁ ମିଳିଲା ମୋଦି ମ୍ୟାଜିକ । ବଡ଼ଦାଣ୍ଡ ପାଲଟିଲା ଜନ ସମୁଦ୍ର। ନିଜ ପ୍ରିୟ ପ୍ରଧାନମନ୍ତ୍ରୀଙ୍କୁ ଦେଖିବାକୁ ଆଜି ସକାଳୁ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଦେଖିବାକୁ ମିଳିଥିଲା ପ୍ରବଳ ଲୋକ ଗହଳି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି!-->…
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳର ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦୀ
ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ପର୍ଯ୍ୟାୟ ମତଦାନ ସରିଯାଇଛି | ଆସନ୍ତାକାଲି ଦ୍ଵିତୀୟ ପର୍ଯ୍ୟାୟ ମତଦାନ ହେବ | ଆଉ ଏହାରି ଭିତରେ ରାଜ୍ୟ ବିଜେପିର କାର୍ଯ୍ୟାଳୟରେ ପହଂଚି ଦଳର ସ୍ଥିତି ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ | ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର!-->…
ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ
ସମ୍ବଲପୁର: କୁଚିଣ୍ଡାରେ କେନ୍ଦ୍ରମନ୍ତ୍ରୀଙ୍କୁ ଶାଣିତ ଆକ୍ରମଣ କଲେ ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ସବୁ କାମରେ ରାଜନୈତିକ ଫାଇଦା ଦେଖନ୍ତି, ଆମ ମୁଖ୍ୟମନ୍ତ୍ରୀ ସେବାରେ ବିଶ୍ୱାସ ରଖନ୍ତି ବୋଲି କହିଛନ୍ତି ପାଣ୍ଡିଆନ । ୧୦ ବର୍ଷରେ କଣ କାମ କରିଛ, ଲୋକଙ୍କୁ ହିସାବ ଦିଅ ବୋଲି!-->…
ନିର୍ବାଚନ ଡ୍ୟୁଟିରେ ଯାଇଥିବା ପୋଲିଂ ଅଧିକାରୀଙ୍କ ହୃଦ୍ଘାତରେ ମୃତ୍ୟୁ
ବଲାଙ୍ଗୀର: ନିର୍ବାଚନ ଡ୍ୟୁଟି ଯାଇଥିବା ପୋଲିଂ ଅଧିକାରୀଙ୍କ ମୃତ୍ୟୁ। ମୃତ ଶିକ୍ଷକଙ୍କ ନାଁ ସୁଶୀଲ କୁମାର ଆଚାର୍ଯ୍ୟ। ଆଗଲପୁର ପଟୁଆପାଲି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଥିଲେ ଶୁସିଲ। ନିର୍ବାଚନ ଡ୍ୟୁଟି ପାଇଁ ଟିଟିଲାଗଡ ଯାଇଥିଲେ। ଟିଟିଲାଗଡ଼ରେ ପ୍ରାଥମିକ ଚିକିତ୍ସା ପରେ ବଲାଙ୍ଗୀର!-->…
ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର: ନବୀନ ପଟ୍ଟନାୟକ
କେନ୍ଦୁଝର: ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର । କୁମ୍ଭୀର କାନ୍ଦଣା ଏଠାରେ ଚଳିବନି ବୋଲି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଆନନ୍ଦପୁରରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେଇ ବିରୋଧିଙ୍କ ଉପରେ!-->…
ଭୁବନେଶ୍ୱର ସାଂସଦଙ୍କୁ ବିଜେଡିର ଜୋରଦାର ଟାର୍ଗେଟ
ଭୁବନେଶ୍ୱର: ଭୁବନେଶ୍ୱର ସାଂସଦଙ୍କୁ ବିଜେଡିର ଜୋରଦାର ଟାର୍ଗେଟ । ରବିବାର ପ୍ରେସମିଟ୍ କରି ବିଜେପି ନେତ୍ରୀ ଅପରାଜିତା ଷଡଙ୍ଗୀ ପ୍ରଥମେ ବିଜେଡି ଉପରେ ବର୍ଷିବା ପରେ, ଏହାର ପ୍ରତି ଜବାବ ଦେଇଛନ୍ତି ବିଜେଡି ମୁଖପାତ୍ର ତଥା ସାଂସଦ ସସ୍ମିତ ପାତ୍ର । ସାଂସଦ ସସ୍ମିତ ପାତ୍ର କହିଛନ୍ତି, ଚଳିତ!-->…