Browsing Category

ଓଡିଶା

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ରଥ ନିର୍ମାଣର ତୃତୀୟ ଦିନରେ ରଥ ଖଳାରେ ଜୋର ଧରିଛି ରଥ କାମ । ତିନି ମୁଖ୍ୟ ବିଶ୍ୱକର୍ମା ମହାରଣାଙ୍କ ନେତୃତ୍ୱରେ ରଥ ନିର୍ମାଣ କାମ ଆଗେଇ ଚାଲିଛି । ତିନି ରଥ ଲାଗି ୪୨ଟି ଚକର ଆବଶ୍ୟକ ଥିବା ବେଳେ

୧୫ରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ୧୬ରେ ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ବର: ବିଜେପି ଭଳି କଂଗ୍ରେସ ମଧ୍ୟ ଓଡିଶା ଉପରେ ଜୋର୍ ଦେଉଛି। ବିଜେଡି ବିରୋଧରେ ଗୋଟିଏ ଜନ ବିରୋଧୀ ନାରା ତେଜିଛି ବୋଲି କଂଗ୍ରେସ ବାରମ୍ବାର କହି ଆସୁଛି। ଆଉ ଏହି ଧାରାରେ ଦଳର ଶୀର୍ଷ ନେତା ରାହୁଲ ଗାନ୍ଧୀ, ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ପ୍ରଚାର ପାଇଁ ଆସିବେ ବୋଲି ଦଳ ପକ୍ଷରୁ

ଚିକିଟିରେ ନିର୍ବାଚନୀ ହିଂସା

ଚିକିଟି: ଗଞ୍ଜାମ ଜିଲ୍ଲାର ଚିକିଟିର କଳବାଡ଼ ପଞ୍ଚାୟତ ନୂଆ ମହିଷାଣପୁରରେ ନିର୍ବାଚନୀ ହିଂସାର ବାତାବରଣ ସୃଷ୍ଟି ହୋଇଥିଲା। ବିଜେଡି ବିଜେପି ମଧ୍ୟରେ ହାତାହାତି ପରିସ୍ଥିତି ସ୍ଥାନୀୟ ଅଞ୍ଚଳରେ ଦେଖିବାକୁ ମିଳିଛି। ବିଜେପି ଏଜେଣ୍ଟଙ୍କୁ ବୁଥ ଭିତରକୁ ବିଜେଡି ସମର୍ଥିତ ଲୋକେ ପ୍ରବେଶ କରେଇ

ଓଡ଼ିଶାରେ ଗଣତନ୍ତ୍ରର ମହାପର୍ବ ମତଦାନ ଆରମ୍ଭ, ଇଭିଏମ ତ୍ରୁଟି ପାଇଁ କିଛି ସ୍ଥାନରେ ଭୋଟିଂରେ ବିଳମ୍ବ

ଓଡ଼ିଶାରେ ଗଣତନ୍ତ୍ରର ମହାପର୍ବ ମତଦାନ ଆରମ୍ଭ । ମାଲକାନଗିରିରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଇଭିଏମ ତ୍ରୁଟି ପାଇଁ କିଛି ସ୍ଥାନରେ ପୋଲିଂ ଆରମ୍ଭ ବିଳମ୍ବ ହୋଇଥିଲା। ମାଲକାନଗିରିର ବଙ୍ଗାଳି ପ୍ରାଥମିକ ବିଦ୍ଯାଳୟ ମତଦାନ କେନ୍ଦ୍ରର ବୁଥ ନଂ ୬୩ ରେ ଇଭିଏମ୍ କଣ୍ଟ୍ରୋଲ ୟୁନିଟ

ଆସନ୍ତା କାଲି ପ୍ରଥମ ପର୍ଯ୍ୟାୟ ଭୋଟ୍; ୪ ଲୋକସଭା, ୨୮ ବିଧାନସଭା ପାଇଁ ପ୍ରତିନିଧି ବାଛିବେ ଜନତା…

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଭୋଟ ପଡ଼ିବାକୁ ଯାଉଥିବା ବେଳେ ଶନିବାର ପ୍ରଚାର କାର୍ଯ୍ୟକ୍ରମରେ ବିରାମ ଲାଗିଛି। ଶେଷ ଦିନରେ ନିଜନିଜ ଦଳର ପ୍ରାର୍ଥୀଙ୍କ ପାଇଁ ବିଭିନ୍ନ ଦଳର ହେଭିୱେଟ ଜୋର୍‌‌ଦାର ପ୍ରଚାର କରିଛନ୍ତି। ସନ୍ଧ୍ୟା ୬ଟା ପରେ ବିଭିନ୍ନ

ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ପୁଣି ଟାର୍ଗେଟ୍ କଲେ ପାଣ୍ଡିଆନ୍‌

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବରଗଡ଼ ଆସିଥିଲେ। ବହୁତ ବଡ଼ବଡ଼ କଥା କହିକି ଗଲେ। ହେଲେ ସମ୍ବଲପୁରୀ, କୋଶଳୀ ଭାଷାକୁ ସମ୍ବିଧାନର ୮ମ ଅନୁଚ୍ଛେଦରେ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ୫ ବର୍ଷ ହେଲା ପ୍ରସ୍ତାବ ପଠାଇଥିଲେ ବି ବିଜେପି ସରକାର କ’ଣ କଲା ବୋଲି ରବିବାର ବିଜେଡି ନେତା

ହଜିଗଲା ମାନବିକତା, ଟଲିରେ ବୁହା ହେଲା ମୃତଦେହ

ବୌଦ୍ଧ : ହଜିଗଲା ମାନବିକତା। ମଣିଗଲା ମଣିଷ ପଣିଆ। ପ୍ରାଣ ଯିବା ପରେ ମଧ୍ୟ କେହି ଦେଲେନି ସମ୍ମାନ। ଧଜିଆ ଓଡ଼ିଲା ସରକାରଙ୍କ ମାଳମାଳ ଯୋଜନା। ଝିଅ ଅନ୍ୟ ଜାତିରେ ବିବାହ କରିଥିବାରୁ ବାପାଙ୍କ ଶବକୁ ମିଳିଲାନି କାନ୍ଧ। ଅବସ୍ଥା ଏପରି ହେଲା ଯେ ଶେଷରେ ଉପାୟ ନ ପାଇ ପରିବାର ଲୋକ ଟଲିରେ

‘ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ଭଳି ନଚାଉଛନ୍ତି’; ବୈଜୟନ୍ତ ପଣ୍ଡା

ଭୁବନେଶ୍ବର: ‘ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ଭଳି ନଚାଉଛନ୍ତି’, ‘ଏଆଇ ଭିଡିଓ ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ଭିଡିଓ ଭିତରେ ଆକାଶ ପାତାଳ ଫରକ’ । ଏଭଳି କିଛି ନିଜର ଏକ୍ସ ଆକାଉଣ୍ଟରେ ରାଜ୍ୟବାସୀଙ୍କ ଆଗରେ ଅପିଲ୍ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ଲୋକସଭା

ଭାରସାମ୍ୟ ହରାଇ ଓଲଟିଲା କାର:୨ ମୃତ

ଗଞ୍ଜାମ:ଭାରସାମ୍ୟ ହରାଇ ଓଲଟିଲା କାର । ଗଞ୍ଜାମ ଜିଲ୍ଲା ମୁଜାଗଡ଼ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ୨ ଜଣଙ୍କର ମୃର୍ତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ୨ ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ ଚାରି ଜଣ ସାଙ୍ଗ

ଜବାବ ଦେଲେ ଧର୍ମେନ୍ଦ୍ର, କହିଲେ- ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ନେଇ କୌଣସି ବ୍ୟବସ୍ଥା ନାହିଁ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ମୋଦୀ ସରକାରଙ୍କ ବିରୋଧରେ ଯାହା ଯାହା ଅଭିଯୋଗ ବାଢ଼ିଥିଲେ ରବିବାର ସାମ୍ବାଦିକ ସମ୍ମିଳନୀରେ ତାର ଜବାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ‘ମୁଖ୍ୟମନ୍ତ୍ରୀ ଅଭିଯୋଗ କରିଛନ୍ତି, ଓଡ଼ିଶୀ ସଙ୍ଗୀତକୁ