Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭୋଟରଙ୍କୁ ଧମକାଉଛନ୍ତି ଅତାବିରା ବିଧାୟିକା: ବିଜେପି
ଭୁବନେଶ୍ବର: ମୁଖ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଫେରାଦ ହେଲା ବିଜେପି। ଭୋଟରଙ୍କୁ ଧମକାଉଛନ୍ତି ଅତାବିରା ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗୀନ ଛୁରିଆ । ଆପଣମାନେ ଯାହାକୁ ଭୋଟ ଦେବେ ତାହା ଆମେ ଜାଣିପାରିବୁ। ଭୋଟ ନ ଦେଲେ ମିଳିବନି କୌଣସି ସରକାରୀ ସୁବିଧା। ନିର୍ବାଚନୀ ପ୍ରଚାର!-->…
ପ୍ରାର୍ଥୀପତ୍ର ଦାଖଲ କଲେ କୋରାଇର ବିଜେଡି ବିଧାୟିକା ପ୍ରାର୍ଥୀନୀ ସଂଧ୍ୟାରାଣୀ ଦାସ
ଯାଜପୁର: ନାମାଙ୍କନ ଭରିଲେ ସଂଧ୍ୟାରାଣୀ ଦାସ । ଯାଜପୁର ଜିଲ୍ଲା କୋରେଇ ବିଧାନସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀନୀ ସଂଧ୍ୟାରାଣୀ ଦାସ । ଏହା ପୂର୍ବରୁ ସେ ପାଣିକୋଇଲି ତାରିଣୀ ମନ୍ଦିରରେ ପୁଜାର୍ଚ୍ଚନା କରି ନିଜର ହଜାର ହଜାର ସମର୍ଥକଙ୍କ ସହ!-->…
ବ୍ରହ୍ମପୁର, ଆସିକା ଓ କନ୍ଧମାଳ ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍ ପ୍ରଚାର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ବ୍ରହ୍ମପୁର, ଆସ୍କା ଓ କନ୍ଧମାଳ ଲୋକସଭା ନିର୍ବାଚନମଣ୍ଡଳୀରେ ମାରାଥନ୍ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି। ଏହି ତିନୋଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପାଳପୁର, ଆସ୍କା ଓ!-->…
ପୁରୀରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ: ବିଜେପିର ସିଦ୍ଧାନ୍ତ- ଯାହା କହିବୁ, ତାକୁ କରି ଦେଖାଇବୁ
ପୁରୀ: ପୁରୀରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ । ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ଆୟୋଜିତ ଏକ ବିରାଟ ସମାବେଶକୁ ସମ୍ବୋଧିତ କରିଛନ୍ତି ଗଡକାରୀ । ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଥିଲେ ଗଡକାରୀ । ଏହାପରେ!-->…
ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ଅସିତ୍ ପଟ୍ଟନାୟକ
ଭଦ୍ରକ: ସାଧାରଣ ନିର୍ବାଚନ ୨୦୨୪ ପାଇଁ ଚାଲିଛି ନାମାଙ୍କନ ଦାଖଲ ପର୍ବ । ଏହି ଅବସରରେ ଆଜି ନାମାଙ୍କନ ଭରିଛନ୍ତି ଭଦ୍ରକ ବିଧାନସଭା କ୍ଷେତ୍ର ପାଇଁ କଂଗ୍ରେସ ପ୍ରାର୍ଥୀ ଅସିତ୍ ପଟ୍ଟନାୟକ । ନଜର ହଜାର ହଜାର ସମର୍ଥକଙ୍କ ସହ ବିଶାଳ ଶୋଭାଯାତ୍ରାରେ ଆସି ଉପଜିଲ୍ଲାପାଳ ମନୋଜ ପାତ୍ର ଙ୍କ ନିକଟରେ!-->…
କମ୍ବିଂ ବେଳେ ଏସଓଜି ଯବାନ-ମାଓବାଦୀ ଗୁଳି ବିନିମୟ; ଟଳିଲେ ୨ ମାଓବାଦୀ
ରାଇଘର // ଉମରକୋଟ : ଟଳିଲେ ୨ ମାଓବାଦୀ । କମ୍ବିଂ ବେଳେ ଏସଓଜି ଯବାନ-ମାଓବାଦୀ ଗୁଳି ବିନିମୟ । ନବରଙ୍ଗପୁର ଜିଲ୍ଲା ରାଇଘରରେ ଏନକାଉଣ୍ଟର । ଦୀର୍ଘ ସମୟ ହେବ ଚାଲିଥିଲା ଗୁଳି ବିନିମୟ ।
ଆଜି ସକାଳୁ ସକାଳୁ ନବରଙ୍ଗପୁର ଜିଲ୍ଲା ରାଇଘରରେ କମ୍ବିଂ ଅପରେସନ କରୁଥିବା ବେଳେ ସୁରକ୍ଷାକର୍ମୀ!-->!-->!-->…
ପୋଲିସ ହାତରେ ଧରା ପଡ଼ିଲେ କୁଖ୍ୟାତ ଚୋର
କଟକ : ଦିନକୁ ଦିନ ମାତୁଛନ୍ତି ଚୋର । ଚୋର ଭୟରେ ଦିନ କାଟୁଥିଲେ ଲୋକେ । ଏବେ ପୋଲିସ ହାତରେ ଧରା ପଡ଼ିଲେ କୁଖ୍ୟାତ ଚୋର । ଦିନରେ ବୁଲି ଘର ଦେଖୁଥିଲେ ରାତିରେ ଆସି ଲୁଟୁଥିଲେ । ଲୋକଙ୍କ ଆଖିରେ ଧୁଳି ଦେଇ ଘରେ ବୁଲାଉଥିଲେ କଳାକନା । ଖାଲି ଖୋଜି ବୁଲୁଥିଲେ ଘରେ କେହି ନଥିବାର ସୁଯୋଗ ।!-->…
ମୁଖ୍ୟମନ୍ତ୍ରୀଙ୍କୁ ଅଦ୍ରିଜାଙ୍କ ପ୍ରଶ୍ନ; ମୋ ଉପରେ ଅତ୍ୟାଚାର ହୋଇଛି ଜାଣି ବି ସେ ପରିବାରଙ୍କୁ ଟିକେଟ କେମିତି ଦେଲେ ?
ଭୁବନେଶ୍ବର: ନବୀନ ବାବୁ କହୁଛନ୍ତି, ସେ ମହିଳାଙ୍କ ଉନ୍ନତି ପାଇଁ କାମ କରୁଛନ୍ତି । ସେ ପରିବାର ମୋ ସହ ଅତ୍ୟାଚାର କରିଛି । ସେ ଏହା ଜାଣି ବି ଟିକେଟ ଦେଲେ କେମିତି? ଏମିତି କିଛି କହି ନିଜ କ୍ଷୋଭ ପ୍ରକାଶ କରିଛନ୍ତି ବିଜେଡି ନେତା ଅର୍କେଶ ସିଂଦେଓଙ୍କ ପତ୍ନୀ ତଥା ଏୟୁ ସିଂଦେଓଙ୍କ!-->…
ରୁବେଲା ଭାଇରସକୁ ନେଇ ଗର୍ଭବତୀ ମହିଳାଙ୍କୁ ସତର୍କ କଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ଵର: ରୁବେଲା ଭାଇରସକୁ ନେଇ ଗର୍ଭବତୀ ମହିଳାଙ୍କୁ ସତର୍କ କଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ଗର୍ଭବତୀଙ୍କୁ ରୁବେଲା ହେଲେ ଜନ୍ମରୁ ସନ୍ତାନ କ୍ଷେତ୍ରରେ ଭାଇରସ୍ ଦେଖାଦିଏ । ସେଥିପାଇଁ ଯେଉଁ ଗର୍ଭବତୀଙ୍କ ଠାରେ ଏପରି ଲକ୍ଷଣ ଥିବ ସେମାନଙ୍କୁ ତୁରନ୍ତ!-->…
ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ, ୨ ଟାରୁ ବନ୍ଦ ରହିବ ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର
ଭୁବନେଶ୍ୱର : ଆସନ୍ତାକାଲି ଭୁବନେଶ୍ୱର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାମମନ୍ଦିରରୁ ବାଣୀବିହାର ପର୍ଯ୍ୟନ୍ତ ହେବ ରୋଡ ସୋ’ । ଏଥିପାଇଁ ପୋଲିସ କମିଶନର ସଞ୍ଜୀବ ପଣ୍ଡା ଡାକିଛନ୍ତି ସାମ୍ବାଦିକ ସମ୍ମିଳନୀ । ଏହା ସହ ହୋଇଛି ପୋଲିସ ଅଧିକାରୀଙ୍କ ସହ ବୈଠକରେ କଟକ –!-->…