Browsing Category

ଓଡିଶା

ସହିଦ ସପ୍ତାହ ପାଳନ ପୂର୍ବରୁ ନକ୍ସଲଙ୍କୁ ଝଟକା: ମହିଳା କ୍ୟାଡରର ଆତ୍ମସମର୍ପଣ

ମାଲକାନଗିରି: ଆସନ୍ତାକାଲି ଠାରୁ ନକ୍ସଲଙ୍କ ସହିଦ ସପ୍ତାହ। ସହିଦ ସପ୍ତାହ ଆରମ୍ଭ ପୂର୍ବରୁ ପୁଲିସ ନକ୍ସଲଙ୍କୁ ଦେଇଛି ବଡ଼ ଝଟକା। ୩ ଲାଜ୍ୟର ମୋଷ୍ଟ ଵାଣ୍ଟେଡ ମହିଳା ନକ୍ସଲ ରାନିତେ ଅରଫ ହିଡମା କୋବାସି।ମହିଳା ନକ୍ସଲ ରାନିତେ ଛତିଶଗଡ, ମହାରାଷ୍ଟ୍ର ଏବଂ ମଧ୍ୟପ୍ରଦେଶ ରାଜ୍ୟ ପାଇଁ ଥିବା…

ଆଳୁ ପ୍ରସଙ୍ଗରେ ଦିଲ୍ଲୀରେ ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର : ଗତ ଦୁଇ ଦିନ ହେଲା ଓଡ଼ିଶାରେ ଦେଖାଦେଇଛି ଆଳୁ ଶଙ୍କଟ। ଏହି ସମସ୍ୟା ସମାଧାନ ପାଇଁ ଆରମ୍ଭ ହୋଇଛି ଉଦ୍ୟମ। ଆଜି ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରେ ଦେଖାଦେଇଥିବା ଆଳୁ ସମସ୍ୟା…

ମଧୁମିତାଙ୍କ ସ୍ୱାମୀଙ୍କ ସମ୍ପର୍କରେ ତଥ୍ୟ ନେଲେ ବାୟୁସେନା ଅଧିକାରୀ

ଭୁବନେଶ୍ବର : ଭୁବନେଶ୍ୱରରେ ମହିଳା ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ଆତ୍ମହତ୍ୟା ଘଟଣାରେ ତଥ୍ୟ ନେଲେ ବାୟୁସେନା ଅଧିକାରୀ। ମଧୁମିତାଙ୍କ ସ୍ୱାମୀ ତଥା ଗିରଫ ଅଭିଯୁକ୍ତ ଶ୍ରୀଧର ଜେନାଙ୍କ କେସ୍‌ ସମ୍ପର୍କିତ ତଥ୍ୟ ନେଇଛନ୍ତି। ମଧୁମିତାଙ୍କ ସ୍ୱାମୀ ଶ୍ରୀଧର ବାୟୁସେନାରେ କାର୍ଯ୍ୟରତ ଥିବାରୁ…

ଆଳୁ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଓଡିଶାରେ ଆଳୁ ଦର ହୁ ହୁ ହୋଇ ବଢିବା ପରେ ବିରୋଧୀଦଳର ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ଚିଠି ଲେଖିଛନ୍ତି।ଏହି ଅତ୍ୟାବଶ୍ୟକ ସାମଗ୍ରୀର ସୁପରିବହନ କରିବାକୁ ଚିଠିରେ ଅନୁରୋଧ କରିଛନ୍ତି। ନବୀନ ଚିଠିରେ ଲେଖିଛନ୍ତି…

ବିଧାନସଭାରେ ଉଠିଲା ଭୂତ ରାସନକାର୍ଡ ପ୍ରସଙ୍ଗ

ଭୁବନେଶ୍ବର: ବିଧାନସଭା ଶୂନ୍ୟକାଳରେ ଉଠିଲା ଭୂତ ରାସନ କାର୍ଡ ହିତାଧିକାରୀ ପ୍ରସଙ୍ଗ। ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇଛନ୍ତି। ରାଜ୍ୟରେ ୨୫ ଲକ୍ଷ ଭୂତ କାର୍ଡ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ, ଯୋଗାଣ ମନ୍ତ୍ରୀ କହିଥିଲେ ରାସନ…

ଏମସିଏଲ ଅଧିକାରୀଙ୍କୁ ଦୁର୍ବ୍ଯବହାର ଅଭିଯୋଗ, ବିଜେଡି ନେତ୍ରୀଙ୍କ ସମେତ ୪ ଗିରଫ

ଝାରସୁଗୁଡା: ମହାନଦୀ କୋଲଫିଲ୍ଡସ ଲିମିଟେଡ (ଏମସିଏଲ) ର ଜଣେ ଅଧିକାରୀଙ୍କୁ ଜୋତା ଫିଙ୍ଗିବା ଅଭିଯୋଗରେ ପୋଲିସ ଶୁକ୍ରବାର ଦିନ ବିଜେଡି ନେତ୍ରୀ ତଥା ପୂର୍ବତନ ସରପଞ୍ଚ ପାର୍ବତୀ ବେହେରାଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଏହି ଘଟଣା ଲଖନପୁର ବ୍ଲକର ଏମସିଏଲର ବନ୍ଦବାହାଲ କାର୍ଯ୍ୟାଳୟରେ…

ଅନଲାଇନ ଗେମରୁ କୋଟିପତି; ଘରେ ପଶିଲା ଇଡି

ଅନଲାଇନ୍ ଗେମ ଖେଳି କୋଟି କୋଟି ଟଙ୍କା ରୋଜଗାର କରୁଥିଲେ। ବ୍ୟାଙ୍କ ଆକାଉଣ୍ଟରେ କୋଟିକୋଟି ଟଙ୍କା କାରବାରକୁ ନେଇ ୬ଜଣଙ୍କ ଘରେ ଚଢ଼ାଉ କରିଛି ଇଡି। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ବଡ଼ଗୋଗୁଆ ଗାଁରେ ରହୁଥିବା ୬ଜଣଙ୍କ ଘରେ ଇଡି ଚଢ଼ାଉ କରିଛି। କୋଲକାତାର ୪୦ ଜଣିଆ ଇଡି ଟିମ୍…

ଜୁଲାଇ ୨୯ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ବନ୍ଦ ରହିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଏବେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଥିବାରୁ ଆସନ୍ତା ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ…

ଓଡିଶାରେ ହେବ ଆଉ ୨ଟି ନୂଆ ଇଏସଆଇ ହସ୍ପିଟାଲ

ଭୁବନେଶ୍ୱର: ଓଡିଶାରେ ଦୁଇଟି ନୂଆ ଇଏସଆଇ ହସ୍ପିଟାଲ ପ୍ରତିଷ୍ଠା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଦୁଇଟି ଡାକ୍ତରଖାନା କେନ୍ଦୁଝର ଏବଂ ସୋନପୁର ସହରରେ ହେବ। ଏହା ମୁଖ୍ୟତଃ ଶ୍ରମିକ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଉପକୃତ କରିବ ବୋଲି…

‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ନିର୍ବାଚନ ଜିତିବା ପାଇଁ ହୋଇଥିଲା: ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଯୋଜନାର ନା ବଦଳିବା ନେଇ ଗୃହରେ ଉଦବେଗ। ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ବିଧାୟକ ଗଣେଶ୍ୱର ବେହେରା। ଗଣେଶ୍ୱର ବେହେରା କହିଛନ୍ତି ସରକାର ବଦଳିବା ପରେ ୩୧୪ ବ୍ଲକର ବିକାଶ କାର୍ଯ ଠପ ହୋଇଯାଇଛି। ଆମ ଓଡ଼ିଶା ନବୀନ ଓଡ଼ିଶା…