Browsing Category

ଓଡିଶା

ଭୁବନେଶ୍ବର : ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏହି ପର୍ଯ୍ୟାୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଓ ସମ୍ବଲପୁର ଲୋକସଭା ଆସନ ଓ ଏହା ଅଧିନରେ ଥିବା ବିଧାନସଭା ଆସନରେ ଜୁନ୍ ୧ ତାରିଖରେ ନିର୍ବାଚନ ହେବ। ସକାଳ

ଓଡ଼ିଶାରେ ପ୍ରଚାର କରିବେ ହେମା ମାଳିନୀ

ଭୁବନେଶ୍ବର : ଓଡ଼ିଶାରେ ବିଜେପି ପାଇଁ ପ୍ରଚାର କରିବେ ବଲିଉଡର ଡ୍ରିମ୍‌ ଗାର୍ଲ ତଥା ମଥୁରା ସାଂସଦ ହେମା ମାଳିନୀ। ରାଜ୍ୟ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ହେମା ମାଳିନୀଙ୍କ ନାମ ସ୍ଥାନ ପାଇଛି। ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ହେମା ମାଳିନୀ ପ୍ରଚାର କରିବେ ବୋଲି

ରୁଦ୍ର ମହାରଥୀଙ୍କ ବିରୋଧରେ ପ୍ରାର୍ଥୀ ହେଲେ ପତ୍ନୀ ଜାଗୃତି

ପିପିଲି : ନିର୍ବାଚନୀ ମଇଦାନରେ ମୁହାଁମୁହିଁ ହେବେ ସ୍ୱାମୀ-ସ୍ତ୍ରୀ। ପୁରୀ ଜିଲ୍ଲା ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଆସିଛି ଏମିତି ଚିତ୍ର। ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ବିରୋଧରେ ପ୍ରାର୍ଥୀ ହୋଇଛନ୍ତି ତାଙ୍କ ପତ୍ନୀ ଜାଗୃତି ପଣ୍ଡା। ସେ ସ୍ୱାଧୀନ ପ୍ରାର୍ଥୀ ଭାବେ

ଶ୍ରୀକାନ୍ତ ଜେନାଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ଆଣି କଂଗ୍ରେସ ଛାଡ଼ିଲେ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ

ନୀଳଗିରି : କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ। ସେ ତାଙ୍କ ଇସ୍ତଫାପତ୍ର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଥିବା ଆଜି ଏକ ସାମ୍ବାଦିକ ସମ୍ମିଳନୀରେ

ଆସନ୍ତାକାଲି ଓଡ଼ିଶା ଆସିବେ ରାଜନାଥ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ, ଗୁରୁବାର ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବିଜେପି ଫୋକସରେ ଏବେ ଓଡ଼ିଶା । ଦଳର ବରିଷ୍ଠ ନେତାମାନେ ଏବେ ଘନଘନ ଓଡ଼ିଶା ଗସ୍ତ କରି ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାରକୁ ଜୋରଦାର କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତକାଲି ଦୁଇଟି ସଭା କରି ଫେରିବା ପରେ ଆସନ୍ତାକାଲି ଓଡ଼ିଶାରେ ପ୍ରଚାର ମଇଦାନକୁ ଓହ୍ଲାଇବେ

କାଳବୈଶାଖୀରେ ୮୦ ବର୍ଷୀୟ ବୃଦ୍ଧାଙ୍କ ଘର ଭାଙ୍ଗିଲା

ମାଲକାନଗିରି: କାଳବୈଶାଖୀ ତାର ତାଣ୍ଡବ ଦେଖାଇଛି। ବହୁ ଘର ଭାଙ୍ଗିବା ସହ ଗଛଗୁଡିକ ଉପାଡ଼ି ଦେଇଛି। ତେବେ ଏହି କାଳବୈଶାଖୀରେ କୁଟନିପାଲି ଗ୍ରାମର ୮୦ ବର୍ଷିଆ ବୃଦ୍ଧା ରାଧିକା ପାଙ୍ଗିର ଘର ମଧ୍ୟ ଉଜାଡି ଦେଇଛି। ନିଜର ବୋଲି କେହି ନଥିବା ବେଳେ ଭତ୍ତା ଟିକକ ଏବଂ ମାଗଣା ଚାଉଳ ପାଇ ନିଜ ଜୀବନକୁ

ଏମ୍‌ସ ଭୁବନେଶ୍ୱରରେ ବିରଳ ସିନୋଭିଆଲ୍‌ ସାର୍କୋମା ଟ୍ୟୁମର୍‌ର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର: ପ୍ରତିବଦ୍ଧତା, ନିଷ୍ଠାପର ପ୍ରୟାସ ଏବଂ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳର ପ୍ରୟୋଗ କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି ଏମ୍‌ସ ଭୁବନେଶ୍ୱର। ପଶ୍ଚିମବଙ୍ଗର ଜଣେ ୫୧ବର୍ଷ ବୟସ୍କ ପୁରୁଷ (ରବୀନ୍ଦ୍ର ବିଶୁଇ)ଙ୍କ ଖପୁରୀର ଉପର ଅଂଶ(ସ୍କାଲ୍‌ପ)ରୁ ପ୍ରାୟ

୧୦ରେ ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ଵର: ଆସନ୍ତା ୧୦ ତାରିଖରେ ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ଼ ସୋ। ସନ୍ଧ୍ୟା ୬ ଟା ସମୟରେ ଭୁବନେଶ୍ଵରରେ ରୋଡ ସୋ କରିବେ ନରେନ୍ଦ୍ର ମୋଦୀ। ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ଏହି ରୋଡ ସୋ ହେବ। ଏହି ରୋଡ ସୋରେ ଯୋଗ ଦେବାକୁ ବିଜେପିର ଭୁବନେଶ୍ୱର

ପାଣିପାଗ ବିଭାଗର ପୂର୍ବାନୁମାନ: ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା

ଭୁବନେଶ୍ବର: ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟରେ ବିକ୍ଷିପ୍ତ ବର୍ଷା ଜାରି ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ, ଆଗାମୀ ୫ ଦିନ ଯାଏଁ ବର୍ଷା ଲାଗି ରହିବ। ଆଭ୍ୟନ୍ତରୀଣ ଓଡ଼ିଶା ଠାରୁ ଦକ୍ଷିଣ ପୂର୍ବ ରାଜସ୍ଥାନ ପର୍ଯ୍ୟନ୍ତ ଛତିଶଗଡ଼ ଦେଇ ଏକ ନିମ୍ନଚାପ ରେଖା ଗତି କରୁଛି, ଯାହାର ପ୍ରଭାବରେ

ନକ୍ସଲ ପ୍ରେସ୍‌ ବିବୃତ୍ତି: ଗୁଳିବିନିମୟରେ ୬ ନକ୍ସଲଙ୍କ ମୃତ୍ୟୁ, ପୁଲିସ କହୁଛି ୧୦

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାର କାକେର ଓ ଟେକ୍କାମେଟା ଜଂଗଲରେ ନକ୍ସଲ ଏବଂ ପୁଲିସ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ଏହି ଗୁଳିବିନିମୟରେ ପ୍ରକୃତରେ ୬ ଜଣ ନକ୍ସଲ ମୃତ୍ୟୁବରଣ କରିଥିଲେ। କିନ୍ତୁ ପୁଲିସ ଗଣମାଧ୍ୟମ ଆଗରେ ୧୦ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ସଫେଇ