Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ ମାଓବାଦୀଙ୍କ ଆତ୍ମସମର୍ପଣ
ବୌଦ୍ଧ: ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ଭିତରେ ୨ ମହିଳା ମାଓବାଦୀ ଥିବା ଜଣାଯାଇଛି।ସମସ୍ତ ୯ ମାଓବାଦୀ ଛତିଶଗଡ଼ ଦନ୍ତେୱାଡ଼ା ଜିଲ୍ଲାର ବୋଲି ସୂଚନା ରହିଛି। ସେମାନେ ମୁଖ୍ୟ ସ୍ରାତରେ ସାମିଲ ହେବାକୁ ଆତ୍ମସମର୍ପଣ କରିବାକୁ ନିଷ୍ପତ୍ତି!-->…
ବିଜେପି କ୍ଷମତାକୁ ଆସିଲେ ବଦଳିବ ସମ୍ବିଧାନ: କଂଗ୍ରେସ
ଭୁବନେଶ୍ଵର: ବିଜେପି ଉପରେ ବର୍ଷିଲା କଂଗ୍ରେସ । ସାମ୍ବାଦିକ ସମ୍ମିଳନୀ କରି ଏଆସିସି ମୁଖପାତ୍ର ଶମା ମହମଦ କହିଛନ୍ତି ଯେ, ବିଜେପି କ୍ଷମତାକୁ ଆସିଲେ ବଦଳିବ ସମ୍ବିଧାନ। ସେଥିପାଇଁ ୪ଶହ ପାର ନାରା ଦେଉଛନ୍ତି ବିରୋଧି । କେବଳ ମୋଦି ନୁହନ୍ତି, ଭାରତୀୟ ଜନତା ପାର୍ଟିର ବହୁ ବରିଷ୍ଠ!-->…
ପ୍ରାଇଭେଟ୍ ପାର୍ଟ ଭିତରେ ଲୁଚାଇଥିଲେ ୨.୭୯ କୋଟି ଟଙ୍କାର ସୁନା, ୪ ଗିରଫ
ଭୁବନେଶ୍ବର: ଭୁବନେଶ୍ବର ବିଜୁ ପଟ୍ଟନାୟକ ଅର୍ନ୍ତଜାତୀୟ ବିମାନ ବନ୍ଦରରୁ ସୁନା ଚୋରା ଚାଲାଣର ଏକ ଅଜବ ତରିକା ସାମ୍ନାକୁ ଆସିଛି । ବିଦେଶରୁ ଆସିଥିବା ଚାରି ଜଣ ତସ୍କର ନିଜର ମଳାଶୟରେ ୩ କେଜି ଉର୍ଦ୍ଧ୍ବ ମୂଲ୍ୟର ସୂନା ଲୁଚାଇ ଆଣିଥିଲେ । ଏୟାରପୋର୍ଟରେ ସ୍କ୍ରିନିଂ ବେଳେ ସେମାନଙ୍କ ମଳାଶୟରେ!-->…
ବିଜୟ ସଂକଳ୍ପ ସମାବେଶରେ ଯୋଗଦେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
କଳାହାଣ୍ଡି : ବିଜେପି ଫୋକସରେ କଳାହାଣ୍ଡି ଜିଲ୍ଲା ସଂସଦୀୟ କ୍ଷେତ୍ର l ପ୍ରତିରକ୍ଷା ମନ୍ତ୍ରୀ ଆଜି ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ପହଞ୍ଚି ଥିଲେ କିନ୍ତୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ତାଙ୍କ ଉଦବୋଧନ ଶୁଣିବା ପାଇଁ ନେତା ଏବଂ କର୍ମୀଙ୍କ ମହଲରେ ଉତ୍ସାହ ଦେଖିବାକୁ!-->…
ପଦମପୁରକୁ ଜିଲ୍ଲା କରାଇ ଦେଉନାହାନ୍ତି ବିରୋଧି: ପାଣ୍ଡିଆନ
ପଦମପୁର: ପଦମପୁରକୁ ଜିଲ୍ଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ରାଜ୍ୟ ସରକାର ମଧ୍ୟ ବିଜ୍ଞପ୍ତି ପ୍ରକାଶ କଲେ । ଏପରିକି ଜିଲ୍ଲାପାଳ କାର୍ଯ୍ୟାଳୟ ପାଇଁ ମଧ୍ୟ ଜାଗା ଚିହ୍ନଟ କରାଗଲା । କିନ୍ତୁ ଚକ୍ରାନ୍ତକାରୀ ଗୋଷ୍ଠୀ ତାକୁ ବନ୍ଦ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଦମପୁର!-->…
ରାଜଧାନୀରେ ରାସ୍ତା ପାର ହେଉଥିଲେ; ୨ ଜଣଙ୍କୁ ଧକ୍କା ଦେଇ ୫୦୦ ମିଟର ଘୋଷାଡ଼ି ନେଲା ଟ୍ରକ୍
ଭୁବନେଶ୍ୱର: ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ପଳାଶୁଣୀଠାରେ ଦୁଇ ପୁରୁଷ ଓ ମହିଳା ରାସ୍ତା ପାରି ହେଉଥିବାବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଏପରିକି ଗାଡ଼ିର ବେଗ ଏତେ ଅଧିକ ଥିଲା ଯେ ଦୁର୍ଘଟଣା ପରେ ନ ରୋକି ଉକ୍ତ!-->…
ବିଜେଡିରେ ସାମିଲ ହେଲେ ଅଭିନେତା ଅଖିଳ ପଟ୍ଟନାୟକ
ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଅଭିନେତା ଅଖିଳ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ଖୋର୍ଦ୍ଧା ପର୍ଯ୍ୟବେକ୍ଷକ ରବୀନ୍ଦ୍ର ଜେନାଙ୍କ ପକ୍ଷରୁ ତାଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର । କିଛି!-->…
ନବରଙ୍ଗପୁରରେ ୨ ରୁବେଲା ରୋଗୀ ଚିହ୍ନଟ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା
ନବରଙ୍ଗପୁର: ନବରଙ୍ଗପୁରରୁ ୨ ରୁବେଲା ରୋଗୀ ଚିହ୍ନଟ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା । ଆକ୍ରାନ୍ତ ୨ ଶିଶୁ ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ପୋଡାଲଗୁଡା ଗାଁର । ସେମାନଙ୍କ ବୟସ ଯଥାକ୍ରମେ ୭ ଓ ୨ ବର୍ଷ । ବର୍ତ୍ତମାନ ରୁବେଲାର ସ୍ଥିତି ଯାଞ୍ଚ ପାଇଁ ଗାଁରେ ‘ହୁ’ଓ ଜିଲ୍ଲା!-->…
ବିଜେପି ନେତାଙ୍କ ଉପରେ ବର୍ଷିଲେ ଭି କେ ପାଣ୍ଡିଆନ୍
ଭୁବନେଶ୍ବର: ସାମ୍ବାଦିକ ସମ୍ମଳନୀ କରି ବିଜେପି ନେତାଙ୍କ ଉପରେ ବର୍ଷିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ୍। ଏହି କ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଶ୍ନ ବାଣରେ ଘାଇଲା କରିବା ସହ ତାଙ୍କ ଦୋଷକୁ ଦେଖାଇଛନ୍ତି । କହିଛନ୍ତି, ୧୦ ବର୍ଷ ଧମେନ୍ଦ୍ର କେନ୍ଦ୍ରରେ ମନ୍ତ୍ରୀ!-->…
ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ
ରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।
ସୂଚନାଯୋଗ୍ୟ ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର!-->!-->!-->…