Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ରାହୁଲ ଗାନ୍ଧି
ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ଭୋଟର ମାନଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ଯୋଜନା ଚଲାଇଛି କଂଗ୍ରେସ ।ଏହି ଅବସରରେ ପୁଣି ଥରେ ଓଡିଶା ଆସିବେ ରାହୁଲ ଗାନ୍ଧି ।
ଆସନ୍ତା ୧୫ ତାରିଖରେ ବଲାଙ୍ଗିର!-->!-->!-->…
ଆସନ୍ତା ୧୪ ତାରିଖରେ ଓଡ଼ିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱ ଶର୍ମା
ଭୁବନେଶ୍ୱର: ବିଜେପି ଫୋକସରେ ଓଡିଶା । ନିର୍ବାଚନ ପାଇଁ ଘନ ଘନ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପିର ହେଭିଓ୍ବେଟ ନେତା । ଓଡିଶାରେ ଜନସାଧାରଣଙ୍କୁ ଭୋଟ ଭିକ୍ଷା କରିବେ କେନ୍ଦ୍ରୀୟ ନେତା । ଏହାରି ଭିତରେ ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ଵ ଶର୍ମା । ନିର୍ବାଚନ ପ୍ରଚାରକୁ!-->…
ପୁଣି ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ, ୧୫ରେ ଅମିତ ଶାହ ଓ ୧୭ରେ ଜେ ପି ନଡ୍ଡା
ଭୁବନେଶ୍ବର: ପୁଣି ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ପୁରୀ, କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହାଛଡ଼ା ପ୍ରଧାନମନ୍ତ୍ରୀ!-->…
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ଜରୁରୀ ସ୍ୱାସ୍ଥ୍ୟସେବା ପାଇଁ ଏୟାର ଆମ୍ବୁଲାନ୍ସ ନିୟୋଜିତ
ଭୁବନେଶ୍ୱର: ନିର୍ବାଚନ ପରିଚାଳନାରେ ରହିଥିବା କର୍ମଚାରୀ ଓ ମତଦାତାଙ୍କ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ପାଇଁ କୋରାପୁଟ ଜିଲ୍ଲାରେ ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶାଙ୍କ ପକ୍ଷରୁ ଏୟାର ଆମ୍ବୁଲାନ୍ସ ନିୟୋଜିତ କରାଯାଇଛି । ଏହା ମଇ ୧୨ରୁ ମଇ ୨୦ ତାରିଖ ପର୍ଯ୍ୟନ୍ତ ନିୟୋଜିତ ରହିବ ବୋଲି!-->…
ହେଲିକପ୍ଟରରେ ଗଲେ ପୋଲିଂ ପାର୍ଟି, ୫ ପୋଲିଂ ପାର୍ଟିକୁ ଏୟାରଲିଫ୍ଟ
ନୂଆପଡ଼ା : ନୂଆପଡ଼ା ନିର୍ବାଚନ ମଣ୍ଡଳୀର ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳରେ ଥିବା ୭ଟି ବୁଥ ପାଇଁ ପୋଲିଂ ପାର୍ଟିକୁ ଏୟାରଲିଫ୍ଟ । ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ପୋଲିଂ ପାର୍ଟିକୁ ଏୟାରଲିଫ୍ଟ କରାଯାଇଛି l ଆଜି ଗୋତମା ଏୟାରଷ୍ଟ୍ରିପରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ!-->…
ନିର୍ବାଚନ ପ୍ରସ୍ତୁତି ନେଇ ଡିଜିପିଙ୍କ ପ୍ରେସମିଟ୍, ୧୭ ହଜାର ପୋଲିସ୍ ମୁତୟନ
ଭୁବନେଶ୍ବର: ଆସନ୍ତାକାଲି ଭୋଟ ଦେବ ଓଡିଶା । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ସୁରକ୍ଷା ସୂଚନା ଦେଲେ ପୋଲିସ୍ ଡିଜିପି । ୪ଟି ସଂସଦୀୟ କ୍ଷେତ୍ର ଓ ୨୮ଟି ବିଧାନସଭା କ୍ଷେତ୍ରରେ ଯେପରି ଶୃଙ୍ଖଳିତ ଭାବେ ଭୋଟ ଗ୍ରହଣ ପାଇଁ ହେବ ସେନେଇ ସୁରକ୍ଷା କଡାକଡି କରାଯାଇଛି । ୯ଟି ଜିଲ୍ଲାରେ ୬୨୮୨ଟି!-->…
ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଏମ.ଏସ୍ ଭିପୁଲ୍ ଲିମିଟେଡର ସମ୍ପତ୍ତି ସଂଲଗ୍ନ କର
ଭୁବନେଶ୍ୱର: ଭୁବନେଶ୍ୱରରେ ଏକ ରିଏଲ୍ ଇଷ୍ଟେଟ୍ ଫାର୍ମର ସମ୍ପତ୍ତି ସଂଲଗ୍ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଓଡ଼ିଶା ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଏକ ଆବେଦନକୁ ଗ୍ରହଣ କରିବା ପରେ ରାଜ୍ୟ ସରକାରଙ୍କୁ ଏଭଳି କିଛି ନୋଟିସ୍ ଜାରି କରିଛନ୍ତି!-->…
ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳ ବୈଶାଖୀର ପ୍ରଭାବ । ବିଭିନ୍ନ ସ୍ଥାନରେ ବର୍ଷା ଫଳରେ କମିଛି ତାପମାତ୍ରା । ତାତିରୁ ମିଳିଛି ଆଶ୍ବସ୍ତି । ଆସନ୍ତା ୩ରୁ ୪ଦିନ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲା!-->…
ପୋଲିସ ପାଟ୍ରୋଲିଂ ବେଳେ ୧୭ ଲକ୍ଷ ଟଙ୍କାର ଡ୍ରଗ୍ସ ଜବତ, ୨ ଗିରଫ
ବାରିପଦା: ଆସନ୍ତାକାଲି ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ଥିବା ବେଳେ ରାଜ୍ୟରେ ଚାଲିଛି ବେଆଇନ କାରବାର। ରାଜ୍ୟରେ ଯୁଗ୍ମ ନିର୍ବାଚନ ପୂର୍ବରୁ ବେଆଇନ କାର୍ଯ୍ୟକଳାପ ଉପରେ ଚାଲିଥିବା କଟକଣା ସମୟରେ ବାରିପଦାଠାରେ ଧରାପଡିଛନ୍ତି ଡ୍ରଗ୍ସ ବେପାରୀ। ଉକ୍ତ ଘଟଣାରେ ଦୁଇ ଜଣଙ୍କୁ ଗିରଫ!-->…
ବିରୋଧୀ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି : ମୁଖ୍ୟମନ୍ତ୍ରୀ
ବଙ୍ଗୋମୁଣ୍ଡା: ‘ମିଛ କହୁଛନ୍ତି ବିରୋଧୀ’, ‘କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ।’ କିଛି ଏଭଳି କହି ବିରୋଧୀଙ୍କୁ ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଆଜି ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡାଠାରେ ବିରାଟ ଜନସଭାକୁ ଉଦବୋଧନ ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।!-->!-->!-->…