Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାତି ପାହିଲେ ୨ୟ ପର୍ଯ୍ୟାୟ ଭୋଟିଂ, ବୁଥ୍ ମୁହାଁ ପୋଲିଂ ପାର୍ଟି
ଭୁବନେଶ୍ୱର : ଇଭିଏମ ପ୍ରସ୍ତୁତ । ଜନତା ସ୍ଥିର କରିଛନ୍ତି କାହାକୁ ଦେବେ ଭୋଟ । ଆସନ୍ତାକାଲି ରାଜ୍ୟର ୯ ଜିଲ୍ଲାରେ ୫ ଲୋକସଭା ଆସନ ଏବଂ ୩୫ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ । ଆସିକା ଓ କନ୍ଧମାଳ ସହ ପଶ୍ଚିମରେ ବଲାଙ୍ଗିର, ବରଗଡ଼ ଓ ସୁନ୍ଦରଗଡ଼ ଲୋକସଭା ଏବଂ ଏହା ଅଧୀନ ବିଧାନସଭା!-->…
ବାତ୍ୟା ନେଇ ଆକଳନ କରାଯାଇନି, ଭୟଭୀତ ହେବାର ଆବଶ୍ୟକତା ନାହିଁ
ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ହେଲେ ବାତ୍ୟା ସୃଷ୍ଟି ନେଇ କୌଣସି ପୂର୍ବାନୁମାନ କରାଯାଇନ ଥିବାରୁ ଭୟଭୀତ ହେବାର କୌଣସି!-->…
ଛତ୍ରପୁର ବଡ଼ ଷ୍ଟେସନ ଠାରେ ଲାଇନଚ୍ୟୁତ ହେଲା ମାଲବାହି ଟ୍ରେନ
ଛତ୍ରପୁର : ଗଞ୍ଜାମ ଜିଲ୍ଲା ଛତ୍ରପୁର ବଡ଼ ଷ୍ଟେସନ ଠାରେ ଲାଇନଚ୍ୟୁତ ହେଲା ମାଲବାହି ଟ୍ରେନ l ମାଲବାହି ଟ୍ରେନ ର ୩ ଟି ବଗି ଲାଇନ ଚ୍ୟୁତ ହୋଇଥିବା ବେଳେ ରେଳବାଇ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛନ୍ତି l ତେବେ ଟ୍ରେନରେ ଗିଟି ବୋଝେଇ ହୋଇଥିବା ବେଳେ କେଉଁ ଠାରୁ!-->!-->!-->…
୨୨ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର; ୨୪ରେ ଅବପାତ
ଭୁବନେଶ୍ୱର : ରାଜ୍ୟବାସୀଙ୍କ ତାତିରୁ ମିଳିବ ଆଶ୍ୱସ୍ତି। ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,!-->…
ପାଣ୍ଡିଆନ ଦେଲେ ବଡ଼ ପ୍ରତିଶ୍ରୁତି, ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ
ପୁରୀ,୧୮।୫: ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ବଡ଼ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ପୁରୀ ବାସିନ୍ଦାଙ୍କ ଆଶୀର୍ବାଦ ହେଲେ ଏଠାରୁ ବିଜେଡିର ବିଧାୟକ ଓ ଏମପି!-->…
ମୁଁ ଦଳରେ ନାହିଁ, ମୋତେ କିଭଳି ବହିଷ୍କାର କରାଗଲା: ବିଜୟ
ଭୁବନେଶ୍ୱର,୧୮।୫: ମୁଁ ଦଳରେ ନାହିଁ। ହେଲେ ମୋତେ କିପରି ବହିଷ୍କାର କରାଗଲା। ଏଭଳି ନିଷ୍ପତ୍ତି ନେଇ ଭାଜପା ଲୋକହସା ହୋଇଛି ବୋଲି ବରିଷ୍ଠ ନେତା ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ତେବେ ୫ ବର୍ଷ ପରେ ଦଳ ବିରୋଧୀ କାମ କରିଛି ବୋଲି କିଭଳି ମନେ ପଡ଼ିଲା ବୋଲି ବିଜୟ ପ୍ରଶ୍ନ!-->…
ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ
ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପ୍ରଥମେ ନିଜ ରାଜ୍ୟକଥା ଚିନ୍ତା କରନ୍ତୁ । ସେ କହିଛନ୍ତି, ଭାଜପାର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀମାନେ!-->…
ନିର୍ବାଚନ କାର୍ଯ୍ୟକ୍ରମରେ ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିଆଯିବ: ଜିଲ୍ଲାପାଳ
ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର (୬୪) ସଂରକ୍ଷିତ ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ପ୍ରସ୍ତୁତ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏହି କ୍ରମରେ ବୀରମହାରାଜପୁର କଲେଜ୍ ପଡ଼ିଆରେ ଚାଲିଥିବା ଟ୍ରାଇରନ୍ କାର୍ଯ୍ୟକ୍ରମରେ ଯୋଗଦେଇ ସେକ୍ଟର ଅଫିସର୍ ଓ ଉପଜିଲ୍ଲାପାଳ!-->…
ବିଜେପି-ବିଜେଡି ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ବ: ସଚିନ ପାଇଲଟ୍
ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ସଚିନ୍ ପାଇଲଟ ଆଜି ରାଜ୍ୟ କଂଗ୍ରେସ ଭବନରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଏହି ଅବସରରେ ସେ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ନିର୍ବାଚନରେ କଂଗ୍ରେସ ଆଗୁଆ ଅଛି। ନିର୍ବାଚନରେ ମେଣ୍ଟ ପ୍ରାର୍ଥୀ ଆଗୁଆ ଅଛନ୍ତି। ଇଣ୍ଡିଆ!-->…
ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ପ୍ରାର୍ଥୀ କୋଟିପତି; ସନା ସବୁଠୁ ଧନୀ, ଦ୍ୱିତୀୟରେ ସୌମ୍ୟ
ଭୁବନେଶ୍ବର : ଓଡ଼ିଶାରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ADR ଓ ଓଡ଼ିଶା!-->…