Browsing Category

ଓଡିଶା

ଅକ୍ଷିମୁଠି ଅନୁକୂଳ କଲେ ଧର୍ମେନ୍ଦ୍ର ଓ ପ୍ରଣବ

ସମ୍ବଲପୁର : ଅକ୍ଷୟ ତୃତୀୟାରେ ନେତାଙ୍କ ଅକ୍ଷିମୁଠି ଅନୁକୂଳ । ଜମିରେ ହଳ ଧରିଲେ ନେତା । ସମ୍ବଲପୁର ରେଙ୍ଗାଳୀ ବ୍ଲରେ ଅକ୍ଷିମୁଠି ଅନୁକୂଳ କରିଛନ୍ତି ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଶତାଧିକ ଲୋକଙ୍କ ଗହଣରେ ପବିତ୍ର ଅକ୍ଷିମୁଠି ଅନୁକୂଳ କରିଛନ୍ତି ପ୍ରଣବ ପ୍ରକାଶ ।

ଆରମ୍ଭ ହେଲା ଶୀତଳ ଷଷ୍ଠୀ  ଯାତ୍ରା

ସମ୍ବଲପୁର: ସମ୍ବଲପୁର ଶୀତଳ ଷଷ୍ଠୀ ଯାତ୍ରାର ଆଜି ଆଦ୍ୟ ପର୍ବ। ଶିବ ବିବାହ ପାଇଁ ଆଜି ଥାଳ ଉଠା ସହ କନ୍ୟା ମାତା ପିତା ଚୟନ କରାଯିବ। ଆଜି ଅପରାହ୍ନରେ ବିଭିନ୍ନ ଶିବାଳୟରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ମନ୍ଦିରରୁ ଥାଳ ଉଠିବ ଏବଂ ଶୀତଳଷଷ୍ଠୀ ଯାତ୍ରା ପାଇଁ ଦାନ ଓ

ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଆଜି ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ । ଆଜିର ଦିନରେ ଚାଷୀ ଭାଇମାନେ ଅକ୍ଷିମୁଠି ଅନୁକୂଳ କରିଥା’ନ୍ତି। ରଥ ନିର୍ମାଣର ଆରମ୍ଭ ବି ଏହି ପବିତ୍ର ଦିନରେ ହୋଇଥାଏ । ଅକ୍ଷୟ

ଆସିକା ସଂସଦୀୟ କ୍ଷେତ୍ରରେ ବିଜେପି ପ୍ରଚାର ରେ ଆଗୁଆ..!

ପାଣ୍ଡିଆନ ଙ୍କ ରୋଡ଼ ସୋ କେତେ ପ୍ରଭାବ ପକାଇବ ତାହା ସମୟ କହିଁବ... ବ୍ରହ୍ମପୁର: ଆସିକା ସଂସଦୀୟ କ୍ଷେତ୍ରରେ ବିଜେଡ଼ି ପ୍ରାର୍ଥୀ କୁ ନେଇ ଅଡୁଆ ବଢ଼ି ଥିବା ନେଇ ଚର୍ଚ୍ଚା ହେଉଛି। ଗଞ୍ଜାମ ଜିଲ୍ଲାର ଆସିକା ସଂସଦୀୟ କ୍ଷେତ୍ରରେ ବିଜେଡ଼ି ର ଗୋଷ୍ଟି କନ୍ଦଳ ତୀବ୍ରତର ହୋଇଥିଲା। ଏହାକୁ

ବିଜେଡିର ନିର୍ବାଚନୀ ଇସ୍ତାହାର ଜାରି

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ଆଜି ସନ୍ଧ୍ୟାରେ ନିର୍ବାଚନୀ ଇସ୍ତାହାର ଜାରି କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ଇସ୍ତାହାର ଲୋକଙ୍କ ସାମ୍ନାରେ ରଖିଛନ୍ତି। ଏହି ମନିଫେଷ୍ଟୋ ଓଡ଼ିଶାରେ ଇତିହାସ ଲିପିବଦ୍ଧ କରିବ ବୋଲି ସେ କହିଛନ୍ତି। ଗତ ୨୪ ବର୍ଷ ମଧ୍ୟରେ, ବିଜେଡି

ଝାରସୁଗୁଡ଼ାରେ ଚାଞ୍ଚଲ୍ୟ: କାର୍ ଭିତରୁ ସ୍ବାମୀ, ସ୍ତ୍ରୀ ଓ ଝିଅର ମୃତଦେହ ଉଦ୍ଧାର, ସମସ୍ତଙ୍କ ମୁଣ୍ଡରେ ବାଜିଛି ଗୁଳି

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ ବାଣିପାହାଡ଼ ନିକଟ ପଡିଆରେ ୩ ଜଣଙ୍କ ମୃତଦେହ ଠାବ ହୋଇଛି। ୩ ଜଣ ଯାକ ଓରିଏଣ୍ଟ ଥାନା ଅଞ୍ଚଳର ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ମୃତକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର କାଳୀନଗରର ସୁଜିତ ରାୟ, ସ୍ତ୍ରୀ ଖୁସବୁ ରାୟ ଓ ଝିଅ ଅର୍ପିତା

ରାଜ୍ୟରେ ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୧୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପୂର୍ବାହ୍ନରେ ଖରା, ଅପରାହ୍ନରେ କାଳବୈଶାଖୀ। ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ। ବିଶେଷ କରି ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

‘ଭକ୍ତମାନେ ଶ୍ରୀମନ୍ଦିରରେ ନଥିବା ସମୟରେ ହିଁ ରତ୍ନଗଣତି ପ୍ରକ୍ରିୟା ସହଜ ହେବ’

ପୁରୀ: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ରତ୍ନଗଣତି ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଆଜି ଦ୍ୱିତୀୟ ହାଇଲେବଲ୍ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । କମିଟିର ଅଧ୍ୟକ୍ଷ ଅରଜିତ ପଶାୟତଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ହାଇଲେବଲ୍

ହଳଦୀ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଭଲରିଂ ଫଣ୍ଡ ମାଧ୍ୟମରେ କୋଟିକୋଟି ଟଙ୍କା ସହାୟତା ଦେଉଛନ୍ତି: ପାଣ୍ଡିଆନ୍‌

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ଫୁଲବାଣୀ ଗସ୍ତରେ ଯାଇ ନିର୍ବାଚନ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ ଏକ ଜନସଭାକୁ ଉଦବୋଧନ କରି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରେ ଉକ୍ତ ସଭାରେ ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି ବିଜେଡି ନେତା ତଥା