Browsing Category

ଓଡିଶା

୨୨ରେ ଆଉ ଏକ ଲଘୁଚାପ, ରାଜ୍ୟରେ ବଢ଼ିବ ବର୍ଷାର ପ୍ରକୋପ

ଭୁବନେଶ୍ୱର : ୨୨ରେ ପୁଣି ଲଘୁଚାପ। ବଢ଼ିବ ବର୍ଷାର ପ୍ରକୋପ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମଧ୍ୟପ୍ରଦେଶ ଓ ସଂଲଗ୍ନ ଉତ୍ତର ବିଦର୍ଭ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହାରି ପ୍ରଭାବରେ ମୌସୁମୀ ନିମ୍ନଚାପ ରେଖା ଓଡ଼ିଶା ଦେଇ ବଙ୍ଗୋପସାଗର ଯାଏଁ

ପୂଜା ନାଁରେ ଜୋର୍ ଜବରଦସ୍ତି ଚାନ୍ଦା ମାଗି ୩ ଗିରଫ

କଟକ: ପାର୍ବଣରେ ଜୋର ଜବରଦସ୍ତ ଚାନ୍ଦା ମାଗି ପାରିବେନି। ପୂଜା ନାଁରେ ଜବରଦସ୍ତି ଚାନ୍ଦା ମାଗିଲେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଯେଉଁମାନେ ଜବରଦସ୍ତି ପୂଜା ଚାନ୍ଦା ହେଉ ଅବା ବଟି ମାଗୁଛନ୍ତି ସେମାନେ ପୋଲିସ ପୂର୍ବରୁ ଅବଗତ କରାଇଥିଲେ। ତଥାପି ଏହାକୁ ବେଖାତିର କରି

ଖୁବଶୀଘ୍ର ବଜାରକୁ ଆସିବ ଓମଫେଡର ଆଇସକ୍ରିମ୍ ଓ ପାଣି; ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

ଭୁବନେଶ୍ୱର: ଓଡ଼ିଶାବାସୀଙ୍କ ପାଇଁ ଆସିବାକୁ ଯାଉଛି ଓମଫେଡ୍‌ର ନୂଆ ଉତ୍ପାଦ। ଓମଫେଡର ବଡ଼ ଧମାକା ବଜାରକୁ ଆସିବ ଓମଫେଡ ଆଇସକ୍ରିମ୍ । ଓମଫେଡ ଆଣିବ ନିଜସ୍ବ ଆଇସକ୍ରିମ । ଖୁବଶୀଘ୍ର ବଜାରକୁ ଆସିବ ଓମଫେଡ ଆଇସକ୍ରିମ । ବିଭିନ୍ନ ଫ୍ଲେଭରରେ ଆସିବ ଓମଫେଡ ଆଇସକ୍ରିମ । ସେହିପରି ଓମଫେଡ

ଚାନ୍ଦିପୁରର ବିକଳ୍ପ ସାଜିବ ଜୁନପୁଟ: ପ୍ରତିରକ୍ଷା ମନ୍ତ୍ରଣାଳୟର ନୂଆ ପ୍ରକଳ୍ପକୁ ଗ୍ରୀନ ସିଗ୍ନାଲ

ବାଲେଶ୍ୱର: ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ଘାଟି ଉପରେ ଦିନକୁ ଦିନ ଚାପ ବଢ଼ିବାରେ ଲାଗିଛି । ଏହି କାର୍ଯ୍ୟଭାରକୁ କମାଇବା ପାଇଁ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି । ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ ତଥା ପଶ୍ଚିମବଙ୍ଗର ପୂର୍ବ

ମହିଳାଙ୍କୁ ପଥରରେ ଛେଚି ହତ୍ୟା

କଟକ :  କଟକ ସି ଡି ଏ  ଫେଜ ୨ ଥାନା ଅନ୍ତର୍ଗତ ସେକ୍ଟର ୧୩ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ ଅତି ନିର୍ମମ ଭାବେ ପଥରରେ ଛେଚି ହତ୍ୟା କଲା ଦୁର୍ବୃତ୍ତ ।  ମୃତ ମହିଳାଙ୍କ  ନାମ ଫୁଲ କୁମର ।  ସେ ଦିନ ମଜୁରିଆ ଭାବେ କାର୍ଯ୍ୟ କରୁଥିବା ବେଳେ, ଏକ ପାଲ କୁଡ଼ିଆ ଘରେ ଅତି ନିର୍ମମ ଭାବେ

ଗଣେଶ ପୂଜାରେ ଡିଜେ ବନ୍ଦ, ଭସାଣୀ ବେଳେ ଫୁଟିବନି ବାଣ, ରାତି ୧୦ଟା ସୁଦ୍ଧା ସରିବ ମେଲୋଡି

ଭୁବନେଶ୍ୱର : ଗଣେଶ ପୂଜାରେ ବାଜିବନି ଡିଜେ। ଭସାଣୀ ବେଳେ ଫୁଟିବନି ବାଣ । ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ। ଗଣେଶ ପୂଜା ପାଇଁ ଚଳିତବର୍ଷ ଭୁବନେଶ୍ୱରରେ କଟକଣା ଜାରି କରିଛି କମିଶନରେଟ ପୋଲିସ। ଭୁବନେଶ୍ୱରରେ ମୁତୟନ ରହିବେ ୩୦ପ୍ଲାଟୁନ ଫୋର୍ସ । ଜଟଣୀ ପାଇଁ ମଧ୍ୟ

ନୂଆଁଖାଇ ପାଇଁ ମାଁ ସମଲେଶ୍ୱରୀଙ୍କଠାରେ ହେଲା ସିନ୍ଦୂର ଲାଗି ନୀତି

ସମ୍ବଲପୁର: ନୂଆଁଖାଇ ପାଇଁ ମାଁ ସମଲେଶ୍ୱରୀଙ୍କ ଠାରେ ଆଜି ନୂତନ ସିନ୍ଦୁର ଲାଗି ହୋଇଛି । ପ୍ରଥମେ ଶ୍ରୀ ଗଣେଶଙ୍କୁ ଆବାହନ କରି ପୂଜାର୍ଚନା କରିବା ପରେ ମାଁ ସମଲେଶ୍ୱରୀଙ୍କ ପାର୍ଶ୍ଵରେ ଥିବା ୧୧୫ ଦେବାଦେବୀଙ୍କୁ ନୂତନ ସିନ୍ଦୂର ଲାଗି କରାଯାଇଥିଲା । ପୂଜକ ମାନେ ମିଶି ଏହି କାର୍ଯ୍ୟ ସମାପନ

ଲେଡିଜ ହଷ୍ଟେଲରେ ଅନ୍ତେବାସୀଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ

ଭୁବନେଶ୍ବର: ଭୁବନେଶ୍ବର: ଲେଡିଜ ହଷ୍ଟେଲରେ ହଙ୍ଗାମା । ଛାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ । ଭୁବନେଶ୍ୱର ଜୟଦେବ ବିହାର ଅଞ୍ଚଳରେ ଥିବା ଏକ ଲେଡିଜ ହଷ୍ଟେଲରେ ଛାତ୍ରୀଙ୍କୁ ଆକ୍ରମଣ ଅଭିଯୋଗକୁ ନେଇ ହଙ୍ଗାମା ଦେଖାଦେଇଛି । ହଷ୍ଟେଲ ମାଲିକାଣୀ ଛାତ୍ରୀମାନଙ୍କୁ ଆକ୍ରମଣ କରିଥିବା

ପାଟ୍ରୋଲିଂ ବେଳେ କନେଷ୍ଟବଳଙ୍କୁ କାର୍ ଚଢ଼ାଇ ମାରି ଦେବାକୁ ନିଶା ମାଫିଆଙ୍କ ଉଦ୍ୟମ

ଜଗତସିଂହପୁର: ପୋଲିସକୁ ନିଶା ମାଫିଆଙ୍କ ଆକ୍ରମଣ । କାର୍ ଚଢ଼ାଇ ମାରିଦେବାକୁ ଉଦ୍ୟମ । ବିଳମ୍ବିତ ରାତିରେ ପାଟ୍ରୋଲିଂ ବେଳେ ଆକ୍ରମଣ କଲେ ଡ୍ରଗ୍ସ ମାଫିଆ । ଜଗତସିଂହପୁର ଜିଲ୍ଲା ସଦର ଥାନା କଲେଜ ଛକ ଠାରେ ଆକ୍ରମଣ ହୋଇଛି । କାର ଚଢାଇ ମାରି ଦେବାକୁ ଉଦ୍ୟମ କରିଥିଲେ ମାଫିଆ । ଏଥିରେ

ସମ୍ବଲପୁରରେ କୁଖ୍ୟାତ ଅପରାଧୀ ମହମ୍ମଦଇରଫାନକୁ ଏନକାଉଣ୍ଟର

ଭୁବନେଶ୍ବର: ସମ୍ବଲପୁରରେ ପୁଣି ଏନକାଉଣ୍ଟର । କୁଖ୍ୟାତ ଅପରାଧୀ ମହମ୍ମଦ ଇରଫାନକୁ ଗୁଳି । ଭୋର ପ୍ରାୟ ୫ଟା ୪୫ରେ ସଦର ଥାନା ପୋଲିସ ଏନକାଉଣ୍ଟର କରିଛି । ତା ବାମ ଗୋଡ଼ରେ ଗୁଳି ବାଜିଛି । ଇରାପାନ ଓ ତା ସହଯୋଗୀ ବାଇକରେ ଯାଉଥିବାବେ ବେଳେ ପୋଲିସ ପିଛା କରିଥିଲା । ସଦର ଥାନା