Browsing Category

ଓଡିଶା

ଖଲ୍ଲିକୋଟ ନିର୍ବାଚନୀ ହିଂସା, ଗିରଫ ସଂଖ୍ୟା ୧୧କୁ ବୃଦ୍ଧି

ବ୍ରହ୍ମପୁର: ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର ପପୁ ତରେଇ । ପୂର୍ବରୁ ୯ ଜଣ ଗିରଫ ହୋଇଥିବା ବେଳେ ବର୍ତ୍ତମାନ ଆଉ ୨ଜଣଙ୍କୁ ଗିରଫ

ଆସନ୍ତାକାଲି ପୁଣି ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ, ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ପୁଣି ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ । ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏକ ମେଗା ରୋଡ ସୋ ଅନୁଷ୍ଠିତ ହୋଇଥିବା ବେଳେ ଆସନ୍ତାକାଲି ପୁଣିଥରେ ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ । ପୁନମା ଗେଟରୁ ଆରମ୍ଭ ହେବ ରୋଡ ଶୋ’ । ଏକାମ୍ର ଛକ

ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଖୁବ ଶୀଘ୍ର ଓଡ଼ିଶାରେ କରିବ ପ୍ରବେଶ

ଭୁବନେଶ୍ୱର : ଚାଷୀଙ୍କ ପାଇଁ ଖୁସି ଖବର । ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜି କୋମରିନ-ମାଳଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ ଆଣ୍ଡାମାନ ସାଗର ଦ୍ବୀପ ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେଉଛି । ପ୍ରଭାବରେ ନିକୋବର

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି, ନିୟୋଜିତ ହେବେ ୩୩ ହଜାର ପୋଲିସ କର୍ମଚାରୀ

ଭୁବନେଶ୍ୱର: ଆସନ୍ତାକାଲି ଦେଶରେ ପଞ୍ଚମ ଏବଂ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଆଇନ ଶୃଙ୍ଖଳାକୁ ନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ଡିଜିପି। ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଲାଗି ୫ ଲୋକସଭା ଏବଂ ଏହା

‘ଓଡ଼ିଶାରେ ବେଙ୍ଗଲ ସ୍ଥିତି କରିବାକୁ ଚାହୁଁଛନ୍ତି ମୁଖ୍ୟମନ୍ତ୍ରୀ’

ଭୁବନେଶ୍ବର: ‘ଓଡିଶାରେ ବେଙ୍ଗଲ ସ୍ଥିତି କରିବାକୁ ଚାହୁଁଛନ୍ତି ନବୀନ ଓ ତାଙ୍କ ଗୁମାସ୍ତା । ସତର୍କ ହେଇଯାଆନ୍ତୁ, ବିଜେପି ସରକାର ଆସୁଛି ।’ ପ୍ରେସମିଟ କରି ବିଜେଡି ଉପରେ ବର୍ଷିଲେ ବିଜେପି ମୁଖପାତ୍ର ପିତାମ୍ବର ଆଚାର୍ଯ୍ୟ । କହିଲେ ମୁଖ୍ୟମନ୍ତ୍ରୀ ପ୍ରତିନିଧିତ୍ବ କରୁଥିବା ଗଞ୍ଜାମ

ବିକଶିତ ଦେଶ ଗଠନ ମୁଖ୍ୟ ଉଦ୍ଦେଶ୍ୟ, ଏଣୁ ବିଜେପି ପ୍ରାର୍ଥୀଙ୍କୁ ଜିତାନ୍ତୁ: ରାଜନାଥ ସିଂହ

ରେଢ଼ାଖୋଲ: ବିଜେପି କେବଳ କ୍ଷମତାରେ ରହିବାକୁ ରାଜନୀତି କରେନାହିଁ, ବିକଶିତ ଦେଶ ଗଠନ ଏହାର ମୁଖ୍ୟ ଉଦ୍ଦେଶ୍ୟ। ଏଣୁ ବିଜେପି ପ୍ରାର୍ଥୀଙ୍କୁ ଜିତାନ୍ତୁ। ଏଭଳି କହିଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ସଭାରେ ସମ୍ବଲପୁର ବିଜେପି ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର

ପାଣ୍ଡିଆନ ତାଙ୍କ ସୀମା ଭିତରେ ରୁହନ୍ତୁ: ଅପରାଜିତା

ଭୁବନେଶ୍ୱର: ଆଜି କେନ୍ଦୁଝରରେ ଉଭୟ ରାଜ୍ୟ ଓ କେନ୍ଦ୍ର ନେତାଙ୍କ ପ୍ରଚାର ଜୋରଦାର ଚାଲିଛି। ଚଳଚଞ୍ଚଳ ରାଜନୀତି। ଉଭୟ ଦଳ ଉଭୟଙ୍କୁ ଟାର୍ଗେଟ୍ କରି ଜନତାଙ୍କୁ ଭୋଟ ଭିକ୍ଷା କରୁଛନ୍ତି। ଏହାରି ଭିତରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି

ଆସନ୍ତାକାଲି ଶ୍ରୀମନ୍ଦିରରେ ଦର୍ଶନ ପରେ ରୋଡ ସୋ କରିବେ ମୋଦି, ନିୟୋଜିତ ହେବେ ୬୩ ପ୍ଲାଟୁନ୍ ଫୋର୍ସ

ପୁରୀ : ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଆସନ୍ତାକାଲି ପୁରୀରେ ରୋଡ ସୋ କରିବେ ମୋଦି । ସକାଳ ୬ଟା ୩୦ରୁ ୭ଟା ମଧ୍ୟରେ ହେଲିପ୍ୟାଡରେ ପହଞ୍ଚିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ୬୩ ପ୍ଲାଟୁନ୍ ଫୋର୍ସ ନିୟୋଜିତ ହେବେ । ମୋଦିଙ୍କ ପୁରୀ ଗସ୍ତ କୁ ନେଇ ଆଜି କାରକେଡ଼ ରିହଲସଲ କରାଯାଇଛି

ପଦ୍ମ ଧରିଲେ ସମୀର ରଞ୍ଜନ ଦାଶ, ଆଜି ବିଜେଡିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର : ବିଜେପିରେ ମିଶିଲେ ସମୀର ରଞ୍ଜନ ଦାଶ । ସକାଳୁ ସକାଳୁ ବିଜେଡି ଛାଡିଥିଲେ ସମୀର ଦାଶ । ଦଳର ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଥିଲେ ଇସ୍ତଫା ପତ୍ର । ଟିକେଟ ନମିଳିବା ନେଇ ଥିଲେ ଅସନ୍ତୁଷ୍ଟ । ଦଳ ଛାଡିବାର କାରଣ କହିବା ସହ ସୋସିଆଲ ମିଡିଆରେ

ପୁଣି ଓଡ଼ିଶା ଆସିବେ ରାହୁଲ ଓ ମଲ୍ଲିକାର୍ଜୁନ ଖଡ୍‌ଗେ

ଭୁବନେଶ୍ବର: ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ।କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଆସିବେ । ୩ ଦିନ ଧରି ଓଡିଶାରେ ପ୍ରଚାର କରିବେ କଂଗ୍ରେସ ନେତା । ୨୬, ୨୭ ଓ ୨୮ତାରିଖରେ ନିର୍ବାଚନୀ ପ୍ରଚାର କରିବେ ରାହୁଲ , ଖଡ୍‌ଗେ । ଓଡିଶାର ବାଲେଶ୍ବର ଓ