Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶା ହାଇକୋର୍ଟରେ ପୂରଣ ହେବ ୧୪୭ଟି ASO ପଦ; ୨୦ରୁ ଆବେଦନ, ଦରମା ୩୫ ହଜାରରୁ ୧ ଲକ୍ଷ
ଓଡ଼ିଶା ହାଇକୋର୍ଟରେ ୧୪୭ଟି ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ASO) ପଦବୀରେ ନିଯୁକ୍ତି ଦିଆଯିବା ନେଇ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଏଥିପାଇଁ ଯୋଗ୍ୟ ପ୍ରାର୍ଥୀମାନେ ମେ’ ୨୦ ତାରିଖ ସକାଳ ୧୦ଟାରୁ ଅନ୍ଲାଇନ୍ ଆବେଦନ କରିପାରିବେ। ଅନ୍ଲାଇନ୍ ଆବେଦନ ପ୍ରକ୍ରିୟା ଜୁନ୍ ୧୮ ତାରିଖ ରାତି ୧୧ଟା!-->…
ଭୁବନେଶ୍ବରରେ ଯାଜପୁର ଠିକାଦାରଙ୍କ ଗାଡ଼ି ଉପରେ ଚଢ଼ାଉ କଲା ଆୟକର ବିଭାଗ, ମିଳିଲା ୫ କୋଟି
ଭୁବନେଶ୍ବର: ନିର୍ବାଚନ ସମୟରେ ଆୟକର ବିଭାଗ ଓ ପୁଲିସ ଅଧିକ ସକ୍ରିୟ ରହିଛନ୍ତି। ଆୟଗର ବିଭାଗ ଗାଡ଼ି ଯାଞ୍ଚ ବେଳେ ଏକ ଦାମୀ କାର୍ ଭିତରୁ ୫କୋଟି ଟଙ୍କା ଠାବ କରିଛି। ଭୁବନେଶ୍ୱର ସୂର୍ଯ୍ୟନଗରରେ ଆୟକର ବିଭାଗର ଚଢ଼ାଉ ବେଳେ ଏହି ଟଙ୍କା ଜବତ ହୋଇଛି।ଆୟକର ବିଭାଗ ପକ୍ଷରୁ କୁହାଯାଇଛି ଯେ, ଏକ!-->…
ସିବିଏସ ପରୀକ୍ଷାରେ ଓଡ଼ିଆ ବିଷୟରେଶହେରୁ ଶହେ ରଖି ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ କ୍ଷୀରାବ୍ଧି…
ଫୁଲବାଣୀ : ଉତ୍ତମ ପରିବାରର ଉତ୍ତମ୍ ସଂସ୍କାର ରେ ପରିପାଳିତ ହୋଇଥିବା ପିଲାମାନେ ସର୍ବଦା ଉତ୍ତମ୍ ହୋଇବେ ଏହା ସିଦ୍ଧ କରିଛନ୍ତି କ୍ଷୀରାବ୍ଧି ତନ୍ମୟା l ସ୍ଵଭାବ ରେ ଶାନ୍ତ ସିଷ୍ଟ ସରଳ କିନ୍ତୁ ପାଠ ପଢ଼ା ସହିତ ବିଭିନ୍ନ ପ୍ରତିଯୋଗିତାରେ ଧୁରନ୍ଧର l ଇଂରାଜୀ ମିଡିୟମରେ ପାଠ ପଢି ସେ ଓଡ଼ିଆ!-->…
ନାବାଳିକା ଗଣ ଦୁଷ୍କର୍ମ ମାମଲା :ବୈଦ୍ୟନାଥ ପୁର ପୋଲିସ ର ଭୂମିକା ସନ୍ଦେହ ଘେରରେ..!
ଚାପରେ ପଡୁଛି କି ପୋଲିସ ନା ହୋଇଛି ବଡ ଡିଲ...!!
ରାଜ୍ୟରେ ସନ୍ଧ୍ୟା ୬ଟା ସୁଦ୍ଧା ୬୩.୮୫% ମତଦାନ; ବଢ଼ିପାରେ ଭୋଟ୍ ପ୍ରତିଶତ
ଭୁବନେଶ୍ବର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଂଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିଲା। ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ମତଦାନ ଶେଷ ହୋଇଥିବା ବେଳେ!-->…
ମାଓ ପ୍ରବଣ ଅଞ୍ଚଳରୁ ମତଦାନ ସାରି ହେଲିକପ୍ଟର ଯୋଗେ ଫେରିଲେ ନିର୍ବାଚନ ଅଧିକାରୀ
ନୂଆପଡ଼ା: ନୂଆପଡ଼ା ଜିଲ୍ଲା ମାଓ ପ୍ରବଣ ଅଞ୍ଚଳରୁ ମତଦାନ ସାରି ଚାରି ଗୋଟି ବୁଥ୍ ରୁ ନିର୍ବାଚନ ଅଧିକାରୀ ଓ କର୍ମଚାରୀ ମାନେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେହି ଚାରି ଗୋଟି ମତଦାନ କେନ୍ଦ୍ର ଗୁଡିକ ହେଲା ବୋଡ଼େନ ବ୍ଲକ ପାଟଧରା, କାଠଫେର ଓ କୋମନା ବ୍ଲକ ଜାମଗାଁ ଓ ଦେଓସିଲ । ଅପରାହ୍ନ!-->…
ଚେକିଂ ବେଳେ କାରରୁ ୧୦ ଲକ୍ଷ ଟଙ୍କା ଜବତ
ବୌଦ୍ଧ:ବର୍ତମାନ ନିର୍ବାଚନ ପାଇଁ ଚାରିଆଡେ ପୋଲିସ ଚେକିଂ ଆରମ୍ଭ କରିଛି । ଚେକିଂ ବେଳେ କାର୍ ରୁ ୧୦ ଲକ୍ଷ ଟଙ୍କା ଜବତ କରିଛି ପୋଲିସ । ଆଜି ବୌଦ୍ଧ ଓ ନୟାଗଡ଼ ଜିଲ୍ଲା ସୀମାନ୍ତରେ ପୋଲିସ ଗାଡ଼ି ଚେକିଂ କରୁଥିଲା ।
ଏହି ସମୟରେ ଏକ କାର୍ ରୁ ୧୦ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା!-->!-->!-->…
ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର : ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ଆସନ୍ତା ସପ୍ତାହରେ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପାଣିପାଗ ଅନୁକୂଳ ରହିଛି । ପୂର୍ବ ବଙ୍ଗୋପସାଗର କିମ୍ବା ଆଣ୍ଡାମାନ ସାଗରରେ ଏହି ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ!-->…
କାର୍ଯ୍ୟରେ ଅବହେଳା: ଦୁଇ ପ୍ରିଜାଇଡିଂ ଅଫିସରଙ୍କୁ ଗିରଫ କରିବାକୁ ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ବର: ରାଜ୍ୟରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଥିବାବେଳେ କାର୍ଯ୍ୟରେ ଅବହେଳା ଯୋଗୁଁ ୩ ଜଣ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ୨ ଜଣଙ୍କୁ ଗିରଫ ନିର୍ଦ୍ଦେଶ ଦିଆଯାଇଛି । ଗଞ୍ଜାମ ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ!-->…
ପ୍ରଚାର ବେଳେ ବିଜେପି କର୍ମୀଙ୍କୁ ମାଡ
ଭଞ୍ଜନଗର : ନିର୍ବାଚନ ପ୍ରଚାର ବେଳେ ବିଜେପି କର୍ମୀଙ୍କୁ ଆକ୍ରମଣ । ତିଲିସିଙ୍ଗା ଗାଁରେ ବିଜେପି ଓ ବିଜେଡି ଉଭୟ ଦଳର ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର ଚାଲିଥିଲା । ଏହାରି ଭିତରେ ଦୁଇ ଦଳ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ଦୁଇ ଦଳ ହାତାହାତି ସମୟରେ ବିଜେଡି କର୍ମୀଙ୍କ!-->…