Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶସ୍ତାରେ ଶ୍ରମିକ ମିଳୁଥିବା ରାଜ୍ୟ ଭାବେ ଓଡ଼ିଶା ଭଲଭାବରେ ଏବେ ଜଣାଶୁଣା: ମଲ୍ଲିକାର୍ଜୁନ ଖଡ଼ଗେ
ଭୁବନେଶ୍ବର: ବେରୋଜଗାରୀ ଦୂର କରିବାକୁ ଉଭୟ ବିଜେପି ଓ ବିଜେଡି ସରକାର ଧ୍ୟାନ ଦେଉନାହାନ୍ତି। ଓଡ଼ିଶାର ୪୧% ଲୋକ ବେରୋଜଗାର ରହିଛନ୍ତି। ବିଜେଡି ୨୪ ବର୍ଷ ସରକାରରେ ରହିବା ପରେ ମଧ୍ୟ ଜଣେ ଯଦି ଲୋକଙ୍କ ଚିନ୍ତା କରିବେନି ତେବେ ସମର୍ଥନ କେଉଁ ମୁହଁରେ ମାଗୁଛନ୍ତି। ଇଣ୍ଡିଆ ମେଣ୍ଟ ସରକାର!-->…
‘ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର ଦିଆଯିବ’
ଭୁବନେଶ୍ବର: ଆଜି ଅର୍ଥାତ ଗୁରୁବାର କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଫଗନ ସିଂ ଭୁବନେଶ୍ବରରେ ଏକ ପ୍ରେସମିଟ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ଓଡ଼ିଶାରେ ମିଳିମିଶି ସରକାର ବଦଳାଇବାକୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ । ‘ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର!-->…
ଲଘୁଚାପ ବର୍ଷାରେ ଭିଜିିବ ଓଡ଼ିଶା
ଭୁବନେଶ୍ୱର : ଆସୁଛି ବର୍ଷା । ଲଘୁଚାପ ବର୍ଷାରେ ଭିଜିିବ ଓଡ଼ିଶା । ଆସନ୍ତା ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । କ୍ରମଶଃ ଏହା ଘନୀଭୂତ ହୋଇ ଅବପାତ କିମ୍ବା ଆହୁରି ଶକ୍ତିଶାଳୀ ହୋଇପାରେ । ଦକ୍ଷିଣ ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ ନେଇ ପୂର୍ବାନୁମାନ କରିଛନ୍ତି!-->…
ମୁଁ ନିଜକୁ ଅସୁରକ୍ଷିତ ମଣୁଛି: ମତେ ସୁରକ୍ଷା ଦିଅନ୍ତୁ, ପ୍ରଧାନମନ୍ତ୍ରୀଙ୍କୁ ପ୍ରଦୀପ ପାଣିଗ୍ରାହୀଙ୍କ ଚିଠି
ବ୍ରହ୍ମପୁର: ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ମୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମଣୁଛି। ମତେ ସୁରକ୍ଷା ଯୋଗାଇ ଦିଅନ୍ତୁ। ଗଞ୍ଜାମରେ ନିର୍ବାଚନୀ ସମୟରେ!-->…
ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଲେ ରମାରଞ୍ଜନ ବଳିୟାରସିଂହ
ଭୁବନେଶ୍ୱର: ବିଜେପିରୁ ଇସ୍ତଫା ଦେବା ପରେ ବିଜେଡିରେ ମିଶିଲେ ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ । ଆଜି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ଦଳରେ ଯୋଗଦେଲେ ରମା ରଞ୍ଜନ । ଏହି ସମୟରେ ତାଙ୍କୁ ଉପଢୌକନ ଓ ପୁଷ୍ପ ଗୁଚ୍ଛ!-->…
ଖଲ୍ଲିକୋଟ ହିଂସାକୁ ନେଇ ୧୪୪ ଲାଗୁ, କାର୍ଯ୍ୟରେ ଅବହେଳା ପାଇଁ ୪ ପୋଲିସ କର୍ମଚାରୀଙ୍କୁ ବଦଳି
ବ୍ରହ୍ମପୁର: ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ରାଜନୈତିକ ହିଂସାକାଣ୍ଡ ଘଟଣାରେ ୮ ଜଣଙ୍କୁ ଗିରଫ କଲା ପୋଲିସ। ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି। ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଆକ୍ରମଣରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କର୍ମୀଙ୍କ ମୃତ୍ୟୁ ହୋଇଛି। ଘଟଣାକୁ!-->…
ପାକିସ୍ତାନରୁ ଆସୁଛି +୯୨ ନମ୍ବରରୁ ହ୍ୱାଟ୍ସଆପ୍ କଲ୍, ପୋଲିସ୍ ପକ୍ଷରୁ ସତର୍କ ରହିବାକୁ ପରାମର୍ଶ
ହ୍ୱାଟ୍ସଆପ୍ (WhatsApp) କଲ୍ ରିସିଭ କରୁଥିଲେ ହୋଇଯାଆନ୍ତୁ ସାବଧାନ ! +92 ନମ୍ବର ଥିବା ହ୍ୱାଟ୍ସଆପ୍ କଲ୍ ଠାରୁ ଦୂରେଇ ରୁହିବାକୁ ଓଡ଼ିଶା ପୋଲିସର ପରାମର୍ଶ। ପାକିସ୍ତାନ ନମ୍ବରରୁ ଆସୁଛି ହ୍ୱାଟ୍ସଆପ୍ କଲ୍। ଏହି କଲରୁ ଦୂରେଇ ରହିବାକୁ ସାଇବର ପୋଲିସ ପକ୍ଷରୁ କୁହାଯାଉଛି ।
!-->!-->…
ଏପଟେ ଓଡ଼ିଆ ଅସ୍ମିତାର କଥା କହୁଛନ୍ତି, ସେପଟେ ମୁଖ୍ୟମନ୍ତ୍ରୀଙ୍କୁ ଗାଳି ଦେଉଛନ୍ତି ବାହାର ରାଜ୍ୟର ନେତା: ପାଣ୍ଡିଆନ
ବଲାଙ୍ଗୀର: ସାଧାରଣ ନିର୍ବାଚନ ପାଇଁ ନେତାମାନଙ୍କ ଜୋରଦାର ପ୍ରଚାର ଜାରିରହିଛି । ଏହି ଅବସରରେ ଆଜି ଅର୍ଥାତ ଗୁରୁବାର ଟିଟଲାଗଡ଼ରେ ବିଜେଡି ନେତା ଭିକେ ପାଣ୍ଡିଆନ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ବିରୋଧି ଦଳ ଉପରେ ଖୁବ୍ ବର୍ଷିଛନ୍ତି । ପାଣ୍ଡିଆନ କହିଛନ୍ତି,!-->…
ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝିଙ୍କ ପତ୍ନୀ…
ସୁନ୍ଦରଗଡ଼: ତଳସରାର ପୂର୍ବତନ ବିଧାୟକ ଡ.ପ୍ରଫୁଲ୍ଲ ମାଝୀଙ୍କ ପତ୍ନୀ ପୂର୍ବତନ ବାଲିଶଙ୍କରା ପଞ୍ଚାୟତ ସମିତି ଅଧ୍ୟକ୍ଷା ତ୍ରିବେଣୀ ମାଝୀ ବିଜେପିରେ ଯୋଗ ଦେଇଛନ୍ତି। ଗୁରୁବାର ବାଲିଶଙ୍କରା ସୁଖା ମହାଦେବ ମନ୍ଦିର ପଡ଼ିଆରେ ବିଜେପିର ତରଫରୁ ଆୟୋଜିତ ନିର୍ବାଚନୀ ସଭାରେ ଛତିଶଗଡ଼!-->…
‘ଶପଥ ନେଲା ପରେ ପ୍ରତିଶ୍ରୁତି ପୂରଣ କରୁ, ଏହା ମୋଦୀଙ୍କ ଗ୍ୟାରେଣ୍ଟି’
ବେଲପାହାଡ: ‘ମୋଦୀଙ୍କ ଗ୍ୟାରେଣ୍ଟି ଫେଲ୍ ହୁଏନି, ଶପଥ ନେଲା ପରେ ପ୍ରତିଶ୍ରୁତି ପୂରଣ କରିଛୁ । ପ୍ରଧାନମନ୍ତ୍ରୀ ଯେଉଁ ଗ୍ୟାରେଣ୍ଟି ଦିଅନ୍ତି ତାହା କେବେ ଫେଲ୍ ହୁଏ ନାହିଁ ।’
ଓଡିଶାବାସୀଙ୍କୁ ଉଦ୍ବୋଧନ ଦେଉଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ବଶର୍ମା । ଆଜି ଝାରୁସୁଗୁଡା ଜିଲ୍ଲା!-->!-->!-->…